କେନ୍ଦ୍ରାପଡା ଜିଲ୍ଲା ବାଳକ ଓ ବାଳିକାମାନଙ୍କ କ୍ରିକେଟ ଟୁର୍ଣ୍ଣାମେଟ ପ୍ରସ୍ତୁତି

13 April 2026 kanika odisha 0

କେନ୍ଦ୍ରାପଡା ତା.୧୨/୪ :କେନ୍ଦ୍ରାପଡା ଜିଲ୍ଲା ବିଜୁ ପଟ୍ଟନାୟକ ଷ୍ଟାଡିୟମରେ ୧୬ବର୍ଷ ଓ ୧୯ବର୍ଷରୁ କମ ବାଳକ ଓ ସେହିପରି ବାଳିକାମାନଙ୍କର ପ୍ରସ୍ତୁତି ମ୍ୟାଚ ହେଉଥିବା ସମୟରେ କେନ୍ଦ୍ରାପଡା ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ନବକୃଷ୍ଣ ଜେନା […]

କେନ୍ଦ୍ରାପଡା ସାଇକେଲ କ୍ଲବ ର ବାର୍ଷିକ ବନ୍ଧୁମିଳନ

13 April 2026 kanika odisha 0

କେନ୍ଦ୍ରାପଡା ୧୨/୪: କେନ୍ଦ୍ରାପଡା ସାଇକେଲ କ୍ଲବର ବାର୍ଷିକ ବନ୍ଧୁମିଳନ ସ୍ଥାନୀୟ ଇଚ୍ଛାପୁର ସ୍ଥିତ ଶ୍ୟାମାକାଳୀ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ “ସମାଜ ଗଠନରେ ସୁସ୍ଥ ଯୁବଗୋଷ୍ଠୀଙ୍କ ଭୂମିକା’ ଶୀର୍ଷକ ଏକ ଆଲୋଚନାଚକ୍ରରେ […]

ବସପୁର ପଞ୍ଚାୟତରେ ବରିଷ୍ଠ ନାଗରିକ ମାନଙ୍କ କର୍ମକର୍ତ୍ତା ନିର୍ବାଚନ

12 April 2026 kanika odisha 0

କେନ୍ଦ୍ରାପଡ଼ା,୧୨/୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବସପୁର ପଞ୍ଚାୟତ ବରିଷ୍ଠ ନାଗରିକ ମାନଙ୍କର ତୃତୀୟ ପର୍ଯ୍ୟାୟ ବୈଠକ ଆରିପଦାସ୍ଥିତ ସାହାରା ସୁନ୍ଦରୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଅଧିବେଶନରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ […]

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ୨୧ରେ ସାମୁହିକ ଗଣବିବାହ

11 April 2026 kanika odisha 0

କେନ୍ଦ୍ରାପଡ଼ା,୧୦ା୪:ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅଧିନରେ ଆସନ୍ତା୨୧ ତାରିଖରେ କେନ୍ଦ୍ରାପଡ଼ା ମହାବିଦ୍ୟାଳୟ ଖେଳ ପଡିଆରେ ସାମୁହିକ ଗଣ ବିବାହ ଆୟୋଜିତ ହେବ। ଏହି ଗଣ ବିବାହରେ ମୋଟ ୬୦ଟି ଦମ୍ପତି ଅଂଶଗ୍ରହଣ କରିବେ। ଏହି […]

ତିନିମୁହାଣୀ- ନୂଆବସଷ୍ଟାଣ୍ଡ ରାସ୍ତା ଉପରେ ବାଲିଗଦା

11 April 2026 kanika odisha 0

ସରକାରୀ ନିୟମକୁ ଖୋଲାଖୋଲି ଉଲ୍ଲଙ୍ଘନ କେନ୍ଦ୍ରାପଡ଼ା,୧୧ା୪:ସରକାରଙ୍କ ନୀତି ନିୟମକୁ ଖୋଲାଖୋଲି ଉଲ୍ଲଙ୍ଘନ କରାଯାଇ କେନ୍ଦ୍ରାପଡା ସହରର ମୁଖ୍ୟରାସ୍ତାରେ ବାଲିଗଦା କରାଯାଇଛି। ଅଭିଯୋଗ ଅନୁଯାୟି ତିନିମୁହାଣୀ- ନୂଆବସଷ୍ଟାଣ୍ଡ ମୁଖ୍ୟ ରାସ୍ତାର କଜଳାସ୍ଥିତ ଟିପିସିଓଡିଏଲ କାର୍ଯ୍ୟାଳୟ ଓ […]

