କେନ୍ଦ୍ରାପଡା ୧୩/୪ : ଓଡ଼ିଶାର ଅଗ୍ରଣୀ ପ୍ରକାଶନ ସଂସ୍ଥା ଭୁବନେଶ୍ୱରର ଟାଇମପାସ ସଂସ୍ଥା ପକ୍ଷରୁ ପ୍ରଥମା ପୁରସ୍କାରପ୍ରାପ୍ତ ଯୁବ ପ୍ରତିଭାଙ୍କ କୃତିକୁ ପ୍ରତିବର୍ଷ ‘ବହିବିଷୁବ’ ଅବକାଶରେ ପ୍ରକାଶ କରାଯାଇଥାଏ। ଚଳିତ ବର୍ଷ ଏହି ଅବସରରେ ପ୍ରଥମା ପୁରସ୍କାର -୨୦୨୫ ର ଅନ୍ୟତମ ପ୍ରାପିକା ପ୍ରିୟଙ୍କା ପ୍ରିୟଦର୍ଶିନୀ ସ୍ୱାଇଁଙ୍କ ପ୍ରଥମ କବିତା ପୁସ୍ତକ ପଠାକାର୍ପିତ ହୋଇ ଯାଇଛି। ଗତକାଲି ଭୁବନେଶ୍ୱରସ୍ଥିତ ବୁଦ୍ଧମନ୍ଦିରଠାରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପ୍ରିୟଙ୍କାଙ୍କ ଏହି ପ୍ରଥମ […]
Day: 14 April 2026
କେନ୍ଦ୍ରାପଡା ତା.୧୨/୪ : ଆନ୍ତଃଜିଲ୍ଲା ୧୬ ବର୍ଷରୁ କମ୍ କବାଡି ଏବଂ ଭଲିବଲ୍ ୧୪ବର୍ଷରୁ କମ୍ ବାଳକ ଓ ବାଳିକା ବିଭାଗ ସି.ଏମ୍. ଟ୍ରଫି୍ ୨୦୨୬ କେନ୍ଦ୍ରାପଡା ସ୍ୱଂୟଶାସିତ ମହାବିଦ୍ୟାଳର ଖେଳ ପଡିଆରେ ଉଦଯାପିତ ହୋଇଯାଇଅଛି । ଉକ୍ତ ପ୍ରତିଯୋଗିତା ଦୁଇଦିନ ଧରି ଆରମ୍ଭ ହୋଇ ଆଜି ଉଦ୍ଯାପିତ ହୋଇଯାଇଅଛି । ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ରୂପେ କେନ୍ଦ୍ରାପଡା ଜିଲ୍ଲାପାଳ ରଘୁନାଥ ଆର୍ ଆୟାର ଯୋଗ ଦେଇଥିବା ବେଳେ […]
କେନ୍ଦ୍ରାପଡ଼ା,୧୩ା୪:କେନ୍ଦ୍ରାପଡ଼ା ଜିଲ୍ଲାରେ ନାରୀ ଶକ୍ତି ବନ୍ଦନ କାର୍ଯ୍ୟକ୍ରମ ଅବସରରେ ଏକ ବିରାଟ ଶୋଭାଯାତ୍ରା କରାଯିବା ପାଇଁ ଏକ ପ୍ରସ୍ତୁତି ବୈଠକ ଗରାପୁରସ୍ଥିତ ସ୍ୱୟଂସିଦ୍ଧା ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ବିଜେପି ନାରୀନେତ୍ରୀ ତଥା କେନ୍ଦ୍ରାପଡ଼ା ସଂସଦୀୟ କ୍ଷେତ୍ର ‘ନାରୀ ଶକ୍ତି ବନ୍ଦନ’ କାର୍ଯ୍ୟକ୍ରମର ସଂଯୋଜିକା ଡ. ଜ୍ୟୋତ୍ସ୍ନାରାଣୀ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଜେପି ମହିଳା ମୋର୍ଚ୍ଚାର ଶତାଧିକ କାର୍ଯ୍ୟକର୍ତ୍ତା ଓ କର୍ମୀମାନେ ଯୋଗ ଦେଇଥିଲେ। ଏହି ଅବସରରେ ଯଶ୍ୱସୀ […]
