ପୋଖରିଆପଡ଼ା ମା ମଙ୍ଗଳାଙ୍କ ପୀଠରେ ଝାମୁ ଯାତ୍ରା ଅନୁଷ୍ଠିତ

ପଟ୍ଟାମୁଣ୍ଡାଇ ୦୮/୦୪ ବହୁ କିମ୍ବଦନ୍ତୀ ବହନ କରି ଆସିଥିବା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅଧୀନ ପୋଖରିଆପଡ଼ା ଗ୍ରାମର ମା ମଙ୍ଗଳାଙ୍କ ପୀଠରେ ଝାମୁ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ପୂଜକ ଜଗବନ୍ଧୁ ନାୟକ ଏବଂ ପୂଜକ ଲକ୍ଷ୍ମଣ ଦାଶ ଓ ଜିତେନ୍ଦ୍ର ଦାଶଙ୍କ…