କେନ୍ଦ୍ରାପଡ଼ା ୨୩ /୦୪: କେନ୍ଦ୍ରାପଡ଼ା ଶିକ୍ଷା ଜିଲ୍ଲା ଅନ୍ତର୍ଗତ ବତୀଘର ଗ୍ରାମ ପଞ୍ଚାୟତ ସ୍ଥିତ ଜ୍ଞାନମୟୀ ଉଚ୍ଚ ବିଦ୍ୟାଳୟର ବରକୋଳିଖୋଳା ପରିସରରେ ସେବା ନିବୃତ୍ତ ଆଦର୍ଶ ପ୍ରଧାନ ଶିକ୍ଷକ ଅଭୟ କୁମାର ଦାସଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଧରଣୀଧର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମହାକାଳପଡ଼ା ବ୍ଲକ ନୋଡାଲ ପ୍ରଧାନ ଶିକ୍ଷକ ରଘୁନାଥ ଦାସ ଯୋଗ ଦେଇ […]