୫୩ନମ୍ବର ଜାତୀୟ ରାଜପଥ ରାସ୍ତା ନିର୍ମାଣ ନିମ୍ନମାନର ତଦନ୍ତ ନିର୍ଦ୍ଦେଶ ଦେଲେ ଜାତୀୟ ରାଜପଥ କତ୍ତୃପକ୍ଷ

11 April 2026 kanika odisha 0

କେନ୍ଦ୍ରାପଡ଼ା,୧୧ା୪:ଚଣ୍ଡିଖୋଲ-ପାରାଦୀପ ୫୩ନମ୍ବର ଜାତୀୟ ରାଜପଥ ରାସ୍ତା ନିର୍ମାଣ ଅତ୍ୟନ୍ତ ନିମ୍ନମାନର ହେଉଥିବା ନେଇ ଜାତୀୟ ରାଜପଥ କତ୍ତୃପକ୍ଷଙ୍କ ଆଞ୍ଚଳିକ କାର୍ଯ୍ୟାଳୟ,ଭୁବନେଶ୍ୱରଙ୍କୁ ଅଭିଯୋଗ ହେବା ପରେ ତୁରନ୍ତ ତଦନ୍ତ କରି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ […]

ଓଡ଼ିଆ ପକ୍ଷ ପାଳନ ଅବସରରେ ଆସ ବହିଟିଏ କିଣିବା କାର୍ଯ୍ୟକ୍ରମ

10 April 2026 kanika odisha 0

କେନ୍ଦ୍ରାପଡ଼ା,୯ା୪:ଓଡ଼ିଆ ପକ୍ଷର ନବମ ଦିନ ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପାଠକୀୟ ଅଭ୍ୟାସ ବୃଦ୍ଧି ପାଇଁ ପୁସ୍ତକ ମେଳା ଓ ପୁସ୍ତକ କ୍ରୟ ଅଭିଯାନ “ଆସ ବହିଟିଏ କିଣିବା” ଆୟୋଜିତ ହୋଇଥିଲା।ଜିଲ୍ଲାପାଳ ରଘୁରାମ ଆର.ଆୟର […]

ବୈଠକ ଓ ଭାଷଣ ବାଜୀରେ ଚାଲିଛି ପୌରପାଳିକା , ପୌରାଂଚଳବସୀ ମୌଳିକ ସୁବିଧାରୁ ବଂଚିତ

10 April 2026 kanika odisha 0

  ପଟ୍ଟାମୁଣ୍ଡାଇ ୯/୪ – ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ ପରିମଳ ଓ ବର୍ଯ୍ୟବସ୍ତୁ ପରିଚାଳନା,ଭିତିିଭୂମି ବିକାଶ ଓ ଜନସ୍ୱାସ୍ଥ୍ୟ ନେଇ ବିଭିନ୍ନ ସମୟରେ ବୈଠକ ହେଉଛି । ବୈଠକରେ ଜନକଲ୍ୟାଣ ଯୋଜନା ଓ ବିକାଶ […]

ବିଶିଷ୍ଟ ଜନନାୟକ ଯଦୁମଣି ମଙ୍ଗରାଜଙ୍କ ପ୍ରତିମୂର୍ତ୍ତି ପୁନଃସ୍ଥାପନ ଦାବି

10 April 2026 kanika odisha 0

କେନ୍ଦ୍ରାପଡ଼ା,୯ା୪:ମହାନ୍ ସ୍ୱାଧୀନତା ସଂଗ୍ରାମୀ ତଥା ପ୍ରାକ୍ତନ ଉପବାଚସ୍ପତି ଯଦୁମଣି ମଙ୍ଗରାଜଙ୍କ ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତି କେନ୍ଦ୍ରାପଡ଼ା ସହରର ତିନିମୁହାଣୀ ଛକରେ କେନ୍ଦ୍ରାପଡ଼ା ପୌରପରିଷଦ ପକ୍ଷରୁ ନିର୍ମାଣ କରାଯାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀବଲ୍ଲଭ ପଟନାୟକ, ପ୍ରାକ୍ତନମନ୍ତ୍ରୀ […]

