କେନ୍ଦ୍ରାପଡା ୯/୩- ଚଳିତ ବର୍ଷ ମାର୍ଚ୍ଚରେ ଭୂବନେଶ୍ୱର କଳିଙ୍ଗ ଷ୍ଟାଡିଅମ ରେ ଅନୁଷ୍ଠିତ ହେବାକୁ ଯାଉଥିବା ଜାତୀୟ ରଗବି ସିନିଅର ଚାମ୍ପିୟନସିପ ୨୦୨୬ ରେ କେନ୍ଦ୍ରାପଡା ରଗବି ଫୁଟବଲ ଆସୋସିସନରୁ ମୋନାଲିସା ନାୟକ, ସିପା ସେଠି, ଶୁଭଲକ୍ଷ୍ମୀ ବାରିକ ତିନି ଜଣ ମହିଳା ଖେଳାଳୀ ସ୍ଥାନ ପାଇଛନ୍ତି। କେନ୍ଦ୍ରାପଡା ର ଅରୁଆକଦଳୀବଣ ସ୍ଥିତ ବାଳାଶ୍ରମ, ମାର୍ଶାଘାଇ ବାଲିକୁଦା, ପତ୍ରପୁର ଓ ପଟାମୁଣ୍ଡାଇ ଏମ ନ ହାଇସ୍କୁଲ ଠାରେ ପିଲାମାନେ ଆସୋସିଏସନ […]

କେନ୍ଦ୍ରାପଡ଼ା,୯ା୩:ସାଧାରଣ ଲୋକଙ୍କ ଅଭିଯୋଗ ଗୁଡିକର ଶୀଘ୍ର ସମାଧାନ ଓ ଶାସନ ସେବାକୁ ଗ୍ରାମସ୍ତରରେ ସୁଦୃଢ଼ କରିବା ପାଇଁ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆସନ୍ତା ୧୧. ୦୩. ୨୦୨୬ (ବୁଧବାର) ଆୟୋଜିତ ହେବ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସାଧାରଣ ଲୋକେ ନିଜର ଅଭିଯୋଗ ଗୁଡିକୁ ସିଧାସଳଖ ପ୍ରଶାସନ ସମ୍ମୁଖରେ ଉପସ୍ଥାପନ କରିପାରିବେ ଓ ବିଭିନ୍ନ ସରକାରୀ ଯୋଜନା ତଥା ସେବା ସମ୍ବନ୍ଧୀୟ […]

କେନ୍ଦ୍ରାପଡ଼ା,୯ା୩:କେନ୍ଦ୍ରାପଡା ଷଷ୍ଠ ଜିଲ୍ଲା ପରିଷଦର ଅଷ୍ଟମ ସାଧାରଣ ବୈଠକ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସଭାପତି ସୁଶ୍ରୀ ଲିଲିତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା, ରାଜନଗର ବିଧାୟକ ଧ୍ରୁବ ଚରଣ ସାହୁ, ଆଳି ବିଧାୟକ ପ୍ରତାପକେଶରୀ ଦେବ, ମହାକାଳପଡା ବିଧାୟକ ଡ. ଦୁର୍ଗା ପ୍ରସନ୍ନ ନାୟକ, ଜିଲ୍ଲାପାଳ ରଘୁରାମ ଆର.ଆୟର, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଜିଲ୍ଲା […]

କେନ୍ଦ୍ରାପଡ଼ା,୯ା୩:ତୁଳସୀ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ଡ. ବାସନ୍ତୀ ଶୁକ୍ଳାଙ୍କ ସଭାପତିତ୍ୱରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ନାରୀ ସଶକ୍ତିକରଣ ସମ୍ପର୍କରେ ଅଧ୍ୟକ୍ଷା ଡ. ଶୁକ୍ଳା ଏକ ସାରଗର୍ଭକ ଅଭିଭାଷଣ ପ୍ରଦାନ କରିଥିଲେ। ନାରୀ ନିଜର ଆତ୍ମବିଶ୍ୱାସ, ସାହସ ଓ କାର୍ଯ୍ୟଦକ୍ଷତା ମାଧ୍ୟମରେ ସଫଳତା ପାଇପାରିବ ବୋଲି ସେ ମତବ୍ୟକ୍ତ କରିଥିଲେ। ଓଡିଆ ବିଭାଗ ମୁଖ୍ୟ ପ୍ରାଧ୍ୟାପିକା ଡ. ଏଲୋରା କବି ନାରୀମାନେ ସୁରକ୍ଷିତ ହେଲେ ସମଗ୍ର ସମାଜର ଉନ୍ନତି […]

କେନ୍ଦ୍ରାପଡ଼ା,୯ା୩:ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜିର ଶିବିରରେ ମୋଟ ୧୦୬ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥି ମଧ୍ୟରୁ ୮୮ଟି ବ୍ୟକ୍ତିଗତ ଏବଂ ୧୮ଟି ସାମୁହିକ ଅଭିଯୋଗ ଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୬ ଜଣଙ୍କୁ ୪୫ ହଜାର ଟଙ୍କା ଆର୍ôଥକ ସହାୟତା ପ୍ରଦାନ କରାଯାଇଛି। ୭ ଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା। […]