କେନ୍ଦ୍ରାପଡା,୬।୩: କେନ୍ଦ୍ରାପଡା ଜିଲ୍ଲା ଭାରତୀୟ ଜନଔଷଧୀ କେନ୍ଦ୍ର ପକ୍ଷରୁ ଜନଔଷଧୀ ସପ୍ତାହ ପାଳନ ଅବସରରେ କେନ୍ଦ୍ରାପଡା ନୂଆବସଷ୍ଟାଣ୍ଡ ଠାରୁ ପୁରୁଣା ବସଷ୍ଟାଣ୍ଡ ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ପଦଯାତ୍ରାକୁ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ରବିନ୍ଦ୍ର କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ । ଉଦ୍ଘାଟନ କାର୍ଯ୍ୟକ୍ରମରେ କେନ୍ଦ୍ରାପଡା ପୌରାଧକ୍ଷା ସରିତା ସାହୁ, ପୂର୍ବତନ ଜିଲ୍ଲାପାରିଷଦ ଅଧ୍ୟକ୍ଷା ଗିତା ସେଠୀ ଯୋଗଦେଇ ଜିଲ୍ଲାରେ […]