ପୋଖରିଆପଡ଼ା ମା ମଙ୍ଗଳାଙ୍କ ପୀଠରେ ଝାମୁ ଯାତ୍ରା ଅନୁଷ୍ଠିତ

9 April 2026 kanika odisha 0

ପଟ୍ଟାମୁଣ୍ଡାଇ ୦୮/୦୪ ବହୁ କିମ୍ବଦନ୍ତୀ ବହନ କରି ଆସିଥିବା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅଧୀନ ପୋଖରିଆପଡ଼ା ଗ୍ରାମର ମା ମଙ୍ଗଳାଙ୍କ ପୀଠରେ ଝାମୁ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ପୂଜକ ଜଗବନ୍ଧୁ ନାୟକ ଏବଂ ପୂଜକ […]

No Image

ପୁନର୍ବାସ ପକ୍ଷରୁ ବିଶ୍ୱ ଅଟିଜିମ୍ ଦିବସ ପାଳିତ

5 April 2026 kanika odisha 0

କେନ୍ଦ୍ରାପଡା ୩/୪: ଯୌଥ ପାରିବାରିକ ବ୍ୟବସ୍ଥା ବଦଳରେ ଏକକ ପରିବାରର ଆଦୃତି ଓ ଏହା ସହିତ କରୋନା ମହାମାରୀକାଳୀନ ସାମାଜିକ ବିଛିନ୍ନତା ପ୍ରଭୃତି ସମ୍ପ୍ରତି ଅଟିଜିମ ପରି ଏକ ସ୍ନାୟୁବିକାଶଗତ ବିଶୃଙ୍ଖଳତା ଦ୍ୱାରା ଶିଶୁମାନେ […]

ସ୍ୱାଧୀନତା ସଂଗ୍ରାମୀ ପ୍ରଥମ ମହିଳା ବିଧାୟିକା ସରସ୍ୱତୀ ଦେବୀଙ୍କ ୨୬ତମ ଶ୍ରଦ୍ଧାଞ୍ଜଳି ଦିବସ

5 April 2026 kanika odisha 0

କେନ୍ଦ୍ରାପଡ଼ା,୪ା୪:ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଅବିଭକ୍ତ କଟକ ଜିଲ୍ଲାର ପ୍ରଥମ ମହିଳା ତଥା ରାଜନଗରର ପ୍ରଥମ ବିଧାୟିକା ସରସ୍ୱତୀ ଦେବୀଙ୍କ ୨୬ତମ ଶ୍ରାଦ୍ଧ ବାର୍ଷିକ ସ୍ଥାନୀୟ ଗରାପୁର ଠାରେ ଅନୁଷ୍ଠିତ ହେଇ ଯାଇଛି। ଗାନ୍ଧିଜୀଙ୍କ ଆଦର୍ଶରେ […]

ମାଟିବଂଶ ପକ୍ଷରୁ ସମୂହ ବ୍ରତୋପନୟନ

5 April 2026 kanika odisha 0

କେନ୍ଦ୍ରାପଡ଼ା,୪/୪: କେନ୍ଦ୍ରାପଡା ଜିଲ୍ଲାର ଟାଉନ୍ ବଳରାମପୁରସ୍ଥ ସ୍ୱପ୍ନେଶ୍ୱର ମହାଦେବ ପ୍ରାଙ୍ଗଣରେ ରାଜ୍ୟ ସ୍ତରୀୟ ସମୂହ ବ୍ରତୋପନୟନ ମାଟିବଂଶ ଅବଧାନଙ୍କର ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ବ୍ରତୋପୟନ “ମାଟିବଂଶ ଅବଧାନ ସମାଜ”ଓଡିଶା ଦ୍ୱାରା […]

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ , ନିରବ ପୌର ପ୍ରଶାସନ , ରାଜସ୍ୱ ହାନୀ

5 April 2026 kanika odisha 0

 ଗେଟ ପଡି ଅଳ୍ପକେ ବର୍ତିଲା ଅଟୋବାଲା  ନିୟମକୁ ଫୁ’ କରି ସହରର ଗଳିକନ୍ଦିରେ ବଡ଼ ବଡ଼ ବିଜ୍ଞାପନ   ପଟ୍ଟାମୁଣ୍ଡାଇ ୪/୪ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ […]

