କେନ୍ଦ୍ରାପଡ଼ା,୨୨ା୨:କେନ୍ଦ୍ରାପଡ଼ା ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଓ ମାଇଁ ଭାରତ ପକ୍ଷରୁ ଜିଲ୍ଲାସ୍ତରୀୟ ବିକଶିତ ଭାରତ ୟୁଥ ପାର୍ଲାମେଣ୍ଟ ଆୟୋଜନ ନେଇ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଆସନ୍ତା ୨୫ତାରିଖରେ ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟରେ…
Month: February 2026
କେନ୍ଦ୍ରାପଡାରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନ ଓଡିଆ ବିଷୟରେ ପରୀକ୍ଷା ଦେଲେ୧୯ହଜାର ୪୭୨ ଛାତ୍ରଛାତ୍ରୀ
କେନ୍ଦ୍ରାପଡ଼ା,୧୯ା୨:କେନ୍ଦ୍ରାପଡା ଜିଲ୍ଲାର ୧୦୭ଟି ପରୀକ୍ଷା କେନ୍ଦ୍ରରେ ଆଜି ଓଡିଆ ବିଷୟରେ ପରୀକ୍ଷା ଦେଇଛନ୍ତି ୧୯ହଜାର ୪୭୨ଜଣ ଛାତ୍ରଛାତ୍ରୀ। ୧୯ହଜାର ୩୦୧ଜଣ ଆଜି ବାର୍ଷିକ ମାଟ୍ରିକ ପରୀକ୍ଷାର ମାତୃଭାଷା ଓଡିଆ ବିଷୟରେ ପରୀକ୍ଷା ଦେବାକୁ ଥିବା ବେଳେ ସେଥିମଧ୍ୟରୁ ୧୯୦୨୯ଜଣ ପରୀକ୍ଷା ଦେଇଥିବା…
ଛାତ୍ରୀଛାତ୍ରମାନେ ଦୁର୍ବଳତାକୁ ଶକ୍ତିରେ ପରିଣତ କଲେ ସଫଳତା ନିଶ୍ଚିତ
ମାଟିଆପଡା ହାଇସ୍କୁଲ ବାର୍ଷିକ ଉତ୍ସବ ପଟ୍ଟାମୁଣ୍ଡାଇ ତା ୧୩/୨- ସାମ୍ପ୍ରତିକ ପ୍ରତିଯୋଗିତାମୂଳକ ସମୟରେ ଛାତ୍ରୀଛାତ୍ରମାନେ ନିଜର ଦୁର୍ବଳତା କୁ ପରଖି ଶକ୍ତିରେ ପରିଣତ କଲେ ଜୀବନ ସବୁ କ୍ଷେତ୍ରରେ ସଫଳ ହେବା ସହିତ ନିଜର ସ୍ବପ୍ନ ସାକାର କରିପାରିବେ ବୋଲି ରାଜନଗର…
କୃଷ୍ଣବଳରାମ କ୍ରିକେଟ ଟୁର୍ନାମେଣ୍ଟ, ମାଟିଆ ଚମ୍ପିୟାନ
ପଟ୍ଟାମୁଣ୍ଡାଇ ତା ୧୩/୨- ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ନୂଆଗାଁ କାକୁଡିପଲ୍ଲୀ କୃଷ୍ଣ ବଳରାମ କ୍ଲବ ପକ୍ଷରୁ ୪ଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇ ଯାଇଛି । ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ର ୧୬ଟି ୱାର୍ଡ ମଧ୍ୟରେ ଆୟୋଜିତ କ୍ରିକେଟ ଟୁର୍ନାମେଣ୍ଟରେ ପୌରାଞ୍ଚଳ ର…
