ଜିଲ୍ଲା ପ୍ରତିଭା ପୂଜା ସଂସଦ ପକ୍ଷରୁ ପଲ୍ଲିଶ୍ରୀମେଳାର ଶ୍ରେଷ୍ଠ ପ୍ରଡ୍ୟୁସର ଗ୍ରୁପକୁ ସମ୍ବର୍ଦ୍ଧନା
କେନ୍ଦ୍ରାପଡ଼ା,୧୮ା୧:ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ କେନ୍ଦ୍ରାପଡା କଲେଜ ପଡିଆରେ ଚାଲିଥିବା ଜିଲ୍ଲା ସଂସ୍କୃତି ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର ଶ୍ରେଷ୍ଠ ପ୍ରଡ୍ୟୁସର ଗ୍ରୁପ ଗୁଡିକୁ ଜିଲ୍ଲା...
କେନ୍ଦ୍ରାପଡ଼ା,୧୮ା୧:ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ କେନ୍ଦ୍ରାପଡା କଲେଜ ପଡିଆରେ ଚାଲିଥିବା ଜିଲ୍ଲା ସଂସ୍କୃତି ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର ଶ୍ରେଷ୍ଠ ପ୍ରଡ୍ୟୁସର ଗ୍ରୁପ ଗୁଡିକୁ ଜିଲ୍ଲା...
କେନ୍ଦ୍ରାପଡ଼ା,୧୮ା୧:ସନାତନ ଧର୍ମ ସୃଷ୍ଟିର ସର୍ବ ପୁରାତନ ତଥା ଏକମାତ୍ର ଧର୍ମ। ସନାତନ ସଂସ୍କୃତି ବସୁଧୈବ କୁଟୁମ୍ବକଂର ବାର୍ତ୍ତର୍ା ଦେଇଥାଏ। ସମଗ୍ର ବିଶ୍ୱର ମଙ୍ଗଳ କାମନା ତଥା ବିଶ୍ୱରେ...
କେନ୍ଦ୍ରାପଡ଼ା,୧୭ା୧:କେନ୍ଦ୍ରାପଡା ଭି.ଆଇ.ପି. ରୋଡ ସନ୍ନିକଟରେ ଅବସ୍ଥିତ ରେସୱା ସ୍ୱଳ୍ପରହଣୀ କେନ୍ଦ୍ରର ଅନ୍ତେବାସୀମାନଙ୍କୁ ସମାଜସେବୀ ସ୍ୱର୍ଗତା ନନ୍ଦିତା ବ୍ରହ୍ମାଙ୍କ ସ୍ମୃତିରେ ଡାକ୍ତର ସୁଧିର କୁମାର ବ୍ରହ୍ମା ଶୀତବସ୍ତ୍ର(ଶାଲ) ପ୍ରଦାନ...
କେନ୍ଦ୍ରାପଡା,୧୬ା୧: କେନ୍ଦ୍ରାପଡ଼ା ଜିଲାରେ ଆଇନ୍ଶୃଙ୍ଖଳା ପରିସ୍ଥିତି ବିଗିଡି ଯାଇଛି। ପୁଲିସ ଏବେ ଗେରୁଆ ଗାମୁଚ୍ଛାଧାରୀଙ୍କୁ ସମ୍ମାନ ଦେଉଛି। ଗେରୁଆ ଗାମଛା ପକାଇଥିବା ଲୋକମାନେ ଯାହା ଦୋଷ କଲେ...
କେନ୍ଦ୍ରାପଡ଼ା,୧୭ା୧: ବର୍ତ୍ତମାନ ଗୁଡିଉଡା ପର୍ବ ଚାଲିଛି । ଏହି ପରିପ୍ରେକ୍ଷିରେ କେନ୍ଦ୍ରାପଡା ସହର ଗୋବରୀ ନଦୀ କୂଳରେ ପିଲାମାନେ ଗୁଡି ଉଡେଇବାରେ ବ୍ୟସ୍ତ । ଗୁଡି ସୂତା...