କେନ୍ଦ୍ରାପଡ଼ା,୧୩ା୪:କେନ୍ଦ୍ରାପଡ଼ାରେ ମଙ୍ଗଳବାର ହନୁମାନ ଜୟନ୍ତୀ ଉପଲକ୍ଷେ ବିଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିସହିତ ବଜରଙ୍ଗ ଦଳ ଓ ହନୁମାନ ଭକ୍ତମାନଙ୍କ ପକ୍ଷରୁ ସହରରେ ଏକ ବିରାଟ ଶୋଭାଯାତ୍ରା ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏଥିରେ ୨୦ ହଜାରରୁ ଉର୍ଦ୍ଧ୍ୱ ଯୁବକ ସାମିଲ ହେବେ। ତେଣୁ କୌଣସି ଆଇନ୍ ଶୃଙ୍ଖଳା ପରିସ୍ଥିତି ନ ଉପୁଜିବା ନିମନ୍ତେ ପୋଲିସ ପକ୍ଷରୁ କେନ୍ଦ୍ରାପଡା ସହରରେ ସୋମବାର ସନ୍ଧ୍ୟାରେ ଫ୍ଲାଗମାର୍ଚ୍ଚ କରାଯାଇଛି। ଏହି ଫ୍ଲାଗମାର୍ଚ୍ଚ କେନ୍ଦ୍ରାପଡ଼ା […]
କେନ୍ଦ୍ରାପଡ଼ା,୧୩ା୪:କେନ୍ଦ୍ରାପଡା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସୋମବାର ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ସାଧାରଣ ଲୋକମାନେ ନିଜ ନିଜ ସମସ୍ୟା ଓ ଅଭିଯୋଗ ଗୁଡ଼ିକୁ ଜିଲ୍ଲା ପ୍ରଶାସନ ନଜରକୁ ଆଣିଥିଲେ। ଏହି ଶିବିରରେ ମୋଟ ୭୧ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥିମଧ୍ୟରୁ ୬୧ଟି ବ୍ୟକ୍ତିଗତ ଏବଂ ୧୦ଟି ସାମୁହିକ ଅଭିଯୋଗ ରହିଥିଲା। ତଦ୍ମଧ୍ୟରୁ ୮ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା। ଏହା […]
କେନ୍ଦ୍ରାପଡ଼ା,୧୩ା୪:ଓଡିଆ ପକ୍ଷ ପାଳନର ତ୍ରୟୋଦଶ ଦିନ ଅବସରରେ ସୋମବାର ଡେରାବିଶ ବ୍ଲକ ଅଧିନସ୍ଥ ମିଶନ ଶକ୍ତି କାଫେ ପରିସରରେ ଜିଲ୍ଲାସ୍ତରୀୟ “ପାରମ୍ପରିକ ଖାଦ୍ୟ ଦିବସ” ବହୁ ଉତ୍ସାହ ଓ ଉଦ୍ଦୀପନାର ସହିତ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଓଡ଼ିଶାର ପାରମ୍ପରିକ ଖାଦ୍ୟ ପରମ୍ପରା, ସ୍ୱାଦ ଓ ପୌଷ୍ଟିକ ମୂଲ୍ୟକୁ ପ୍ରଚାର ଓ ପ୍ରସାର କରିବା ସହ ଲୋକମାନଙ୍କୁ ଏହା ପ୍ରତି ଆକୃଷ୍ଟ କରାଯାଇଥିଲା। ଏହି ଅବସରରେ ଜିଲ୍ଲା ପରିଷଦ […]