ଜନଗଣନାର ପ୍ରଥମ ପର୍ଯ୍ୟାୟ ସ୍ୱଗଣନା ସମ୍ପର୍କରେ ପତ୍ରକାର ସମ୍ମିଳନୀ

5 April 2026 kanika odisha 0

କେନ୍ଦ୍ରାପଡ଼ା,୩ା୪:କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା କାର୍ଯ୍ୟାଳୟ ସ୍ଥିତ ସଦ୍‌ଭାବନା ସଭାଗୃହରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ସ୍ୱଗଣନା ସମ୍ପର୍କରେ ଏକ ସାମ୍ବାଦିକ ସମ୍ମିଳନୀ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ତଥା ମୁଖ୍ୟ ଜନଗଣନା […]

କେନ୍ଦ୍ରାପଡାରେ ଶ୍ରମିକ ବିରୋଧୀ ଶ୍ରମକୋଡ ପ୍ରତ୍ୟାହାର ଦାବିରେ ବିକ୍ଷୋଭ

5 April 2026 kanika odisha 0

କେନ୍ଦ୍ରୀୟ ଶ୍ରମିକ ସଂଗଠନ ପକ୍ଷରୁ କଳା ଦିବସ ପାଳନ କେନ୍ଦ୍ରାପଡ଼ା,୩ା୪:ଦେଶର ନୂଆ ଶ୍ରମ କୋଡ୍‌ର କାର୍ଯ୍ୟକାରିତାକୁ ଦୃଢ ପ୍ରତିବାଦ କରିଛି କେନ୍ଦ୍ରୀୟ ଶ୍ରମିକ ସଂଗଠନ ଗୁଡିକ। ଏହି କଳା ଆଇନକୁ ବିରୋଧକରି କେନ୍ଦ୍ରାପଡା ଜିଲ୍ଲାପାଳଙ୍କ […]

କେନ୍ଦ୍ରାପଡା ଜିଲ୍ଲା ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ ଦିବସ

5 April 2026 kanika odisha 0

କେନ୍ଦ୍ରାପଡ଼ା,୪ା୪:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ପଞ୍ଚାୟତର ମେହେନ୍ଦିପୁର ସ୍ଥିତ ଲାଲବାହାଦୂର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ସ୍କୁଲ ପ୍ରବେଶ ଓ ଖଡିଛୁଆଁ ଦିବସ ଉଦଘାଟିତ ହୋଇଯାଇଛି। ଏହି ଉପଲକ୍ଷେ ଜିଲ୍ଲା ଶିକ୍ଷାଧିକାରୀ ପବିତ୍ର […]

ବେଲତଳ ପ୍ରକଳ୍ପ ଉପ୍ରା ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ

4 April 2026 kanika odisha 0

ପଟ୍ଟାମୁଣ୍ଡାଇ ୪/୪ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବେଲତଳ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ବିଶ୍ୱରଞ୍ଜନ ଦାଶଙ୍କ […]

ମା ଅନ୍ନପୂର୍ଣ୍ଣା ଦେବୀଙ୍କ ୭୯ ତମ ବାର୍ଷିକ ପୂଜା ଉତ୍ସବ

2 April 2026 kanika odisha 0

ପଟ୍ଟାମୁଣ୍ଡାଇ ୧/୪- ପଟ୍ଟାମୁଣ୍ଡାଇ ପୈାରପରିଷଦ ଅନ୍ତର୍ଗତ ବେଲତଳ ଗ୍ରାମର ମା ଅନ୍ନପୂର୍ଣ୍ଣା ଦେବୀଙ୍କ ୭୯ ତମ ବାର୍ଷିକ ପୂଜା ଉତ୍ସବ ୫ ଦିନ ଧରି ମହା ସମାରୋହରେ ପାଳିତ ହୋଇଯାଇଛି । ଏଇ ଅବସରରେ […]

