ଶିବାନନ୍ଦ ଆଶ୍ରମ ପକ୍ଷରୁ ମହିଳାମାନଙ୍କୁ ଶୀତବସ୍ତ୍ର ବଣ୍ଟନ



କେନ୍ଦ୍ରାପଡ଼ା, ୨୩ା୧୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମ ପକ୍ଷରୁ ଗରିବ ମହିଳାମାନଙ୍କୁ ଶୀତବସ୍ତ୍ର ବଣ୍ଟନ କରାଯାଇଛି। ଲଘୁଚାପ ବର୍ଷା ପରେ ପରେ ପ୍ରବଳ ଶୀତ ଲାଗି ରହିଛି। ସେହି ଶୀତରୁ ରକ୍ଷା ପାଇବା ନିମନ୍ତେ ଶିବାନନ୍ଦ ଆଶ୍ରମର ପ୍ରତିଷ୍ଠାତ୍ରୀ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀ ନିଆଳ ଗ୍ରାମର ଗରିବ ମହିଳାମାନଙ୍କୁ ଶିତବସ୍ତ୍ର କମ୍ବଳ ବଣ୍ଟନ କରିଛନ୍ତି। ଏହି କାର୍ଯ୍ୟକ୍ରମକୁ ଆଶ୍ରମର ବ୍ରହ୍ମଚାରୀ ନୃସିଂହ ଦାସ ପରିଚାଳନା କରିଥିଲେ।


Discover more from

Subscribe now to keep reading and get access to the full archive.

Continue reading