ପଟ୍ଟାମୁଣ୍ଡାଇ ତା ୨୫/୪- ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ୧୦ନଂ ୱାର୍ଡ ମା ତାରିଣୀ ମହିଳା ଆରୋଗ୍ୟ ସମିତି ପକ୍ଷରୁ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ ହୋଇ ଯାଇଛି I ମହିଳା ସମିତି ସମ୍ପାଦକ ଆଶା କର୍ମୀ ସୋଭାଗିନି ମଲିକଙ୍କ ପୌରହିତ୍ୟରେ ଆୟୋଜିତ ସଚେତନତା ସଭାରେ ସେବାଶ୍ରମ ସ୍କୁଲ ପ୍ରଧାନଶିକ୍ଷୟତ୍ରୀ ଜୟଶ୍ରୀ ଦାଶ ସମାଜସେବୀ ମିଟୁ ମନୋଜ ନାୟକ ଓ ଆଡ଼ଭୋକେଟ ଶିଶିର ମଲିକ ଏ ଏନ ଏମ ନିରୁପମା ସାହୁ […]
Day: 26 April 2026
ପଟ୍ଟାମୁଣ୍ଡାଇ ତା ୨୫/୪-ରାଜ୍ୟ ସରକାରଙ୍କ ନିର୍ଦେଶରେ ପଟ୍ଟାମୁଣ୍ଡାଇ ବ୍ଲକରେ ଜାତୀୟ ପଂଚାୟତରାଜ ଦିବସ ପାଳିତ ହୋଇଯାଇଛି I ଏହି ଉପଲକ୍ଷେ ବିମଳ ପ୍ରସାଦ ପରିଡାଙ୍କ ସଂଯୋଜନାରେ ଗତକାଲି ସନ୍ଧ୍ୟା ରେ ଆୟୋଜିତ ମନୋଜ୍ଞ ଉତ୍ସବରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ମୁଖ୍ୟଅତିଥି ଭାବେ ଯୋଗ ଦେଇ କ୍ଷମତାର ବିକେନ୍ଦ୍ରିକରଣ କରି ଲୋକଙ୍କ ହାତରେ କ୍ଷମତା ସହ ବିକାଶ କାର୍ଯ୍ୟକ୍ରମ ଆଗକୁ ନେବା ପାଇଁ ପଂଚାୟତରାଜ ବ୍ୟବସ୍ଥା କରାଯାଇଛି I […]
କେନ୍ଦ୍ରାପଡା ୨୫/୪: ୧୪ବର୍ଷ କମ୍ ବାଳକ ବିଭାଗର ସିଏମ୍ ଟ୍ରଫି ଦ୍ୱିତୀୟ ସଂସ୍କାରଣ ଫୁଟବଲ ପ୍ରତିଯୋଗିତା ପଟ୍ଟାମୁଣ୍ଡାଇ ସ୍ଥିତ ହରିହରାନନ୍ଦ ଆଶ୍ରମ ସ୍କୁଲ ପଡିଆ ଠାରେ ଦିତୀୟ ଦିନରେ ଆଳି ଓ ନେତାଜି କ୍ଲବ ବିଜୟୀ ହୋଇଛନ୍ତି । କେନ୍ଦ୍ରାପଡା ଜିଲ୍ଲା ସଂସଦର ସହଯୋଗରେ ଏହି ପ୍ରତିଯୋଗିତା ପ୍ରତ୍ୟକଦିନ ସକାଳ ଏବଂ ଅପରାହ୍ନରେ ଅନୁଷ୍ଠିତ ମ୍ୟାଚରେ ବାଳୀକା ବିଭାଗରେ ଆଳି ପୁଟବଲ ଏକାଡେମୀ ଓ କେନ୍ଦ୍ରାପଡା ହାଇସ୍କୁଲ ମଧ୍ୟରେ ଅନୁଷ୍ଠିତ […]










