ଭିକାରୀ ଚରଣ ଦାସଙ୍କ ପୁରାଣ ଗଳ୍ପ ‘ରାତି ପାହିଲେ ନାରାୟଣ ମରିବେ’ ପୁସ୍ତକ ଉନ୍ମୋଚନ

ପଟ୍ଟାମୁଣ୍ଡାଇ ୯/୩ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌର ଅଡିଟୋରିୟମ ଭବନରେ କର୍ମକାଣ୍ଡ ନିପୁଣ ଓ କଳା ସହିତ୍ୟର ପୁରୋହିତ ଭିକାରୀ ଚରଣ ଦାସଙ୍କ ପୁରାଣ ଗଳ୍ପ ‘ରାତି ପାହିଲେ ନାରାୟଣ ମରିବେ’ ପୁସ୍ତକ ରବିବାର ଉନ୍ମୋଚିତ ହୋଇଯାଇଛି। ଏହି ଅବସରରେ…