କେନ୍ଦ୍ରାପଡା ୩/୪: ଯୌଥ ପାରିବାରିକ ବ୍ୟବସ୍ଥା ବଦଳରେ ଏକକ ପରିବାରର ଆଦୃତି ଓ ଏହା ସହିତ କରୋନା ମହାମାରୀକାଳୀନ ସାମାଜିକ ବିଛିନ୍ନତା ପ୍ରଭୃତି ସମ୍ପ୍ରତି ଅଟିଜିମ ପରି ଏକ ସ୍ନାୟୁବିକାଶଗତ ବିଶୃଙ୍ଖଳତା ଦ୍ୱାରା ଶିଶୁମାନେ ବହୁ ଭାବରେ ଆକ୍ରାନ୍ତ ହେଉଛନ୍ତି । ସେଥିପାଇଁ ଏହିପରି ଏକ ବିକାଶଗତ ବିଲକ୍ଷଣ ଥିବା ଅଟିଜିମ ବିରୁଦ୍ଧରେ ସଚେତନତା ସୃଷ୍ଟି କରିବା ପାଇଁ ପ୍ରତିବର୍ଷ ଏପ୍ରିଲ ୨ ତାରିଖକୁ ବିଶ୍ୱ ଅଟିଜିମ ସଚେତନତା ଦିବସରୂପେ […]
Day: 5 April 2026
କେନ୍ଦ୍ରାପଡ଼ା,୪ା୪:ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଅବିଭକ୍ତ କଟକ ଜିଲ୍ଲାର ପ୍ରଥମ ମହିଳା ତଥା ରାଜନଗରର ପ୍ରଥମ ବିଧାୟିକା ସରସ୍ୱତୀ ଦେବୀଙ୍କ ୨୬ତମ ଶ୍ରାଦ୍ଧ ବାର୍ଷିକ ସ୍ଥାନୀୟ ଗରାପୁର ଠାରେ ଅନୁଷ୍ଠିତ ହେଇ ଯାଇଛି। ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେଇ ତାଙ୍କ ଡାକରାରେ ସ୍ୱାଧୀନତା ଆନ୍ଦୋଳନରେ ଝାସ ଦେଇ ସରସ୍ୱତୀ ଦେବୀ ଜେଲ ଯାଇଥିଲେ। ନାରୀ ଶିକ୍ଷାର ପ୍ରସାର, ଦୁର୍ଗମ ଅଞ୍ଚଳକୁ ପାଦରେ ବୁଲି ବୁଲି ଲୋକଙ୍କ ସମସ୍ୟା ବୁଝିବା, ଜଳକଷ୍ଟରୁ ରକ୍ଷା […]
କେନ୍ଦ୍ରାପଡ଼ା,୪/୪: କେନ୍ଦ୍ରାପଡା ଜିଲ୍ଲାର ଟାଉନ୍ ବଳରାମପୁରସ୍ଥ ସ୍ୱପ୍ନେଶ୍ୱର ମହାଦେବ ପ୍ରାଙ୍ଗଣରେ ରାଜ୍ୟ ସ୍ତରୀୟ ସମୂହ ବ୍ରତୋପନୟନ ମାଟିବଂଶ ଅବଧାନଙ୍କର ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ବ୍ରତୋପୟନ “ମାଟିବଂଶ ଅବଧାନ ସମାଜ”ଓଡିଶା ଦ୍ୱାରା ଆୟୋଜନ କରାଯାଇ ୧୫ଜଣରୁ ଉର୍ଦ୍ଧ୍ୱ ବାଳକ ବ୍ରହ୍ମଚାରୀ ହେବା ସହ ୫୦ଜଣ ଉପବୀତ ଗ୍ରହଣ କରିଥିଲେ । ଏହି ଗଣବ୍ରତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ କଟକ ଗୋବିନ୍ଦପୁରର ଶିଦ୍ଧଗିରୀ ମଠର ମହନ୍ତ ବାବାଜୀ […]
ଗେଟ ପଡି ଅଳ୍ପକେ ବର୍ତିଲା ଅଟୋବାଲା ନିୟମକୁ ଫୁ’ କରି ସହରର ଗଳିକନ୍ଦିରେ ବଡ଼ ବଡ଼ ବିଜ୍ଞାପନ ପଟ୍ଟାମୁଣ୍ଡାଇ ୪/୪ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। ଶନିବାର ପୂର୍ବାହ୍ନରେ ବକ୍ତାରପୁର ଛକ ବିଦ୍ୟାଳୟର ନିକଟରେ ଏକ ହୋର୍ଡିଂ ବୋର୍ଡ ଭାଙ୍ଗି ରାସ୍ତା ଉପରେ ପଡ଼ିଯାଇଥିଲା । ଏଥିରେ ଜଣେ ଅଟୋବାଲ ଅଳ୍ପକେ ବର୍ତି ଯାଇଥିଲେ । କିଛି […]
