କେନ୍ଦ୍ରାପଡା,୧୫ା୧:କେନ୍ଦ୍ରାପଡ଼ା ସହର ତିନିମୁହାଣୀ ସ୍ଥିତ ମାରୁତି ସୋଲାର ସିଷ୍ଟମ କାର୍ଯ୍ୟାଳୟରେ ପ୍ରଧାନ ମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଦ୍ୟୁତ ଯୋଜନା ଉଦ୍ଘାଟିତ ହୋଇଯାଇଛି। କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା କେନ୍ଦ୍ରାପଡ଼ା ନଗରପାଳ ସରିତା ସାହୁଙ୍କ ଉପସ୍ଥିତିରେ ଏହାକୁ ଉଦ୍ଘାଟନ କରି କହିଲେ ଏହି ଯୋଜନାରେ ସୌରଶକ୍ତି ମାଧ୍ୟମରେ ପ୍ରତି ମାସରେ ବିନା ଦେୟରେ ବିଦ୍ୟୁତ ଉପଭୋକ୍ତାମାନେ ବିଜୁଳି ଶକ୍ତି ପାଇ ପାରିବେ। ଏହାଦ୍ୱାରା ଜଳଶକ୍ତି ଓ ତାପଜ ଶକ୍ତି ଉପରେ ନିର୍ଭରଶୀଳତା […]
Day: 15 January 2026
ପଟ୍ଟାମୁଣ୍ଡାଇ ତା୧୪/୧-ପଟ୍ଟାମୁଣ୍ଡାଇ ମହିଳା ଡିଗ୍ରୀ ମହାବିଦ୍ୟାଳୟର ୨୫ ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଶ୍ର୍ରୀଧର ବେହେରାଙ୍କ ପୌରହିତ୍ୟରେ ଆୟୋଜିତ ଉଦଯାପନୀ ଉତ୍ସବରେ +୨ମହିଳା କଲେଜର ଅଧ୍ୟକ୍ଷା ରାଜଲଷ୍ମୀ ମହାନ୍ତି ମୁଖ୍ୟଅତିଥି ଓ କ୍ରୀଡା ଶିକ୍ଷୟତ୍ରୀ ଅଳକା ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । କ୍ରୀଡା ସଂଯୋଜିକା ଶୁଭଶ୍ରୀ ପ୍ରିୟଦର୍ଶନୀ ତରାଇ ସମ୍ପାଦକୀୟ ବିବରଣୀ ପାଠ କରିଥିଲେ। ଅଧ୍ୟାପିକା ଗୀତାଞ୍ଜଳି କର […]










