କେନ୍ଦ୍ରାପଡ଼ା, ୨୮/୬: କେନ୍ଦ୍ରାପଡା ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚର କର୍ମକର୍ତ୍ତାମାନେ ନବ ନିର୍ବାଚିତ ବିଧାୟକ ଗଣେଶ୍ୱର ବେହେରାଙ୍କୁ ତାଙ୍କର ଗରାପୁରସ୍ଥିତ ବାସ ଭବନରେ ଭେଟି ଫୁଲତୋଡା ଦେଇ ସମ୍ବର୍ଦ୍ଧିତ କରିଥିଲେ । ସଂଘର ବିଭିନ୍ନ ସମସ୍ୟା ବିଷୟରେ ଅବଗତ କରିଥିଲେ । ସଂଘର ସଭାପତି ଅଜୟ କୁମାର ମହାନ୍ତିଙ୍କ ସମେତ ଅକ୍ଷୟ କୁମାର ନାୟକ, ରବିନ୍ଦ୍ର କୁମାର ବାରିକ, ପ୍ରହଲ୍ଲାଦ ମଲ୍ଲ, କିଶୋରକାନ୍ତ ପରିଡା, କୈଳାସ ଚନ୍ଦ୍ର ସ୍ୱାଇଁ, ଆକବର ଅଲ୍ଲୀ, ଦେବେନ୍ଦ୍ର କୁମାର ମହାନ୍ତି, ନିମାଇଁ ମହାନ୍ତି, ପରମାନନ୍ଦ ସେଠୀ ପ୍ରମୁଖ କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ ।
kanikanews.in
Next Post
ତୁଳସୀକ୍ଷେତ୍ର ଇସିଏମ୍ ମହାସଂଘର ବିଭିନ୍ନ ସମସ୍ୟା ନେଇ ଜିଲ୍ଲାପାଳଙ୍କୁ ଅଭିଯୋଗ
Fri Jun 28 , 2024
କେନ୍ଦ୍ରାପଡା, ୨୮/୬: କେନ୍ଦ୍ରାପଡା ଜିଲ୍ଲା ତୁଳସୀକ୍ଷେତ୍ର ଇସିଏମ୍ ମହାସଂଘର ସଦସ୍ୟାମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସଦସ୍ୟାମାନେ ଶୁକ୍ରବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି । ସେମାନଙ୍କର ସମସ୍ୟା ହେଉଛି ଜଣେ ଇସି ସଦସ୍ୟା ପ୍ରତି ମାସରେ ନିଜ ଦାୟିତ୍ୱରେ ଥିବା ଗୃପ୍ମାନଙ୍କ ଠାରୁ ୩୦ଟଙ୍କା ଆଦାୟ କରି ମହାସଂଘରେ ପୈଠ କରିଥାଏ । କିନ୍ତୁ ଏମ୍ବିକେ ବର୍ଷବର୍ଷ ଧରି ତାର କୌଣସି […]

KANIKA
- 2 years ago
ମୋଦି ସରକାରରେ ସମ୍ବିଧାନ ଅସୁରକ୍ଷିତ
- 1 year ago
ଜଳସମ୍ପଦ ବିଭାଗର ଅପାରଗତା ପଦାରେ ପଡିଲା
- 2 years ago
ପୁଣ୍ୟ ଜନ୍ମ ଭୂମିରେ ଅକ୍ଷୟ ମହାନ୍ତିଙ୍କ ଜୟନ୍ତୀ ପାଳିତ
- 11 months ago
ନୂତନ ଜିଲ୍ଲାପାଳଙ୍କୁ ଭେଟିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ
- 2 years ago
ହେରାପଞ୍ଚମୀରେ ରଥ କାଠ ଭାଙ୍ଗିଲେ ମହାଲକ୍ଷ୍ମୀ
- 2 years ago
ଚୋରି ମାମଲାରେ ଅଭିଯୁକ୍ତକୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