କେନ୍ଦ୍ରାପଡ଼ା,୩ା୪:କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା କାର୍ଯ୍ୟାଳୟ ସ୍ଥିତ ସଦ୍ଭାବନା ସଭାଗୃହରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ସ୍ୱଗଣନା ସମ୍ପର୍କରେ ଏକ ସାମ୍ବାଦିକ ସମ୍ମିଳନୀ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ତଥା ମୁଖ୍ୟ ଜନଗଣନା ଅଧିକାରୀ ରଘୁରାମ ଆର. ଆୟରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସାମ୍ବାଦିକ ସମ୍ମିଳନୀରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ)ରବିନ୍ଦ୍ର କୁମାର ମଲ୍ଲିକ, ଡେପୁଟି କଲେକ୍ଟର ତଥା ଡେପୁଟି ଜିଲ୍ଲା ଜନଗଣନା ଅଧିକାରୀ ସରୋଜ କୁମାର ବେହେରା, ଜିଲ୍ଲା ସୂଚନା […]
କେନ୍ଦ୍ରୀୟ ଶ୍ରମିକ ସଂଗଠନ ପକ୍ଷରୁ କଳା ଦିବସ ପାଳନ କେନ୍ଦ୍ରାପଡ଼ା,୩ା୪:ଦେଶର ନୂଆ ଶ୍ରମ କୋଡ୍ର କାର୍ଯ୍ୟକାରିତାକୁ ଦୃଢ ପ୍ରତିବାଦ କରିଛି କେନ୍ଦ୍ରୀୟ ଶ୍ରମିକ ସଂଗଠନ ଗୁଡିକ। ଏହି କଳା ଆଇନକୁ ବିରୋଧକରି କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ଶ୍ରମିକ ସଂଗଠନ ଗୁଡିକ ପକ୍ଷରୁ କଳାବ୍ୟାଚ ପିନ୍ଧି ବିକ୍ଷୋଭ ପ୍ରଦର୍ଶନ ପୂର୍ବକ ପ୍ରତିବାଦ କରାଯାଇଛି। ଏହି ବିକ୍ଷୋଭରେ ଆଇ ଏନ ଟି ୟୁସି, ଏଆଇଟିୟୁସି, ଏଚଏମଏସ, ସିଟୁ, ଏଆଇୟୁଟିୟୁସି, ଏଆଇସିସିଟିୟୁ, […]
କେନ୍ଦ୍ରାପଡ଼ା,୪ା୪:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ପଞ୍ଚାୟତର ମେହେନ୍ଦିପୁର ସ୍ଥିତ ଲାଲବାହାଦୂର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ସ୍କୁଲ ପ୍ରବେଶ ଓ ଖଡିଛୁଆଁ ଦିବସ ଉଦଘାଟିତ ହୋଇଯାଇଛି। ଏହି ଉପଲକ୍ଷେ ଜିଲ୍ଲା ଶିକ୍ଷାଧିକାରୀ ପବିତ୍ର ମୋହନ ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ମୁଖ୍ୟଅତିଥି, ଜିଲ୍ଲା ପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସ ବିଶିଷ୍ଟ ଅତିଥି ଓ ଜିଲ୍ଲାପାଳ ରଘୁରାମ ଆର. ଆୟର ସମ୍ମାନିତ ଅତିଥି […]
