ଚୋରାମଦ ଜବତ,୬ଗିରଫ


କେନ୍ଦ୍ରାପଡ଼ା,୩ା୧୨/ କେନ୍ଦ୍ରାପଡ଼ା ଅବକାରୀ ବିଭାଗ ପକ୍ଷରୁ ମାର୍ଶାଘାଇ, ପାଟକୁରା, ଡେରାବିଶ ଓ କେନ୍ଦ୍ରାପଡ଼ା ସଦର ଥାନା ଅଧିନସ୍ଥ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୮୫୦ ଲିଟର ବିଦେଶୀ, ଦେଶୀ ଚୋରାମଦ ଜବତ କରାଯାଇ ୬ ଜଣଙ୍କୁ ଗିରଫ କାରାଯାଇ କୋର୍ଟ ଚାଲାଣ କରାଯାଇଛି। ଏହି ଚଢ଼ାଉରେ ଉପନିରିକ୍ଷକ ପ୍ରିୟଦର୍ଶୀ ମାନସରଞ୍ଜନ ମିଶ୍ର,ସୁଶ୍ରୀ ଋତୁପ୍ରଭା ସ୍ୱାଇଁ, ସହକାରୀ ଉପ ନିରୀକ୍ଷକ ଜଗନ୍ନାଥ ବେସ୍ରା, ସୁନୀଲ କୁମାର ମିଶ୍ର, ପ୍ରଦୀପ କୁମାର ମଳିକଙ୍କ ସମେତ ଅନ୍ୟ କର୍ମଚାରୀମାନେ ସାମିଲ ଥିଲେ।


Next Post

EXPRESS 3-12

Thu Dec 4 , 2025
ODISHA EXPRESS KPD -03.12.2025

KANIKA