କେନ୍ଦ୍ରାପଡ଼ା,୯ା୪:ଓଡ଼ିଆ ପକ୍ଷର ନବମ ଦିନ ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପାଠକୀୟ ଅଭ୍ୟାସ ବୃଦ୍ଧି ପାଇଁ ପୁସ୍ତକ ମେଳା ଓ ପୁସ୍ତକ କ୍ରୟ ଅଭିଯାନ “ଆସ ବହିଟିଏ କିଣିବା” ଆୟୋଜିତ ହୋଇଥିଲା।ଜିଲ୍ଲାପାଳ ରଘୁରାମ ଆର.ଆୟର ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଅଭିଯାନକୁ ସମର୍ଥନ କରିଥିଲେ ଏବଂ ସମସ୍ତଙ୍କୁ ପଢ଼ିବା ଅଭ୍ୟାସ ଗଢ଼ି ତୋଳିବା ପାଇଁ ଆହ୍ୱାନ କରିଥିଲେ। ସେ କହିଥିଲେ ଯେ ପୁସ୍ତକ ପଢ଼ିବା ମାନବ ଜୀବନରେ ଜ୍ଞାନ ବୃଦ୍ଧି ସହିତ […]

  ପଟ୍ଟାମୁଣ୍ଡାଇ ୯/୪ – ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ ପରିମଳ ଓ ବର୍ଯ୍ୟବସ୍ତୁ ପରିଚାଳନା,ଭିତିିଭୂମି ବିକାଶ ଓ ଜନସ୍ୱାସ୍ଥ୍ୟ ନେଇ ବିଭିନ୍ନ ସମୟରେ ବୈଠକ ହେଉଛି । ବୈଠକରେ ଜନକଲ୍ୟାଣ ଯୋଜନା ଓ ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ଲମ୍ବା ଲମ୍ବା ଭାଷଣ ଦିଆଯାଉଛି । ବିଭିନ୍ନ ଗଣମାଧ୍ୟମରେ ଏନେଇ ଖବର ପ୍ରଶାରଣ ହେଉଛି । ହେଲେ ସହରର ବିକାଶମୂଳକ କାର୍ଯ୍ୟ, ପରିମଳ ବ୍ୟବସ୍ଥା, ରାସ୍ତାଘାଟ, ପାନୀୟ ଜଳ ଯୋଗାଣ, […]

କେନ୍ଦ୍ରାପଡ଼ା,୯ା୪:ମହାନ୍ ସ୍ୱାଧୀନତା ସଂଗ୍ରାମୀ ତଥା ପ୍ରାକ୍ତନ ଉପବାଚସ୍ପତି ଯଦୁମଣି ମଙ୍ଗରାଜଙ୍କ ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତି କେନ୍ଦ୍ରାପଡ଼ା ସହରର ତିନିମୁହାଣୀ ଛକରେ କେନ୍ଦ୍ରାପଡ଼ା ପୌରପରିଷଦ ପକ୍ଷରୁ ନିର୍ମାଣ କରାଯାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀବଲ୍ଲଭ ପଟନାୟକ, ପ୍ରାକ୍ତନମନ୍ତ୍ରୀ କାହ୍ନୁଚରଣ ଲେଙ୍କା, ପ୍ରାକ୍ତନ ସାଂସଦ ଜୟନ୍ତୀ ପଟନାୟକଙ୍କ ଦ୍ୱାରା ୧୯୮୭ ମସିହାରେ ଉଦ୍ଘାଟିତ କରାଯାଇଥିଲା। ସେହିଦିନ ଠାରୁ ଜିଲ୍ଲା କ୍ଷତ୍ରିୟ ଖଣ୍ଡାୟତ ମହାସଂଘ ଓ ସହରର ବୁଦ୍ଧିଜିବୀ, ରାଜନୈତିକ ବ୍ୟକ୍ତିବିଶେଷ, ବିଭିନ୍ନ ସାମାଜିକ ସଂଗଠନ […]