ଗୁଲନଗର ଉଚ୍ଚ ବିଦ୍ୟାଳୟ ୭୪ ବ୍ୟାଚର ବନ୍ଧୁମିଳନ
କେନ୍ଦ୍ରାପଡ଼ା,୧୧ା୨:ଗୁଲନଗର ମଧ୍ୟ ଇଂରାଜୀ ବିଦ୍ୟାଳୟ ୧୯୭୦ ଓ ଉଚ୍ଚ ବିଦ୍ୟାଳୟ ୧୯୭୪ ବ୍ୟାଚର ପୁରାତନ ବିଦ୍ୟାର୍ଥୀଙ୍କ ବନ୍ଧୁମିଳନ କାର୍ଯ୍ୟକ୍ରମ ସଂଜୀବନୀ ବିଦ୍ୟା ମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସମସ୍ତ ପୁରାତନ ବିଦ୍ୟାର୍ଥୀ ଯୋଗ ଦେଇଥିଲେ। ଦୀର୍ଘ ଦିନ ପରେ ପରସ୍ପରକୁ…
କେନ୍ଦ୍ରାପଡା ଜିଲ୍ଲାକୁ ଜଳପଥ, ଶିଳ୍ପ ଓ ପର୍ଯ୍ୟଟନ କ୍ଷେତ୍ରରେ ଅଧିକାର , କେନ୍ଦ୍ରବଜେଟ୍ -୨୦୨୬ ବିକଶିତ ଭାରତ ଓ ଓଡିଶା ନକ୍ସା
କେନ୍ଦ୍ରାପଡ଼ା,୩ା୨:କେନ୍ଦ୍ରାପଡା ଜିଲ୍ଲା ପ୍ରଦକ୍ଷଣ ଭବନରେ ଭାରତୀୟ ଜନତା ପାର୍ଟିର ଜିଲ୍ଲା ସଭାପତି ଶଶାଙ୍କଶେଖର ସେଠୀଙ୍କ ସଭାପତିତ୍ୱରେ କେନ୍ଦ୍ର ବଜେଟ୍ ୨୦୨୬ ଉପରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ଏଥିରେ ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ କୁମାର ସ୍ୱାଇଁ ଯୋଗଦେଇ…
ଫେବୃୟାରୀ ୧୨ ସାଧାରଣ ଧର୍ମଘଟକୁ ସଫଳ କରିବା ପାଇଁ କେନ୍ଦ୍ରାପଡାରେ ଗଣ କନଭେସନ ଆହ୍ୱାନ
କେନ୍ଦ୍ରାପଡ଼ା,୩ା୨:ମନରେଗା ବଞ୍ଚାଅ – ଭି.ବି. ଜି.ରାମ୍.ଜି ଆଇନକୁ ପ୍ରତ୍ୟାହାର କର, ଶ୍ରମିକ ବିରୋଧୀ ଶ୍ରମ କୋଡ଼ ରଦ୍ଦ କର, ଜନ ବିରୋଧୀ ବିଦ୍ୟୁତ୍ ସଂଶୋଧନ ବିଲ୍ ପ୍ରତ୍ୟାହାର କର, କୃଷକ ବିରୋଧୀ ବିହନ ବିଲ୍-୨୦୨୫ ବାତିଲ କର, ଧାନ ମଣ୍ଡିରୁ ସରକାରୀ…
କେନ୍ଦ୍ରାପଡା ନୂଆବସଷ୍ଟାଣ୍ଡରେ ବିଶାଳ ହିନ୍ଦୁ ସମ୍ମିଳନୀ
କେନ୍ଦ୍ରାପଡ଼ା,୩ା୨:କେନ୍ଦ୍ରାପଡା ନଗର ମା’କାକଟମଙ୍ଗଳା ବସତି ପକ୍ଷରୁ କେନ୍ଦ୍ରାପଡା ତୁଳସୀବଜାର ନୂଆବସଷ୍ଟାଣ୍ଡ ପରିସରରେ ଏକ ବିଶାଳ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ରାଷ୍ଟ୍ରୀୟ ସ୍ୱୟଂସେବକ ସଙ୍ଘ ପ୍ରାନ୍ତୀୟ ଅଧିକାରୀ ଗୈାତ୍ତମ ମହାରଣା ଏବଂ ପୂର୍ବତନ ପ୍ରଚାରକ ସର୍ବେଶ୍ୱର ମିଶ୍ର,…









