ଦାଣ୍ଡିସାହି ଜୟହିନ୍ଦ ହାଇସ୍କୁଲ ୧୯୯୦ ବ୍ୟାଚ ବିଦ୍ୟାର୍ଥୀଙ୍କ ଗୁରୁ ପୂଜନ ଓ ବନ୍ଧୁମିଳନ

ପଟ୍ଟାମୁଣ୍ଡାଇ ତା୨୨/୩ ଧୋୟାଞ୍ଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଦାଣ୍ଡି ସାହି ଜୟହିନ୍ଦ ହାଇସ୍କୁଲର ୧୯୯୦ ମାଟ୍ରିକ ବ୍ୟାଚର ବିଦ୍ୟାର୍ଥୀଙ୍କ ପକ୍ଷରୁ ରବିବାର ଗୁରୁପୂଜନ ଓ ବନ୍ଧୁମିଳନ ସ୍କୁଲ ପରିସରରେ ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରଧାନ ଶିକ୍ଷକ ଭାସ୍କର ଚନ୍ଦ୍ର ବେହେରା,…

ଶୃଙ୍ଖଳା, ସମର୍ପଣ, ସଦାଚାର ପିଲାମାନଙ୍କୁ ଭଲ ମଣିଷ କରିଥାଏ

ଗ୍ଲୋବାଲ ବ୍ରିଲିଆଣ୍ଟ ସ୍କୁଲ ଗ୍ଲୋରୀ ଫେଷ୍ଟ -୨୬ ପଟ୍ଟାମୁଣ୍ଡାଇ ତା୨୨/୩-ସାମ୍ପ୍ରତିକ ଅବକ୍ଷୟମୁଖୀ ସମାଜରେ ଛାତ୍ରଛାତ୍ରୀ ମାନେ ଶୃଙ୍ଖଳା, ଶିକ୍ଷା ପ୍ରତି ସମର୍ପଣ ଭାବ ଓ ସଦାଚାର ବଜାୟ ରଖିଲେ ଜୀବନରେ ଭଲ ମଣିଷ ହେବା ସହିତ ସଫଳତା ହାସଲ କରିପାରିବେ ବୋଲି…

ଶ୍ରୀରାମ ଜନ୍ମୋତ୍ସବ ଓ ବିଶ୍ୱଶାନ୍ତି ମହାଯଜ୍ଞ

ପଟ୍ଟାମୁଣ୍ଡାଇ ତା ୨୨/୩-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ଶ୍ରୀରାମ ମନ୍ଦିର ପରିଚାଳନା କମିଟି ପକ୍ଷରୁ ମା ଧାନେଶ୍ୱରୀ ପୀଠସ୍ଥ ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମ ମନ୍ଦିର ପ୍ରାଙ୍ଗଣରେ ଶ୍ରୀରାମ ଜନ୍ମୋତ୍ସବ ଓ ବିଶ୍ୱଶାନ୍ତି ମହାଯଜ୍ଞ ଆସନ୍ତା ୨୩ ତାରିଖର ୨୮ ତାରିଖ ପର୍ଯ୍ୟନ୍ତ…