ବାମପନ୍ଥୀ ନେତାଙ୍କ ଘଟଣାସ୍ଥଳ ପରିଦର୍ଶନ



ପଟ୍ଟାମୁଣ୍ଡାଇ ବ୍ଲକ ବଡପଡା ପଂଚାୟତ ଛାତ୍ରୀ ମୃତ୍ୟୁ ଘଟଣାର ସ୍ଥିତି ଅନୁସନ୍ଧାନ ପାଇଁ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି ବାମପନ୍ଥୀ ଦଳ ନେତାମାନେ I ଜିଲ୍ଲା ସି ପି ଏମ ଜିଲ୍ଲା ସମ୍ପାଦକ ଗୟାଧର ଧଳଙ୍କ ନେତୃତ୍ୱରେ ନରୋତ୍ତମ ପାର୍ଥସାରଥୀ, ସୋମନାଥ ବିଶ୍ୱାଳ, ଜିଲ୍ଲା କୃଷକ ସଭା ସମ୍ପାଦକ ବିଜୟ ଦାସ ଦାଶରଥୀ ସାହୁ, ଗୁଣମଣି ବେହେରା ପ୍ରମୁଖ କାଠିଆପଡା ଗାଁକୁ ଯାଇ ମୃତା ଛାତ୍ରୀ ପରିବାର ଲୋକ ମାନଙ୍କୁ ଭେଟି ଆଲୋଚନା କରିବା ସହିତ ଏହି ମାମଲାର ନ୍ୟାୟିକ ତଦନ୍ତ କରି ଦୋଷୀଙ୍କୁ ଉପଯୁକ୍ତ ଦଣ୍ଡ ବିଧାନ ପାଇଁ ଦାବୀ କରିଥିଲେ


Next Post

ବିଜେପି ପ୍ରତିନିଧିଦଳର ସ୍ଥିତି ଅନୁଧ୍ୟାନ

Fri Aug 8 , 2025
କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡ଼ପଡା ପଂଚାୟତ କାଠିଆପଡା ଗ୍ରାମରେ ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣାର ଅନୁଧ୍ୟାନ କରିଛି ଶାସକ ବିଜେପି ଟିମ I କେନ୍ଦ୍ରାପଡ଼ା ଜିଲ୍ଲା ବିଜେପି ସଭାପତି ଶଶାଙ୍କ ସେଠୀ, କେନ୍ଦ୍ରାପଡ଼ା ବିଧାନସଭା ସଭା ବିଜେପି ପ୍ରାର୍ଥୀ ଗୀତାଞ୍ଜଳି ସେଠୀ, ପୂର୍ବତନ ସାଂସଦ ଅର୍ଚନା ନାୟକ, ପଟ୍ଟାମୁଣ୍ଡାଇ ବ୍ଲକ ଉପାଧକ୍ଷା ଜୟନ୍ତୀ ସ୍ୱାଇଁ, ନାରୀନେତ୍ରୀ କାନନବାଳା ଦାସ ଜିଲ୍ଲା ବିଜେପି ସାଧାରଣ ସମ୍ପାଦକ ଉପିନ […]

KANIKA