ଶ୍ରୀରାମ ଜନ୍ମୋତ୍ସବ ଓ ବିଶ୍ୱଶାନ୍ତି ମହାଯଜ୍ଞ
ପଟ୍ଟାମୁଣ୍ଡାଇ ତା ୨୨/୩-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ଶ୍ରୀରାମ ମନ୍ଦିର ପରିଚାଳନା କମିଟି ପକ୍ଷରୁ ମା ଧାନେଶ୍ୱରୀ ପୀଠସ୍ଥ ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମ ମନ୍ଦିର ପ୍ରାଙ୍ଗଣରେ ଶ୍ରୀରାମ...
ପଟ୍ଟାମୁଣ୍ଡାଇ ତା ୨୨/୩-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ଶ୍ରୀରାମ ମନ୍ଦିର ପରିଚାଳନା କମିଟି ପକ୍ଷରୁ ମା ଧାନେଶ୍ୱରୀ ପୀଠସ୍ଥ ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମ ମନ୍ଦିର ପ୍ରାଙ୍ଗଣରେ ଶ୍ରୀରାମ...
ପଟ୍ଟାମୁଣ୍ଡାଇ ତା ୨୦/୩-ଓଡିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲ ଠାରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର...
ପଟ୍ଟାମୁଣ୍ଡାଇ ତା ୧୯/୩- ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ଆୟୋଜିତ ଏକ ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ଅଘଟଣ ଦେଖିବାକୁ ମିଳିଛି । ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଶ୍ରଦ୍ଧାଳୁ ମାନଙ୍କ ପାଇଁ...
ପଟ୍ଟାମୁଣ୍ଡାଇ ୧୦/୩ - ପଟ୍ଟାମୁଣ୍ଡାଇ ଅଂଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଏମଏନ ହାଇସ୍କୁଲ ୧୯୯୦ ମାଟ୍ରିକ ବ୍ୟାଚ ଛାତ୍ରୀଛାତ୍ରଙ୍କ ପକ୍ଷରୁ ଗୁରୁପୂଜନ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ...
ପଟ୍ଟାମୁଣ୍ଡାଇ ୧୦/୩ - ଓଡ଼ିଶା ସରକାର କନ୍ୟା ବିବାହ ଯୋଜନା ଅଧୀନରେ ବିବାହ ପାଇଁ ଆର୍ôଥକ ସହାୟତା ଯୋଗାଇ ଦେଉଛନ୍ତି। ଏଥିନେଇ କନ୍ୟାକୁ ୫୧ ହଜାର ସହାୟତା...
କେନ୍ଦ୍ରାପଡ଼ା,୧୦ା୩:ଆଜି ସନ୍ଧ୍ୟାରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ରଘୁରାମ ଆର. ଆୟରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ୨୦୨୫–୨୬ ଖରିଫ ବର୍ଷର ଧାନ ସଂଗ୍ରହ ସମ୍ପର୍କରେ ଏକ ସମୀକ୍ଷା...
ପଟ୍ଟାମୁଣ୍ଡାଇ ୯/୩ - କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌର ଅଡିଟୋରିୟମ ଭବନରେ କର୍ମକାଣ୍ଡ ନିପୁଣ ଓ କଳା ସହିତ୍ୟର ପୁରୋହିତ ଭିକାରୀ ଚରଣ ଦାସଙ୍କ ପୁରାଣ ଗଳ୍ପ...
କେନ୍ଦ୍ରାପଡା ୯/୩- ଚଳିତ ବର୍ଷ ମାର୍ଚ୍ଚରେ ଭୂବନେଶ୍ୱର କଳିଙ୍ଗ ଷ୍ଟାଡିଅମ ରେ ଅନୁଷ୍ଠିତ ହେବାକୁ ଯାଉଥିବା ଜାତୀୟ ରଗବି ସିନିଅର ଚାମ୍ପିୟନସିପ ୨୦୨୬ ରେ କେନ୍ଦ୍ରାପଡା ରଗବି...
