୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୨୧ା୧: ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଆୟବା ଗ୍ରାମ ପଞ୍ଚାୟତ ବରିଷ୍ଠ ନାଗରିକ ମଞ୍ଚର ଏକ ପ୍ରସ୍ତୁତି ବୈଠକ ଗଣ୍ଡାକିଆ ମଣି ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଶିକ୍ଷକ କୈଳାଶ ଚନ୍ଦ୍ର…