Year: 2026

ସାନମୂଳବସନ୍ତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସପ୍ତଶକ୍ତି ସଙ୍ଗମ କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ତା ୨୩/୧- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସାନ ମୂଳବସନ୍ତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ସପ୍ତଶକ୍ତି ସଙ୍ଗମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାମନ୍ଦିର ପରିଚାଳନା...

ଶ୍ରୀ ରାଧା ଗୋବିନ୍ଦ ଜୀୟୁଙ୍କ ବସନ୍ତ ଉତ୍ସବ

କେନ୍ଦ୍ରାପଡ଼ା,୨୩ା୧: କେନ୍ଦ୍ରାପଡା ଜିଲ୍ଲା ପ୍ରସିଦ୍ଧ ଆରାଧ୍ୟ ସହରର ଚାଟରାପାଟଣାସ୍ଥିତ ଶ୍ରୀ ରାଧା ଗୋବିନ୍ଦ ଜୀୟୁ ମନ୍ଦିରର ଶ୍ରୀ ରାଧା ଗୋବିନ୍ଦଙ୍କ ବସନ୍ତ ଉତ୍ସବ ମହା ସମାରୋହରେ ଅନୁଷ୍ଠିତ...

ଝିଅ ଜନ୍ମ କରିବାରୁ ବୋହୁକୁ ପୋଡି ମାରିଦେବାକୁ ଉଦ୍ୟମ!, ଥାନାରେ ଏତଲା

ଏବେ ବି ଅନେକ ଲୋକ କନ୍ୟାସନ୍ତାନକୁ ବୋଝ ଭାବି ଘୃଣା କରୁଛନ୍ତି, ଯେଉଁଥିପାଇଁ ଘଟୁଛି ପାରିବାରିକ ହିଂସା ଓ ନିର୍ଯାତନା। ଏଭଳି ଏକ ଘଟଣା ଘଟିଛି କେନ୍ଦ୍ରାପଡ଼ା...

ଶ୍ରୀ ରାଧା ଗୋବିନ୍ଦ ଜୀୟୁଙ୍କ ବସନ୍ତ ଉତ୍ସବ

କେନ୍ଦ୍ରାପଡ଼ା,୨୩ା୧: କେନ୍ଦ୍ରାପଡା ଜିଲ୍ଲା ପ୍ରସିଦ୍ଧ ଆରାଧ୍ୟ ସହରର ଚାଟରାପାଟଣାସ୍ଥିତ ଶ୍ରୀ ରାଧା ଗୋବିନ୍ଦ ଜୀୟୁ ମନ୍ଦିରର ଶ୍ରୀ ରାଧା ଗୋବିନ୍ଦଙ୍କ ବସନ୍ତ ଉତ୍ସବ ମହା ସମାରୋହରେ ଅନୁଷ୍ଠିତ...

୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୨୧ା୧: ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଆୟବା ଗ୍ରାମ ପଞ୍ଚାୟତ ବରିଷ୍ଠ ନାଗରିକ ମଞ୍ଚର ଏକ ପ୍ରସ୍ତୁତି ବୈଠକ ଗଣ୍ଡାକିଆ ମଣି...

ଜିଲ୍ଲା ପ୍ରତିଭା ପୂଜା ସଂସଦ ପକ୍ଷରୁ ପଲ୍ଲିଶ୍ରୀମେଳାର ଶ୍ରେଷ୍ଠ ପ୍ରଡ୍ୟୁସର ଗ୍ରୁପକୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା,୧୮ା୧:ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ କେନ୍ଦ୍ରାପଡା କଲେଜ ପଡିଆରେ ଚାଲିଥିବା ଜିଲ୍ଲା ସଂସ୍କୃତି ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର ଶ୍ରେଷ୍ଠ ପ୍ରଡ୍ୟୁସର ଗ୍ରୁପ ଗୁଡିକୁ ଜିଲ୍ଲା...

ତରାପୁରରେ ବିଶାଳ ହିନ୍ଦୁ ସମ୍ମିଳନୀ

କେନ୍ଦ୍ରାପଡ଼ା,୧୮ା୧:ସନାତନ ଧର୍ମ ସୃଷ୍ଟିର ସର୍ବ ପୁରାତନ ତଥା ଏକମାତ୍ର ଧର୍ମ। ସନାତନ ସଂସ୍କୃତି ବସୁଧୈବ କୁଟୁମ୍ବକଂର ବାର୍ତ୍ତର୍ା ଦେଇଥାଏ। ସମଗ୍ର ବିଶ୍ୱର ମଙ୍ଗଳ କାମନା ତଥା ବିଶ୍ୱରେ...

ରେସୱା ସ୍ୱଳ୍ପରହଣୀ କେନ୍ଦ୍ର ଅନ୍ତେବାସୀଙ୍କୁ ଶୀତବସ୍ତ୍ର ବଣ୍ଟନ

କେନ୍ଦ୍ରାପଡ଼ା,୧୭ା୧:କେନ୍ଦ୍ରାପଡା ଭି.ଆଇ.ପି. ରୋଡ ସନ୍ନିକଟରେ ଅବସ୍ଥିତ ରେସୱା ସ୍ୱଳ୍ପରହଣୀ କେନ୍ଦ୍ରର ଅନ୍ତେବାସୀମାନଙ୍କୁ ସମାଜସେବୀ ସ୍ୱର୍ଗତା ନନ୍ଦିତା ବ୍ରହ୍ମାଙ୍କ ସ୍ମୃତିରେ ଡାକ୍ତର ସୁଧିର କୁମାର ବ୍ରହ୍ମା ଶୀତବସ୍ତ୍ର(ଶାଲ) ପ୍ରଦାନ...

ଜିଲାରେ ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ଥ ଏସ୍‌ପି ଅଫିସ ଘେରାଉ କଲା ଜିଲା ବିଜେଡି

କେନ୍ଦ୍ରାପଡା,୧୬ା୧: କେନ୍ଦ୍ରାପଡ଼ା ଜିଲାରେ ଆଇନ୍‌ଶୃଙ୍ଖଳା ପରିସ୍ଥିତି ବିଗିଡି ଯାଇଛି। ପୁଲିସ ଏବେ ଗେରୁଆ ଗାମୁଚ୍ଛାଧାରୀଙ୍କୁ ସମ୍ମାନ ଦେଉଛି। ଗେରୁଆ ଗାମଛା ପକାଇଥିବା ଲୋକମାନେ ଯାହା ଦୋଷ କଲେ...

ଗୁଡି ସୂତା ଲାଗିଯିବାରୁ ମୃତ୍ୟୁ ମୁଖରୁ ବଞ୍ଚଲେ ଦେବେନ୍ଦ୍ର

କେନ୍ଦ୍ରାପଡ଼ା,୧୭ା୧: ବର୍ତ୍ତମାନ ଗୁଡିଉଡା ପର୍ବ ଚାଲିଛି । ଏହି ପରିପ୍ରେକ୍ଷିରେ କେନ୍ଦ୍ରାପଡା ସହର ଗୋବରୀ ନଦୀ କୂଳରେ ପିଲାମାନେ ଗୁଡି ଉଡେଇବାରେ ବ୍ୟସ୍ତ । ଗୁଡି ସୂତା...

କେନ୍ଦ୍ରାପଡାରେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ଯୋଜନା ଉଦ୍‌ଘାଟିତ

କେନ୍ଦ୍ରାପଡା,୧୫ା୧:କେନ୍ଦ୍ରାପଡ଼ା ସହର ତିନିମୁହାଣୀ ସ୍ଥିତ ମାରୁତି ସୋଲାର ସିଷ୍ଟମ କାର୍ଯ୍ୟାଳୟରେ ପ୍ରଧାନ ମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଦ୍ୟୁତ ଯୋଜନା ଉଦ୍‌ଘାଟିତ ହୋଇଯାଇଛି। କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର ବେହେରା...

ପଟ୍ଟାମୁଣ୍ଡାଇ ମହିଳା ଡିଗ୍ରୀ କଲେଜ ୨୫ତମ ବାର୍ଷିକ କ୍ରୀଡା ଉଦଯାପିତ

ପଟ୍ଟାମୁଣ୍ଡାଇ ତା୧୪/୧-ପଟ୍ଟାମୁଣ୍ଡାଇ ମହିଳା ଡିଗ୍ରୀ ମହାବିଦ୍ୟାଳୟର ୨୫ ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଶ୍ର୍ରୀଧର ବେହେରାଙ୍କ ପୌରହିତ୍ୟରେ ଆୟୋଜିତ ଉଦଯାପନୀ...

ପିଏମଶ୍ରୀ କୋରୋ ଉଚ୍ଚ ବିଦ୍ୟାଳୟରେ ,ରାଜ୍ୟ ପୁରସ୍କାର ଟେଷ୍ଟ କ୍ୟାମ୍ପ

କେନ୍ଦ୍ରାପଡ଼ା,୧୪ା୧:ପିଏମଶ୍ରୀ କୋରୋ ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟରେ କେନ୍ଦ୍ରାପଡ଼ା ଜିଲ୍ଲାର ଭାରତ ସ୍କାଉଟସ ଆଣ୍ଡ ଗାଇଡସ ପକ୍ଷରୁ ତିନିଦିନିଆ ରାଜ୍ୟ ପୁରସ୍କାର ପରୀକ୍ଷା ଶିବିର ଉଦଯାପିତ ହୋଇଯାଇଛି।...

ବଟମହାପୁରୁଷଙ୍କ ଜନ୍ମ ଜୟନ୍ତୀ

କେନ୍ଦ୍ରାପଡ଼ା,୧୪ା୧:କେନ୍ଦ୍ରାପଡା ନିର୍ବାଚନମଣ୍ଡଳୀ ଅଧିନ ନୀଳକଣ୍ଠପୁର ଗ୍ରାମପଞ୍ଚାୟତର ନୁଆପାଟଣା ଗ୍ରାମର ବଟମହାପୁରୁଷଙ୍କ ଜନ୍ମ ଜୟନ୍ତୀ ଅବସରରେ ଚର୍ତୁଦଶତମ ଅଷ୍ଟ୍ରପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡାର ପୂର୍ବତନ...

ପୁସ୍ତକମେଳାରେ ଦିବ୍ୟାଙ୍ଗ କଣ୍ଠଶିଳ୍ପୀଙ୍କ ସଙ୍ଗୀତ ପରିବେଷଣ

କେନ୍ଦ୍ରାପଡା ୧୪/୧- ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳାର ଉଦଯାପନୀ ଦିବସରେ ପୁନର୍ବାସ ପକ୍ଷରୁ ଭିନ୍ନକ୍ଷମଙ୍କ ସଶକ୍ତିକରଣ ନିମନ୍ତେ କାର୍ଯ୍ୟରତ ପୁନର୍ବାସ ଅନୁଷ୍ଠାନ ପକ୍ଷରୁ ଦୃଷ୍ଟିବାଧିତ ଦିବ୍ୟାଙ୍ଗ କଣ୍ଠଶିଳ୍ପୀଙ୍କ ଏକ...

କବୟିତ୍ରୀ ଅନ୍ନପୂର୍ଣ୍ଣା ମହାନ୍ତି ପୁସ୍ତକମେଳା ସାହିତ୍ୟ ସମ୍ମାନରେ ସମ୍ମାନୀତ

କେନ୍ଦ୍ରାପଡା ୧୪/୧ : କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜରର୍ଜ (କେମ୍‌) ପୁସ୍ତକମେଳା ଶ୍ରେଷ୍ଠ ସାହିତ୍ୟ ସମ୍ମାନ ସହରସ୍ଥ ମାଧପୁର ଗ୍ରାମର ବରିଷ୍ଠ କବୟିତ୍ରୀ ଓ କଥାକାର ଅନ୍ନପୂର୍ଣ୍ଣା ମହାନ୍ତିଙ୍କୁ...

ବରିଷ୍ଠ ନାଗରିକ ମଞ୍ଚର ବୈଠକ

କେନ୍ଦ୍ରାପଡ଼ା,୧୪ା୧: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଆୟବା ଗ୍ରାମ ପଞ୍ଚାୟତ ବରିଷ୍ଠ ନାଗରିକ ମଞ୍ଚର ଦ୍ୱିତୀୟ ପର୍ଯ୍ୟାୟ ବୈଠକ ଆୟବା ପଞ୍ଚାୟତ ପରିସରରେ ଅନୁଷ୍ଠିତ ହୋଇ ଯାଇଛି ।...

ଶ୍ରୀ ବଳଦେବଜୀୟୁ ଏକାଡେମୀର ଚିତାକର୍ଷକ ଓଡିଶୀ ନୃତ୍ୟ ପ୍ରଦର୍ଶନ

କେନ୍ଦ୍ରାପଡ଼ା,୧୪ା୧: କେନ୍ଦ୍ରାପଡା ଜିଲ୍ଲା ଉତ୍ସବ ସଂନ୍ଧ୍ୟାରେ ରାଜ୍ୟସ୍ତରୀୟ ପଲ୍ଲିଶ୍ରୀ ମେଳାରେ କେନ୍ଦ୍ରାପଡା ‘ଲ’କଲେଜ ଛକ ଶ୍ରୀ ବଳଦେବଜୀୟୁ ନାଟ୍ୟ ଓ ସଂସ୍କୃତି ଏକାଡେମୀର ନିର୍ଦ୍ଦେଶକ ଅଭିରାମ ନାୟକ...

ତୁଳସୀକ୍ଷେତ୍ରରେ ମକର ଉତ୍ସବ

କେନ୍ଦ୍ରାପଡା,୧୪ା୧: କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ଶ୍ରୀବଳଦେବଜୀଉଙ୍କ ମନ୍ଦିର ତଥା ତୁଳସୀକ୍ଷେତ୍ରରେ ମକର ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବୁଧବାର ପ୍ରତୁଷରୁ ଦ୍ୱାର ଫିଟା ନୀତି, ଜୟମଙ୍ଗଳା...

ଭଲ ବହି ଆରମ୍ଭହୁଏ ଆନନ୍ଦରୁ ଜ୍ଞାନରୁ ଶେଷ ହୁଏ

ଉଦ୍‌ଯାପିତ ହେଲା କେନ୍ଦ୍ରାପଡା ତ୍ରୟୋବିଂଶତମ ପୁସ୍ତକ ମେଳା   କେନ୍ଦ୍ରାପଡା,୧୩ା୧: କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜର୍ସ (କେମ୍‌) ଦ୍ୱାରା ଆୟୋଜିତ ୨୩ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକମେଳା ଉଦ୍‌ଯାପିତ ହୋଇଯାଇଛି...

ବ୍ୟକ୍ତିଗତ ଅନୁଭବରୁ ସାହିତ୍ୟ ସୃଷ୍ଟିକଲେ ତାହା କାଳଜୟୀ ହେବ

ପୁସ୍ତକମେଳା ଷଷ୍ଟ ସନ୍ଧ୍ୟା କେନ୍ଦ୍ରାପଡ଼ା, ୧୧ା୧: କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ (କେମ) ଦ୍ୱାରା ଆୟୋଜିତ କେନ୍ଦ୍ରାପଡା ସହରସ୍ଥ ଟେଲିକମ୍ ପଡିଆରେ ଦ୍ୱାବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳାର ଷଷ୍ଟ ଦିବସରେ...

କିଶୋର/କିଶୋରୀ ମାନଙ୍କର ‘କିଶୋର ସ୍ପନ୍ଦନ’

ପୁସ୍ତକ ମେଳା ପଞ୍ଚମ ସଂନ୍ଧ୍ୟାରେ କେନ୍ଦ୍ରାପଡ଼ା,୧୦ା୧: କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ (କେମ) ଦ୍ୱାରା ଆୟୋଜିତ କେନ୍ଦ୍ରାପଡା ସହରସ୍ଥ ଟେଲିକମ୍ ପଡିଆରେ ଦ୍ୱାବିଂଶତମ ରାଜ୍ୟସ୍ତରୀୟ ପୁସ୍ତକମେଳାର ପଞ୍ଚମସନ୍ଧ୍ୟାରେ କିଶୋର/କିଶୋରୀ...

ଜିଲ୍ଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ସଙ୍ଗୀନ , ପରିସ୍ଥିତି ନସୁଧୁରିଲେ ଏସପି କାର୍ଯ୍ୟାଳୟ ଘେରିବ ବିଜେଡି

କେନ୍ଦ୍ରାପଡ଼ା,୭ା୧:କେନ୍ଦ୍ରାପଡ଼ା ଜିଲ୍ଲାରେ ଆଇନ୍ ଶୃଙ୍ଖଳା ପରିସ୍ଥିତି ସଙ୍ଗୀନ ଅବସ୍ଥାକୁ ଚାଲି ଯାଇଛି। ପରିସ୍ଥିତି ନ ସୁଧୁରିଲେ ଆସନ୍ତା ୧୬ ତାରିଖରେ ଏସ୍‌ପିଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି...

ବହିଟି ପାଖରେ ନଥିଲେ ଜୀବନ ଅସପୂର୍ଣ୍ଣ , ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳା

କେନ୍ଦ୍ରାପଡ଼ା,୭ା୧:ବହିଟି ପାଖରେ ନଥିଲେ ଜୀବନ ଅସପୂର୍ଣ୍ଣ ବୋଲି ୨୩ ତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳା କେନ୍ଦ୍ରାପଡା ଜିଲ୍ଲାପାଳ ରଘୁରାମ ଆର. ଆୟର ମୁଖ୍ୟଅତିଥି ଭାବେ ଯୋଗଦେଇ ମତ...