ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଚୋରି



କେନ୍ଦ୍ରାପଡ଼ା,୪ା୧୨:ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ Batteries ଚୋରି ହୋଇଥିବା ଅଭିଯୋଗ ହୋଇଛି। Batteries ପେଟିରେ ପଶି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଏକ ଗୃହରେ ରହିଥିଲା। କେହି ଦୁର୍ବୁତ ଏହାକୁ ଚୋରି କରିନେଇଛନ୍ତି। ତେବେ କେତେବେଳେ ଓ କିପରି ଏହା ଚୋରି ହେଲା ତାହାର ତଦନ୍ତ କରିବାକୁ ଜିଲ୍ଲାପାଳ ରଘୁରାମ ଆର. ଆୟାର ଅତିରିକ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏସମ୍ପର୍କରେ ଜିଲ୍ଲାପାଳ ଶ୍ରୀ ଆୟାରଙ୍କୁ ପଚାରିବାରେ  ତଦନ୍ତ ରିପୋର୍ଟ ମିଳିବା ପରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି  କହିଛନ୍ତି।


Next Post

କେନ୍ଦ୍ରାପଡା ମଣ୍ଡଳ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ବୃକ୍ଷ ରୋପଣ

Fri Dec 5 , 2025
କେନ୍ଦ୍ରାପଡ଼ା, ୪ା୧୨: କେନ୍ଦ୍ରାପଡା ମଣ୍ଡଳ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମଣ୍ଡଳ ଶିକ୍ଷା ଅଧିକାରୀ ନାରାୟଣ ପ୍ରସାଦ ମନ୍ତ୍ରୀ, ସହ ମଣ୍ଡଳଶିକ୍ଷା ଅଧିକାରୀ ବଳଦେବ ପ୍ରସାଦ ଜେନା, ଶିକ୍ଷକ ସଂଘ ନେତା ମାନଭଞ୍ଜନ ପ୍ରଧାନ ପ୍ରମୁଖ ଯୋଗଦେଇ ବିଭିନ୍ନ ବୃକ୍ଷର ଚାରା କାର୍ଯ୍ୟାଳୟ ପରିସରରେ ରୋପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଭିନ୍ନ ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜକ ଓ ମଣ୍ଡଳ ଶିକ୍ଷାଧିକାରୀଙ୍କ […]

KANIKA