ବାରୋରେ ତ୍ରିରଙ୍ଗା ପଦଯାତ୍ରା



କେନ୍ଦ୍ରାପଡା ସଦର, ୧୪ା୮: ଅଗଷ୍ଟ ୧୪ମଧ୍ୟାହ୍ନ ୯ ଘଟିକା ସମୟରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଉପସ୍ୱାସ୍ଥ୍ୟ କେନ୍ଦ୍ର ବାରୋ ଠାରୁ ଆରମ୍ଭ ହୋଇ ବାରେ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପର୍ଯ୍ୟନ୍ତ ତ୍ରିରଙ୍ଗା ପଦଯାତ୍ରା ଆୟୋଜନ ହୋଇଥିଲା । ସ୍ଥାନୀୟ ସରପଞ୍ଚ ଗୋପୀନାଥ ମଲିକଙ୍କ ନେତୃତ୍ୱରେ ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ, ଆଶାକର୍ମୀ, ସ୍ୱୟଂସହାୟିକା ଗୋଷ୍ଠୀ ସଦସ୍ୟ, ପଞ୍ଚାୟତ ଜନପ୍ରତିନିଧି, ଶତାଧିକ ଗ୍ରାମବାସୀ ଉକ୍ତ ପଦଯାତ୍ରା ରେସାମିଲ ହୋଇଥିଲେ । “ଘରେ ଘରେ ତ୍ରିରଙ୍ଗା”ଏବଂ “ଘରେ ଘରେ ସ୍ୱଛତା”ନାରାବାଜି ଦେଇ ପଦଯାତ୍ରା କୁ ଆଗେ ନେଇଥିଲେ । ଦେଶର ୭୯ତମ ସ୍ୱାଧିନତା ଦିବସ ଉପଲକ୍ଷେ ଆୟୋଜିତ ଉକ୍ତ ପଦଯାତ୍ରାକୁ ସାଧାରଣ ଲୋକେ ଆଗ୍ରହର ସହିତ ସାମିଲ ହୋଇଥିଲେ ।


Discover more from

Subscribe now to keep reading and get access to the full archive.

Continue reading