କେନ୍ଦ୍ରାପଡା ଜିଲ୍ଲାକୁ ଜଳପଥ, ଶିଳ୍ପ ଓ ପର୍ଯ୍ୟଟନ କ୍ଷେତ୍ରରେ ଅଧିକାର , କେନ୍ଦ୍ରବଜେଟ୍ -୨୦୨୬ ବିକଶିତ ଭାରତ ଓ ଓଡିଶା ନକ୍ସା

କେନ୍ଦ୍ରାପଡ଼ା,୩ା୨:କେନ୍ଦ୍ରାପଡା ଜିଲ୍ଲା ପ୍ରଦକ୍ଷଣ ଭବନରେ ଭାରତୀୟ ଜନତା ପାର୍ଟିର ଜିଲ୍ଲା ସଭାପତି ଶଶାଙ୍କଶେଖର ସେଠୀଙ୍କ ସଭାପତିତ୍ୱରେ କେନ୍ଦ୍ର ବଜେଟ୍ ୨୦୨୬ ଉପରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ଏଥିରେ ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ କୁମାର ସ୍ୱାଇଁ ଯୋଗଦେଇ…

ଫେବୃୟାରୀ ୧୨ ସାଧାରଣ ଧର୍ମଘଟକୁ ସଫଳ କରିବା ପାଇଁ କେନ୍ଦ୍ରାପଡାରେ ଗଣ କନଭେସନ ଆହ୍ୱାନ

କେନ୍ଦ୍ରାପଡ଼ା,୩ା୨:ମନରେଗା ବଞ୍ଚାଅ – ଭି.ବି. ଜି.ରାମ୍‌.ଜି ଆଇନକୁ ପ୍ରତ୍ୟାହାର କର, ଶ୍ରମିକ ବିରୋଧୀ ଶ୍ରମ କୋଡ଼ ରଦ୍ଦ କର, ଜନ ବିରୋଧୀ ବିଦ୍ୟୁତ୍ ସଂଶୋଧନ ବିଲ୍ ପ୍ରତ୍ୟାହାର କର, କୃଷକ ବିରୋଧୀ ବିହନ ବିଲ୍‌-୨୦୨୫ ବାତିଲ କର, ଧାନ ମଣ୍ଡିରୁ ସରକାରୀ…

କେନ୍ଦ୍ରାପଡା ନୂଆବସଷ୍ଟାଣ୍ଡରେ ବିଶାଳ ହିନ୍ଦୁ ସମ୍ମିଳନୀ

କେନ୍ଦ୍ରାପଡ଼ା,୩ା୨:କେନ୍ଦ୍ରାପଡା ନଗର ମା’କାକଟମଙ୍ଗଳା ବସତି ପକ୍ଷରୁ କେନ୍ଦ୍ରାପଡା ତୁଳସୀବଜାର ନୂଆବସଷ୍ଟାଣ୍ଡ ପରିସରରେ ଏକ ବିଶାଳ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ରାଷ୍ଟ୍ରୀୟ ସ୍ୱୟଂସେବକ ସଙ୍ଘ ପ୍ରାନ୍ତୀୟ ଅଧିକାରୀ ଗୈାତ୍ତମ ମହାରଣା ଏବଂ ପୂର୍ବତନ ପ୍ରଚାରକ ସର୍ବେଶ୍ୱର ମିଶ୍ର,…