ଆଜାଦହିନ୍ଦ ଟ୍ରଷ୍ଟ ପକ୍ଷରୁ ନେତାଜୀ ଜୟନ୍ତୀ

କେନ୍ଦ୍ରାପଡ଼ା,୨୩ା୧:ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ନକୁଳ ଚରଣ ଦାସଙ୍କ ଦ୍ୱାରା ପ୍ରତିଷ୍ଠିତ ସୁଜାନଗରସ୍ଥିତ ନେତାଜୀ ମଡେଲ ଏମ.ଇ.ସ୍କୁଲରେ ଆଜାଦହିନ୍ଦ ଟ୍ରଷ୍ଟ ପକ୍ଷରୁ ୧୨୯ତମ ନେତାଜୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ସ୍କୁଲ ପରିସରରେ ଥିବା ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ…

ଜାତୀୟ ସ୍ତରୀୟ ଅବଦୁଲ କରିମଖାନ ମେମୋରିଆଲ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟଉଦଘାଟିତ

କେନ୍ଦ୍ରାପଡା,୨୩ା୧: ଜାତୀୟ ସ୍ତରୀୟ ଷଷ୍ଠ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ଶୁକ୍ରବାର ଅପରାହ୍ନରେ ଉଦଘାଟିତ ହୋଇଯାଇଛି। ଫକିରାବାଦ ଲକି ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ କ୍ଲବର ସଭାପତି ମହମ୍ମଦ ସଲିମ ଖାନ୍‌ଙ୍କ ସଭାପତିତ୍ୱରେ…

ମାଧ୍ୟମିକ ଶିକ୍ଷକ ପ୍ରଶିକ୍ଷଣ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପକ୍ଷରୁ ନେତାଜୀ ଜୟନ୍ତୀ

କେନ୍ଦ୍ରାପଡ଼ା,୨୩ା୧: ବାଲିଆସ୍ଥିତ ମାଧ୍ୟମିକ ଶିକ୍ଷକ ପ୍ରଶିକ୍ଷଣ ବିଦ୍ୟାଳୟର ପୂର୍ବତନ ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ ନେତାଜୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ କେନ୍ଦ୍ରାପଡା ସହର ଉପକଣ୍ଠ ସୁଜାନଗରସ୍ଥିତ ପ୍ରସନ୍ନ କୁମାର ବେହେରାଙ୍କ ବାସଭବନରେ ଅନୁଷ୍ଠିତ ଉତ୍ସବରେ ପ୍ରାକ୍ତନ ଗୁରୁଜୀ ନିଳମଣି ସ୍ୱାଇଁ ଅତିଥି…

ସାନମୂଳବସନ୍ତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସପ୍ତଶକ୍ତି ସଙ୍ଗମ କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ତା ୨୩/୧- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସାନ ମୂଳବସନ୍ତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ସପ୍ତଶକ୍ତି ସଙ୍ଗମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାମନ୍ଦିର ପରିଚାଳନା ସମିତି କୋଷାଧ୍ୟକ୍ଷା ମନସ୍ମିତା ସାହୁଙ୍କ ପୌରହିତ୍ୟରେ ଆୟୋଜିତ ସପ୍ତ ଶକ୍ତି ସମ୍ମିଳନୀରେ ପଦ୍ମନାଭ…

ଶ୍ରୀ ରାଧା ଗୋବିନ୍ଦ ଜୀୟୁଙ୍କ ବସନ୍ତ ଉତ୍ସବ

କେନ୍ଦ୍ରାପଡ଼ା,୨୩ା୧: କେନ୍ଦ୍ରାପଡା ଜିଲ୍ଲା ପ୍ରସିଦ୍ଧ ଆରାଧ୍ୟ ସହରର ଚାଟରାପାଟଣାସ୍ଥିତ ଶ୍ରୀ ରାଧା ଗୋବିନ୍ଦ ଜୀୟୁ ମନ୍ଦିରର ଶ୍ରୀ ରାଧା ଗୋବିନ୍ଦଙ୍କ ବସନ୍ତ ଉତ୍ସବ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଅନୁଯାଇ ଓଢଣ ଷଷ୍ଠିଠାରୁ ବସନ୍ତ ପଞ୍ଚମୀ ପର୍ଯ୍ୟନ୍ତ ଶୀତ…

ଝିଅ ଜନ୍ମ କରିବାରୁ ବୋହୁକୁ ପୋଡି ମାରିଦେବାକୁ ଉଦ୍ୟମ!, ଥାନାରେ ଏତଲା

ଏବେ ବି ଅନେକ ଲୋକ କନ୍ୟାସନ୍ତାନକୁ ବୋଝ ଭାବି ଘୃଣା କରୁଛନ୍ତି, ଯେଉଁଥିପାଇଁ ଘଟୁଛି ପାରିବାରିକ ହିଂସା ଓ ନିର୍ଯାତନା। ଏଭଳି ଏକ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଡାମରପୁରରେ ଏହି ଗାଁର ସସ୍ମିତା ଦାସ(୩୮)…