କେନ୍ଦ୍ରାପଡ଼ା,୯ା୩:ସାଧାରଣ ଲୋକଙ୍କ ଅଭିଯୋଗ ଗୁଡିକର ଶୀଘ୍ର ସମାଧାନ ଓ ଶାସନ ସେବାକୁ ଗ୍ରାମସ୍ତରରେ ସୁଦୃଢ଼ କରିବା ପାଇଁ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ବ୍ଲକରେ ଗ୍ରାମ ପଞ୍ଚାୟତ ସ୍ତରୀୟ...
କେନ୍ଦ୍ରାପଡ଼ା,୯ା୩:କେନ୍ଦ୍ରାପଡା ଷଷ୍ଠ ଜିଲ୍ଲା ପରିଷଦର ଅଷ୍ଟମ ସାଧାରଣ ବୈଠକ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସଭାପତି ସୁଶ୍ରୀ ଲିଲିତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ...
କେନ୍ଦ୍ରାପଡ଼ା,୯ା୩:ତୁଳସୀ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ଡ. ବାସନ୍ତୀ ଶୁକ୍ଳାଙ୍କ ସଭାପତିତ୍ୱରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ନାରୀ ସଶକ୍ତିକରଣ ସମ୍ପର୍କରେ ଅଧ୍ୟକ୍ଷା ଡ. ଶୁକ୍ଳା ଏକ...
କେନ୍ଦ୍ରାପଡ଼ା,୯ା୩:ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜିର ଶିବିରରେ ମୋଟ ୧୦୬ଟି...
କେନ୍ଦ୍ରାପଡା,୬।୩: କେନ୍ଦ୍ରାପଡା ଜିଲ୍ଲା ଭାରତୀୟ ଜନଔଷଧୀ କେନ୍ଦ୍ର ପକ୍ଷରୁ ଜନଔଷଧୀ ସପ୍ତାହ ପାଳନ ଅବସରରେ କେନ୍ଦ୍ରାପଡା ନୂଆବସଷ୍ଟାଣ୍ଡ ଠାରୁ ପୁରୁଣା ବସଷ୍ଟାଣ୍ଡ ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ସଚେତନତା ପଦଯାତ୍ରା...
କେନ୍ଦ୍ରାପଡ଼ା,୨୨ା୨:କେନ୍ଦ୍ରାପଡ଼ା ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଓ ମାଇଁ ଭାରତ ପକ୍ଷରୁ ଜିଲ୍ଲାସ୍ତରୀୟ ବିକଶିତ ଭାରତ ୟୁଥ ପାର୍ଲାମେଣ୍ଟ ଆୟୋଜନ ନେଇ ଏକ ସାମ୍ବାଦିକ...
କେନ୍ଦ୍ରାପଡ଼ା,୧୯ା୨:କେନ୍ଦ୍ରାପଡା ଜିଲ୍ଲାର ୧୦୭ଟି ପରୀକ୍ଷା କେନ୍ଦ୍ରରେ ଆଜି ଓଡିଆ ବିଷୟରେ ପରୀକ୍ଷା ଦେଇଛନ୍ତି ୧୯ହଜାର ୪୭୨ଜଣ ଛାତ୍ରଛାତ୍ରୀ। ୧୯ହଜାର ୩୦୧ଜଣ ଆଜି ବାର୍ଷିକ ମାଟ୍ରିକ ପରୀକ୍ଷାର ମାତୃଭାଷା...
ମାଟିଆପଡା ହାଇସ୍କୁଲ ବାର୍ଷିକ ଉତ୍ସବ ପଟ୍ଟାମୁଣ୍ଡାଇ ତା ୧୩/୨- ସାମ୍ପ୍ରତିକ ପ୍ରତିଯୋଗିତାମୂଳକ ସମୟରେ ଛାତ୍ରୀଛାତ୍ରମାନେ ନିଜର ଦୁର୍ବଳତା କୁ ପରଖି ଶକ୍ତିରେ ପରିଣତ କଲେ ଜୀବନ ସବୁ...
ପଟ୍ଟାମୁଣ୍ଡାଇ ତା ୧୩/୨- ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ନୂଆଗାଁ କାକୁଡିପଲ୍ଲୀ କୃଷ୍ଣ ବଳରାମ କ୍ଲବ ପକ୍ଷରୁ ୪ଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇ ଯାଇଛି । ପଟ୍ଟାମୁଣ୍ଡାଇ...
