ଭିନ୍ନକ୍ଷମ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ


ଡେରାବିଶ ୩୦/୭ ବେବର୍ତ୍ତା ଅଜୟ ଦାଶ-କେନ୍ଦ୍ରାପଡା ସଦର ଥାନା ଅଂଚଳରେ ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର ହୋଇଥିବା ନେଇ ମଙ୍ଗଳବାର ରାତି ୯ରେ ପିଡୀତାଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି।ଅଭିଯୋଗ ଅନୁଯାୟୀ ଜଣେ ଯୁବକ ପ୍ରଲୋଭନ ଦେଖେଇ ବାରମ୍ବାର ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦର୍ଶା  ଯାଇଛି। ଏହା ପରେ ଯୁବକ ତାଙ୍କୁ ଧରାଛୁଆଁଦେଇନଥିବା ବେଳେ ଯୁବତୀ  ତାଙ୍କ ପରିବାରଙ୍କୁ  ନେଇ  ଥାନାରେ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ କେନ୍ଦ୍ରାପଡା ସଦର ଥାନା କେଶ ନଂ ୪୧୯/୨୪ ରେଏକ ମାମଲା ରୁଜୁ ହୋଇଥିବା ବେଳେ ଅଧିକ ତଦନ୍ତ ଜାରିରହିଥିବା ଥାନା ଅଧିକାରୀ ସରୋଜ କୁମାର ସାହୁ ସୂଚନା ଦେଇଛନ୍ତି ।


Discover more from

Subscribe now to keep reading and get access to the full archive.

Continue reading