କେନ୍ଦ୍ରାପଡାରେ ସୁଭଦ୍ରାଶକ୍ତି ମେଳା ଉଦଯାପିତ

2 April 2026 kanika odisha 0

କେନ୍ଦ୍ରାପଡ଼ା,୩୧ା୩:କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ଖେଳପଡିଆରେ ୨୪ ମାର୍ଚ୍ଚରୁ ଆରମ୍ଭ ହୋଇଥିବା ସୁଭଦ୍ରା ଶକ୍ତିମେଳା ସୋମବାର ରାତିରେ ଉଦଯାପିତ ହୋଇଯାଇଛି । ଏହି ମେଳା ମହିଳା ସଶକ୍ତିକରଣ ଓ ସ୍ୱୟଂ ସହାୟିକା ଗୋଷ୍ଠୀମାନଙ୍କର କୌଶଳ, ସୃଜନଶୀଳତା […]

କେନ୍ଦ୍ରାପଡାରେ ଜିଲ୍ଲା ସ୍ତରୀୟ ୯୧ତମ ପୋଲିସ ପ୍ରତିଷ୍ଠା ଦିବସ

2 April 2026 kanika odisha 0

  କେନ୍ଦ୍ରାପଡ଼ା,୧ା୪:କେନ୍ଦ୍ରାପଡାରେ ୯୧ତମ ଜିଲ୍ଲା ସ୍ତରୀୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଜଜାଙ୍ଗସ୍ଥିତ ପୋଲିସ ରିଜର୍ଭ ପଡିଆରେ ଅନୁଷ୍ଠିତ ପ୍ୟାରେଡ୍‌ରେ ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟ୍ଟାରିଆ ଯୋଗଦେଇ ଅଭିବାଦନ ଗ୍ରହଣ […]

ସ୍ୱତନ୍ତ୍ର ଓଡିଶା ଗଠନରେ ବିନ୍ଧାଣୀମାନଙ୍କ ଅବଦାନ ଅବିସ୍ମରଣୀୟ:ମନ୍ତ୍ରୀ

2 April 2026 kanika odisha 0

କେନ୍ଦ୍ରାପଡ଼ା,୧ା୪:ଜିଲ୍ଲା ସଂସ୍କୃତି ଭବନରେ ଆଜି ଜିଲ୍ଲାସ୍ତରୀୟ ଓଡିଶା ଦିବସ ଓ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ […]

ପିଏମଶ୍ରୀ କୋରୋ ପଞ୍ଚାୟତ ହାଇସ୍କୁଲ ଛାତ୍ରୀଙ୍କ ଦେଶାତ୍ମବୋଧକ ସଂଗୀତରେ ମନ୍ତ୍ରମୁଗ୍ଧ ହେଲେ ଅତିଥି

2 April 2026 kanika odisha 0

କେନ୍ଦ୍ରାପଡ଼ା,୧ା୪:ପବିତ୍ର ଉତ୍କଳ ଦିବସ ଉପଲକ୍ଷେ ଜିଲ୍ଲା ସଂସ୍କୃତି ଭବନରେ ଅନୁଷ୍ଠିତ କେନ୍ଦ୍ରାପଡା ଜିଲ୍ଲା ସ୍ତରୀୟ ଉତ୍ସବରେ ଓଡିଶା ଦିବସ ପାଳିତ ହୋଇଯାଇଛି। ଏହି ଦିବସରେ ପିଏମଶ୍ରୀ କୋରୋ ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟର ନବମ […]

ଜିଲ୍ଲା ସ୍ତରୀୟ ଉତ୍କଳ ଦିବସ କାର୍ଯ୍ୟକ୍ରମରେ ବିଧାୟକ ଆଗଧାଡିରେ ବସିବା ପରିବର୍ତେ ଷଷ୍ଠଧାଡିରେ ବସିଲେ , ସରକାରୀ ପ୍ରୋଟୋକଲ ଭଙ୍ଗ ,

2 April 2026 kanika odisha 0

କେନ୍ଦ୍ରାପଡ଼ା,୧ା୪:ଓଡ଼ିଶା ସରକାର ବିଧାନସଭା ସଦସ୍ୟ (ବିଧାୟକ) ଏବଂ ଅନ୍ୟାନ୍ୟ ଜନପ୍ରତିନିଧିମାନଙ୍କୁ ଉପଯୁକ୍ତ ସମ୍ମାନ ଦେଖାଇବା ପାଇଁ ଅମଲାତନ୍ତ୍ର ଏବଂ ପୋଲିସ ଅଧିକାରୀମାନଙ୍କୁ  ସେପ୍ଟେମ୍ବର୨୦୨୪ରେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ କଡା ନିର୍ଦ୍ଦେଶ ଦେବା […]