Day: 29 September 2026

ଶିକ୍ଷକ ଅଭାବ ପ୍ରତିବାଦରେ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ପଟ୍ଟାମୁଣ୍ଡାଇ ୨୮/୯ କଳ୍ପତରୁ ନାୟକ-କେନ୍ଦ୍ରାପଡ଼ା ଜିଲ। ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ କଷଣଅଣ୍ଟା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପରୀକ୍ଷା ସମୟରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି...