Year: 2026

ଜମଧର ବଡ଼ଗାଁ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିଳମ୍ବିତ ଉପସ୍ଥିତି ନେଇ ଗ୍ରାମବାସୀଙ୍କ ଅଭିଯୋଗ

କେନ୍ଦ୍ରାପଡ଼ା,୨୨/୭ - କେନ୍ଦ୍ରାପଡ଼ା ଜିଲ୍ଲା ଜମଧର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବଡ଼ଗାଁ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରତିଦିନ ବିଳମ୍ବରେ ବିଦ୍ୟାଳୟକୁ ଆସୁଥିବା ଅଭିଯୋଗ କରି ଗ୍ରାମବାସୀମାନେ...

ସରକାରୀ ଓ ବେସରକାରୀ ସଂସ୍ଥାରେ ଇଂଟରନାଲ କମ୍ପେ୍ଲନ କମିଟି ଗଠନ ବାଧ୍ୟତାମୂଳକ

ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ସଚେତନତା ଶିବିର   ପଟ୍ଟାମୁଣ୍ଡାଇ ୨୧/୭ - ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ସ୍ଥାନୀୟ କୋର୍ଟ...

ଚିନ୍ତାମଣି ଗୁରୁଜୀଙ୍କ ଜୀବନ ଦର୍ଶନ ଉପରେ ଆଲୋଚନା ଚକ୍ର

କେନ୍ଦ୍ରାପଡା୨୧ା୭: ମଧୁସାଗର ଆବାସିକ ବିଦ୍ୟାପୀଠର ପ୍ରତିଷ୍ଠାତା ସ୍ୱର୍ଗତ ଚିନ୍ତାମଣି ଗୁରୁଜୀଙ୍କ ପ୍ରିୟ ଛାତ୍ର ତଥା ତାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇଥିବା ଶିକ୍ଷକ ନେତା ଭ୍ରମର ରାଉତଙ୍କ...

ଶେଷ ହୋଇଛି ୨୦୨୬ ହେରାପଞ୍ଚମୀ ରଙ୍ଗୋଲି ପ୍ରତିଯୋଗିତା

କେନ୍ଦ୍ରାପଡ଼ା ୨୧/୭: କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ମାଉସୀ ମା ମନ୍ଦିର ପରିସରରେ ହେରାପଞ୍ଚମୀ ଉପଲକ୍ଷେ ସମିର ଟିଭି ଏସ୍ ଏବଂ ଚକ୍ରବ୍ୟୁହ...

କେନ୍ଦ୍ରାପଡା କଲେଜର ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ପ୍ରାଧ୍ୟାପକ ଚିତ୍ତରଞ୍ଜନ ଦାସ

କେନ୍ଦ୍ରାପଡ଼ା,୨୧ା୭:କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଇଛନ୍ତି ପ୍ରାଧ୍ୟାପକ ଚିତ୍ତରଞ୍ଜନ ଦାସ। ପ୍ରାଧ୍ୟାପକ ଦାସ କଟକ ଜିଲ୍ଲା କୁଆଁପାଳସ୍ଥିତ ଜବାହରଲାଲ ନେହେରୁ ଡିଗ୍ରୀ କଲେଜର ଅଧ୍ୟକ୍ଷ...

ଆଡପ ମଣ୍ଡପକୁ ବିଜେ ହେଲେ ଚତୁର୍ଦ୍ଧା ମୂର୍ତ୍ତି , ବର୍ଷକ ପରେ ଭକ୍ତ ପାଇଲେ ଆଡପ ଅଭଢା

କେନ୍ଦ୍ରାପଡ଼ା,୨୧ା୭:ତୁଳସୀକ୍ଷେତ୍ରର ଆରାଧ୍ୟ ମହାପ୍ରଭୁ ଶ୍ରୀବଳଦେବଜୀଉ ଭାଇ ଶ୍ରୀଜଗନ୍ନାଥ ଓ ଭଉଣୀ ସୁଭଦ୍ରାଙ୍କୁ ସାଥିରେ ଧରି ଶ୍ରୀମନ୍ଦିରରୁ ଗୁଣ୍ଡିଚା ଯାତ୍ରାରେ ବହାରି ମାଉସୀ ମା’ ଆଡ଼ପ ମଣ୍ଡପରେ ବିଜେ...

ଭାଗବତ ସପ୍ତାହ ପାରାୟଣ କଲେ ମଣିଷ ଜୀବନ ସୁଦୃଢ ହୁଏ

କେନ୍ଦ୍ରାପଡ଼ା,୨୧ା୭:ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମର ଅଧ୍ୟକ୍ଷା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ଜଗନ୍ନାଥ ମନ୍ଦିରରେ ଭାଗବତ ସପ୍ତାହ ପାରାୟଣକୁ ଉଦଘାଟନ କରି କହିଲେ ଭାଗବତ ମହାପୁରାଣ...

ଶ୍ରୀବଳଦେବଜୀୟୁଙ୍କ ବାହୁଡା ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୨୧ା୭: କେନ୍ଦ୍ରାପଡା ତୁଳସୀ କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀୟୁଙ୍କ ପବିତ୍ର ବାହୁଡା ରଥଯାତ୍ରା ନିମନ୍ତେ ଏକ ଉଚ୍ଚ ସ୍ତରୀୟ ପ୍ରସ୍ତୁତି ବୈଠକ ଶ୍ରୀଜୀୟୁଙ୍କ ଯାତ୍ରୀ ନିବାସ ସଭାଗୃହରେ...

ନିର୍ମାଣାଧୀନ ନୂତନ ସବଡିଭିଜନ ହସ୍ପିଟାଲରୁ ଜବରଦଖଲ ଉଛେଦ

ପଟ୍ଟାମୁଣ୍ଡାଇ ୨୦/୭ - ପଟ୍ଟାମୁଣ୍ଡାଇ ପୌର ପରିଷଦ ଅନ୍ତର୍ଗତ କଷଣଅଂଟା ଥରେ ୫୫କୋଟି ଟଙ୍କା ବ୍ୟୟରେ ନୂତନ ସବଡିଭିଜନ ହସ୍ପିଟାଲ ଗୃହ ନିର୍ମାଣ ଚାଲିଛି । ଆଗାମୀ...

ସାନଜରିଆ ସ୍ୱାସ୍ଥ୍ୟକେନ୍ଦ୍ରରେ ବିଶ୍ୱ ଜନସଂଖ୍ୟା ଦିବସ

  ପଟ୍ଟାମୁଣ୍ଡାଇ ୨୦/୭ - ପଟ୍ଟାମୁଣ୍ଡାଇ ସବଡିଭିଜନ ହସ୍ପିଟାଲ ଅଧୀନରେ ଥିବା ସାନଜରିଆ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର ତଥା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ବିଶ୍ୱ ଜନସଂଖ୍ୟା ଦିବସ ଓ...

ଗୌର ପ୍ରସାଦ ଷଢଙ୍ଗୀ ପଟ୍ଟାମୁଣ୍ଡାଇ କଲେଜର ନୂତନ ଅଧ୍ୟକ୍ଷ

ପଟ୍ଟାମୁଣ୍ଡାଇ ୨୦/୭\ ପଟ୍ଟାମୁଣ୍ଡାଇ କଲେଜର ନୂତନ ଅଧ୍ୟକ୍ଷ ଭାବେ କେନ୍ଦ୍ରାପଡ଼ା କଲେଜର ପ୍ରାଣୀ ବିଜ୍ଞାନ ବିଭାଗ ବରିଷ୍ଠ ପ୍ରାଧ୍ୟାପକ ଗୌର ପ୍ରସାଦ ଷଢଙ୍ଗୀ ବିଦାୟୀ ଅଧ୍ୟକ୍ଷ କ୍ୟାପଟେନ...

ଅଯୋଧ୍ୟା ରାମ ମନ୍ଦିରରେ ଦାନ ଭେଟି ଚୋରି , କାର୍ଯ୍ୟାନୁଷ୍ଠାନ ଦାବି କଲା କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ

କେନ୍ଦ୍ରାପଡା୨୦ା୭: ରାମ ମନ୍ଦିର ନାମରେ ରାଜନୀତି କରି ସରକାରକୁ ଆସିଥିବା ବିଜେପି ଦଳର ସମର୍ଥକ ତଥା ଆରଏସ୍‌ଏସ୍ ସଦସ୍ୟ ରାମ ମନ୍ଦିର ଦାନ ବା ଭେଟିକୁ ଚୋରି...

ରାଜ୍ୟସ୍ତରୀୟ ଯୋଗାସନ ପ୍ରତିଯୋଗିତାରେ କେନ୍ଦ୍ରାପଡ଼ାର ପ୍ରତିଯୋଗୀଙ୍କ ସଫଳତା.

କେନ୍ଦ୍ରାପଡ଼ା, ୨୦/୭- କଟକସ୍ଥିତ ଚୌଧୁରୀ ବଜାରର କଳିଙ୍ଗ ଜିମନାସିୟମ୍‌ଠାରେ ଚଳିତ ମାସ ୧୮ ଓ ୧୯ ତାରିଖରେ ଦୁଇଦିନିଆ ୩୨ତମ ରାଜ୍ୟସ୍ତରୀୟ ଯୋଗାସନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।...

କେନ୍ଦ୍ରାପଡା କଲେଜ ଇଂରାଜୀ ବିଭାଗକୁ ବିଧାୟକଙ୍କ ପୁସ୍ତକ ଦାନ

କେନ୍ଦ୍ରାପଡ଼ା,୨୦ା୭:କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ଇଂରାଜୀ ବିଭାଗ ପାଠାଗାରକୁ କେନ୍ଦ୍ରାପଡା ବିଧାୟକ ତଥା ଇଂରାଜୀ ବିଭାଗର ପୁରାତନ ଛାତ୍ର ଗଣେଶ୍ୱର ବେହେରା ପୁସ୍ତକ ଓ କମ୍ପ୍ୟୁଟର ପ୍ରଦାନ କରିଛନ୍ତି।...

କେନ୍ଦ୍ରାପଡାରେ ବାମପନ୍ଥୀ ଦଳ ଶ୍ରମିକ ସଂଗଠନ ପକ୍ଷରୁ ବିକ୍ଷୋଭ

କେନ୍ଦ୍ରାପଡ଼ା,୨୦ା୭:ସିପିଆଇ, ସିପିଆଇ(ଏମ୍‌) ଓ ଶ୍ରମିକ ସଂଗଠନମାନଙ୍କ ପକ୍ଷରୁ ଏକ ଗଣବିକ୍ଷୋଭ ସୋମବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ ହୋଇଯାଇଛି।ନିଟ୍ ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଓ ତତ୍‌ଜନିତ...

ଲାଲବାହାଦୂର ସରକାରୀ ଉଚ୍ଚ ବିଦ୍ୟାଳୟରେ ନୂତନ ପରିଚାଳନା ସମିତି

କେନ୍ଦ୍ରାପଡ଼ା,୨୦ା୭:କେନ୍ଦ୍ରାପଡା ବ୍ଲକ ଅଧିନ ଭରତପୁର ଗ୍ରାମପଞ୍ଚାୟତର ମେହେନ୍ଦିପୁରସ୍ଥିତ ଲାଲବାହାଦୂର ସରକାରୀ ଉଚ୍ଚ ବିଦ୍ୟାଳୟର ନବ ନିର୍ବାଚିତ ପରିଚାଳନା କମିଟି କର୍ମକର୍ତ୍ତାମାନଙ୍କୁ ସମ୍ବର୍ଦ୍ଧିତ ହୋଇଯାଇଛି। ଏହି ଉପଲକ୍ଷେ ବିଦ୍ୟାଳୟର...

କିଶୋର କିଶୋରୀଙ୍କ ସଶକ୍ତୀକରଣ, ବାଲ୍ୟ ବିବାହ ଓ ଶିଶୁ ଶ୍ରମ ନିରାକରଣ ସମ୍ପର୍କିତ ତ୍ରୈମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ..

କେନ୍ଦ୍ରାପଡ଼ା ୨୦.୭- କିଶୋର କିଶୋରୀଙ୍କ ସଶକ୍ତୀକରଣ, ବାଲ୍ୟ ବିବାହ ନିରାକରଣ, ଶିଶୁ ଶ୍ରମ ଉଚ୍ଛେଦ ଏବଂ ଚାଇଲ୍ଡଲାଇନ୍ ଆଡଭାଇଜରୀ ବୋର୍ଡ ସମ୍ପର୍କିତ ତ୍ରୈମାସିକ ସମୀକ୍ଷା ବୈଠକ ଆଜି...

ବିପ୍ଲବୀଙ୍କ ସାହିତ୍ୟ କନିକାବାସୀଙ୍କ ମନରେ ବିପ୍ଳବର ବହ୍ନି ଜଳାଇଥିଲା

ବିପ୍ଲବୀ ଆନନ୍ଦ ଜେନାଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ସମାରୋହ କେନ୍ଦ୍ରାପଡ଼ା,୧୮ା୭:ବିପ୍ଲବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ୧୪୨ତମ ରାଜ୍ୟ ସ୍ତରୀୟ ଜୟନ୍ତୀ ସମାରୋହ ଗୀତଗୋବିନ୍ଦ ସଦନରେ ଓଡିଶା ସାହିତ୍ୟ...

ଚୋରା ମଦ ଜବତ,୬ଗିରଫ

କେନ୍ଦ୍ରାପଡ଼ା,୧୮ା୭:କେନ୍ଦ୍ରାପଡ଼ା ଜିଲ୍ଲାପାଳ ରଘୁରାମ ଆର. ଆୟରଙ୍କ ନିର୍ଦ୍ଦେଶକ୍ରମେ ଏବଂ ଅବକାରୀ ଅଧୀକ୍ଷକ ବିପ୍ର ଚରଣ ମଣ୍ଡଳଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ କେନ୍ଦ୍ରାପଡ଼ା ଜିଲ୍ଲାର ମାର୍ଶାଘାଇ, ଜମ୍ବୁ ସାମୁଦ୍ରିକ ଓ...

ତୁଳସୀକ୍ଷେତ୍ର ରଥଯାତ୍ରାରେ କଂଗ୍ରେସ ସେବାଦଳର ସେବା ଶିବିର

କେନ୍ଦ୍ରାପଡ଼ା,୧୮ା୭:କେନ୍ଦ୍ରାପଡ଼ା ପ୍ରସିଦ୍ଧ ତୁଳସୀ କ୍ଷେତ୍ର ଶ୍ରୀବଳଦେବଜୀଉଙ୍କ ରଥ ଯାତ୍ରାରେ ପ୍ରଦେଶ କଂଗ୍ରେସ ସେବାଦଳ ପକ୍ଷରୁ ଜିଲ୍ଲା କଂଗ୍ରେସ ସେବାଦଳର ଦୁଇ ଦିନିଆ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି।...

ବିପ୍ଲବୀ ଆନନ୍ଦ ଚନ୍ଦ୍ରଙ୍କ ୧୪୨ତମ ଜୟନ୍ତୀ ପାଳିତ

କେନ୍ଦ୍ରାପଡ଼ା,୧୮ା୭:ବିପ୍ଲବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ୧୪୨ତମ ଜୟନ୍ତୀ ବିପ୍ଲବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ କେନ୍ଦ୍ରାପଡା ସହରର ଆନନ୍ଦମାର୍ଗସ୍ଥିତ ଶ୍ରୀ ଜେନାଙ୍କ ପ୍ରତିମୂର୍ତ୍ତି ନିକଟରେ...

ବାବା ବୈକୁଣ୍ଠନାଥ ସେବାସଂସ୍ଥା ପକ୍ଷରୁ ପୁରୀରେ ଶୁଖିଲାଖାଦ୍ୟ ବଣ୍ଟନ

କେନ୍ଦ୍ରାପଡ଼ା,୧୮ା୭:କେନ୍ଦ୍ରାପଡାର ଗରାପୁରସ୍ଥିତ ବାବା ବୈକୁଣ୍ଠନାଥ ସେବା ସଂସ୍ଥା ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ପବିତ୍ର ରଥଯାତ୍ରା ଅବସରରେ ପୁରୀ ବଡଦାଣ୍ଡର ଗୋୟେଙ୍କା ଧର୍ମଶାଳା ସମୁଖରେ ୧୦ହଜାର...

ଦୁଇ ବର୍ଷୀୟାନ୍ ସାହିତ୍ୟିକଙ୍କୁ ଜାଗରୂକ ସମ୍ମାନ

କେନ୍ଦ୍ରାପଡା ୧୭/୭ : କେନ୍ଦ୍ରାପଡା ଜିଲ୍ଲାର ସର୍ବପୁରାତନ ଯୁବ ସାହିତ୍ୟାନୁଷ୍ଠାନ ‘ଜାଗରୂକ' ପକ୍ଷରୁ ସ୍ଥାନୀୟ ମାଧପୁର ଠାରେ ଏକ ସ୍ୱତନ୍ତ୍ର ସାରସ୍ୱତ ଉତ୍ସବରେ ଜିଲ୍ଲାର ଦୁଇ ବର୍ଷୀୟାନ୍...

ଶ୍ରୀବଳଦେବ ଚେତନାର ଅନନ୍ୟ ବାହକ ଶ୍ରୀତାଳଧ୍ୱଜ ପତ୍ରିକା ଉନ୍ମୋଚିତ

କେନ୍ଦ୍ରାପଡ଼ା ୧୭ / ୭ ପ୍ରତିବର୍ଷ ପରି ଚଳିତ ବର୍ଷ ଶ୍ରୀଗୁଣ୍ଡିଚା ଅବସରରେ କେନ୍ଦ୍ରାପଡ଼ାରୁ ପ୍ରକାଶିତ ଶ୍ରୀତାଳଧ୍ୱଜ ପତ୍ରିକାର ନବମ ସଂଖ୍ୟା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାପାଳ ଶ୍ରୀଯୁକ୍ତ...