
କେନ୍ଦ୍ରାପଡ଼ା,୨୮ା୧୧:କେନ୍ଦ୍ରାପଡ଼ା ଅବକାରୀ ବିଭାଗ ପକ୍ଷରୁ ଆଳି, ପଟ୍ଟାମୁଣ୍ଡାଇ ଓ କୁଦାନଗରୀ ଥାନା ଅଧିନସ୍ଥ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୧୮୪ ଲିଟର ବିଦେଶୀ ଓ ଦେଶୀମଦ ଜବତ କରାଯିବା ସହ୭ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏହି ଚଢ଼ାଉରେ ଅବକାରୀ ବିଭାଗ ଉପନିରୀକ୍ଷକ କଳ୍ପନା ରାଉତ, ପ୍ରିୟଦର୍ଶୀ ମାନସରଞ୍ଜନ ମିଶ୍ର, ଛାଯାକାନ୍ତ ନାୟକ, ସହକାରୀ ଉପ ନିରୀକ୍ଷକ ଜଗନ୍ନାଥ ବେସ୍ରା, ସୁନୀଲ କୁମାର ମିଶ୍ର, ପ୍ରଦୀପ କୁମାର ମଳିକଙ୍କ ସମେତ ଅନ୍ୟ କର୍ମଚାରୀମାନେ ସାମିଲ ଥିଲେ ।
Fri Nov 28 , 2025
କେନ୍ଦ୍ରାପଡ଼ା,୨୮ା୧୧:ଷ୍ଟେଟବ୍ୟାଙ୍କ ଅବସରପ୍ରାପ୍ତ କର୍ମଚାରୀ କାଙ୍ଗାଳି ଚରଣ ମାଝିଙ୍କ ବିୟୋଗରେ ଭାରତୀୟ ଷ୍ଟେଟବ୍ୟାଙ୍କ ପଟ୍ଟାମୁଣ୍ଡାଇ ଶାଖା ଓ ଷ୍ଟେଟବ୍ୟାଙ୍କ ପେନସନରର୍ସ ସଙ୍ଘ ଓଡିଶା ସର୍କଲର ଆଞ୍ଚଳିକ ସମ୍ପାଦକଙ୍କ ପକ୍ଷରୁ ଶୋକ ପ୍ରକାଶ କରାଯାଇଛି। ଷ୍ଟେଟବ୍ୟାଙ୍କ ଟ୍ରିବ୍ୟୁଟ୍ ଯୋଜନା ଅନୁଯାଇ ପଟ୍ଟାମୁଣ୍ଡାଇ ଷ୍ଟେଟବ୍ୟାଙ୍କ ଶାଖା ପକ୍ଷରୁ ମୁଖ୍ୟ ପରିଚାଳକ ଅଶୋକ କୁମାର ରାଉତ, ଷ୍ଟେଟବ୍ୟାଙ୍କ ପେନସନରର୍ସ ସଙ୍ଘ ଓଡିଶା ସର୍କଲର ଆଞ୍ଚଳିକ ସମ୍ପାଦକ ଗଣେଶ୍ୱର ମେକାପ, ସଙ୍ଘର ଜିଲ୍ଲା ସମ୍ପାଦକ ଉଦୟନାଥ ସାହୁ, […]