ଦିଲ୍ଲୀରେ ରଥଯାତ୍ରା ଅବସରରେ ସାଂସ୍କୁତିକ କାର୍ଯ୍ୟକ୍ରମ, ଓଡିଶୀ ନୃତ୍ୟରେ ପଟ୍ଟାମୁଣ୍ଡାଇ ଝିଅକୁ ସମ୍ନାନିତ


ପଟ୍ଟାମୁଣ୍ଡାଇ୧୮/୭ – ନୂଆଦିଲ୍ଲୀର ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଉତ୍ସବ ପାଳନ ଅବସରରେ ୯ ଦିନ ଧରି ସାଂସ୍କୁତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଭିନ୍ନ ସୁନାମଧନ୍ୟ କଳାକାର ମାନେ ଯୋଗବ ଦେଇ ବିଭିନ୍ନ ସାଂସ୍କୁତିକ କାର୍ଯ୍ୟକ୍ରମ ପରିବେଷଣ କରିଥିବା ବେଳେ ପଟ୍ଟାମୁଣ୍ଡାଇ ଅଂଚଳର ନରସଂହପୁର ଗ୍ରାମର ପ୍ରବାସୀ ପ୍ରଦ୍ମ୍ୟୁନ ଦାସଙ୍କ କନ୍ୟା ଶ୍ରୀୟକା ଦାସ ଓଡିଶୀ ଓ ଗିତୀ ନାଟ୍ୟ କାଂଚିଅଭୀଯାନ ପ୍ରଦର୍ଶନ କରି ଦର୍ଶକ ମାନଙ୍କ ମନମୁଗ୍ଧ କରିଥିଲେ ।


Next Post

ପଟ୍ଟାମୁଣ୍ଡାଇ ପୌର ପରିଷଦ ବୈଠକ , ସମସ୍ତ ସରକାରୀ ଯୋଜନା ସଫଳ ରୂପାୟନ ଓ ମୌଳିକ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ

Fri Jul 19 , 2024
ପଟ୍ଟାମୁଣ୍ଡାଇ ୧୮/୭ – ପଟ୍ଟାମୁଣ୍ଡାଇ ପୌର ପରିଷଦ ବୈଠକ ପୌରାଧକ୍ଷ ହେମନ୍ତ ସାହୁଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ସମସ୍ତ ସରକାରୀ ଯୋଜନାର ସଫଳ ରୂପାୟନ ସହ ସମସ୍ତ ମୌଳିକ ସମସ୍ୟା ଶିକ୍ଷା ସ୍ୱାସ୍ଥ୍ୟ, ଗମନାଗମନ ପିଇବା ପାଣି, ବିଦ୍ୟୁତ ଆଦି ବିଭିନ୍ନ ସମସ୍ୟା ସମାଧାନ କରି ପୌରାଂଚଳ ବାସୀଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣିବା ଉପରେ ଗୁରୁତ୍ୱାରୋପ […]

You May Like