ପଟ୍ଟାମୁଣ୍ଡାଇ ତା ୧୯/୩- ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ଆୟୋଜିତ ଏକ ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ଅଘଟଣ ଦେଖିବାକୁ ମିଳିଛି । ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଶ୍ରଦ୍ଧାଳୁ ମାନଙ୍କ ପାଇଁ ପ୍ରସ୍ତୁତ प्रसाद ଡାଲମା ହଣ୍ଡାରେ ସାପ ଦେଖିବାକୁ ମିଳିଥିଲା । ଡାଲମା ଖାଇଥିବା ଲୋକମାନେ ଭୟଭୀତ ହୋଇପଡ଼ିଥିବା ବେଳେ ସାଧାରଣରେ ଆତଙ୍କ ଦେଖା ଦେଇଥିଲା । ବିଷାକ୍ତ ସାପ ପଡ଼ିଥିବା ଡାଲମା ଖାଇଥିବା ଶତାଧିକ ଲୋକ ଭୟ ଭୀତ ହୋଇ ଚିକିତ୍ସା […]
