ପଟ୍ଟାମୁଣ୍ଡାଇରେ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

ପଟ୍ଟାମୁଣ୍ଡାଇ ତା ୨୦/୩-ଓଡିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲ ଠାରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ,ବ୍ଲକ…