କେନ୍ଦ୍ରାପଡ଼ା,୧୧ା୨:ଗୁଲନଗର ମଧ୍ୟ ଇଂରାଜୀ ବିଦ୍ୟାଳୟ ୧୯୭୦ ଓ ଉଚ୍ଚ ବିଦ୍ୟାଳୟ ୧୯୭୪ ବ୍ୟାଚର ପୁରାତନ ବିଦ୍ୟାର୍ଥୀଙ୍କ ବନ୍ଧୁମିଳନ କାର୍ଯ୍ୟକ୍ରମ ସଂଜୀବନୀ ବିଦ୍ୟା ମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି। ଏହି...
କେନ୍ଦ୍ରାପଡ଼ା,୩ା୨:କେନ୍ଦ୍ରାପଡା ଜିଲ୍ଲା ପ୍ରଦକ୍ଷଣ ଭବନରେ ଭାରତୀୟ ଜନତା ପାର୍ଟିର ଜିଲ୍ଲା ସଭାପତି ଶଶାଙ୍କଶେଖର ସେଠୀଙ୍କ ସଭାପତିତ୍ୱରେ କେନ୍ଦ୍ର ବଜେଟ୍ ୨୦୨୬ ଉପରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ...
କେନ୍ଦ୍ରାପଡ଼ା,୩ା୨:ମନରେଗା ବଞ୍ଚାଅ - ଭି.ବି. ଜି.ରାମ୍.ଜି ଆଇନକୁ ପ୍ରତ୍ୟାହାର କର, ଶ୍ରମିକ ବିରୋଧୀ ଶ୍ରମ କୋଡ଼ ରଦ୍ଦ କର, ଜନ ବିରୋଧୀ ବିଦ୍ୟୁତ୍ ସଂଶୋଧନ ବିଲ୍ ପ୍ରତ୍ୟାହାର...
କେନ୍ଦ୍ରାପଡ଼ା,୩ା୨:କେନ୍ଦ୍ରାପଡା ନଗର ମା’କାକଟମଙ୍ଗଳା ବସତି ପକ୍ଷରୁ କେନ୍ଦ୍ରାପଡା ତୁଳସୀବଜାର ନୂଆବସଷ୍ଟାଣ୍ଡ ପରିସରରେ ଏକ ବିଶାଳ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ରାଷ୍ଟ୍ରୀୟ ସ୍ୱୟଂସେବକ...
କେନ୍ଦ୍ରାପଡ଼ା,୨୩ା୧:ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ନକୁଳ ଚରଣ ଦାସଙ୍କ ଦ୍ୱାରା ପ୍ରତିଷ୍ଠିତ ସୁଜାନଗରସ୍ଥିତ ନେତାଜୀ ମଡେଲ ଏମ.ଇ.ସ୍କୁଲରେ ଆଜାଦହିନ୍ଦ ଟ୍ରଷ୍ଟ ପକ୍ଷରୁ ୧୨୯ତମ ନେତାଜୀ ଜୟନ୍ତୀ ପାଳିତ ହୋଇଯାଇଛି।...
କେନ୍ଦ୍ରାପଡା,୨୩ା୧: ଜାତୀୟ ସ୍ତରୀୟ ଷଷ୍ଠ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ଶୁକ୍ରବାର ଅପରାହ୍ନରେ ଉଦଘାଟିତ ହୋଇଯାଇଛି। ଫକିରାବାଦ ଲକି ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ...
କେନ୍ଦ୍ରାପଡ଼ା,୨୩ା୧: ବାଲିଆସ୍ଥିତ ମାଧ୍ୟମିକ ଶିକ୍ଷକ ପ୍ରଶିକ୍ଷଣ ବିଦ୍ୟାଳୟର ପୂର୍ବତନ ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ ନେତାଜୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ କେନ୍ଦ୍ରାପଡା ସହର ଉପକଣ୍ଠ ସୁଜାନଗରସ୍ଥିତ ପ୍ରସନ୍ନ...