କୁମ୍ଭୀର ଆକ୍ରମଣରେ ପ୍ରାଣ ହରାଇଥିବା ଅଭୟଙ୍କ ପରିବାରକୁ ଭେଟିଲେ ପ୍ରାକ୍ତନ ବିଧାୟକ ଅଂଶୁମାନ



କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ରାଜପୁର ଗ୍ରାମରେ ଗୁରୁବାର ଅଭୟ ରାଉତଙ୍କୁ ବ୍ରାହ୍ମଣୀ ନଦୀପଠାରେ କୁମ୍ଭୀର ଝାମ୍ପି ନେଇଯାଇଥିବା ଖବରପାଇ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ଶୋକସନ୍ତପ୍ତ ଅଭୟଙ୍କ ବାସଭବନରେ ପହଁଞ୍ଚି ତାଙ୍କ ପରିବାରକୁ ଶାନ୍ତ୍ୱନା ଦେବା ସହ ସମବେଦନା ଜଣାଇଥିଲେ । ସେଠାରେ ଉପସ୍ଥିତ ଥିବା ରେଞ୍ଜ ଅଫିସର ଚିତରଂଜନ ବେଉରା ଓ ଫରେଷ୍ଟର ବିଜୟ ପାତ୍ରଙ୍କ ସହ ଆଲୋଚନା କରିଥିଲେ । ତାଙ୍କ ସହିତ ବ୍ଲକ କଂଗ୍ରେସ ସଭାପତି ଦେବେନ୍ଦ୍ର ଜେନା, ପ୍ରଦୀପ ପ୍ରଧାନ, ଅଶୋକ ବଳ, ଧିରେନ ରାଉତ, ବିରଂଚିନାରାୟଣ ଦାସ, ସହଦେବ ସାହୁ, ରଞ୍ଜନ ରାଉତ, ଟୁଟୁ ପାତ୍ର, ସତ୍ୟବ୍ରତ ପାଣି, ଶୁକଦେବ ଭଦ୍ର, ପ୍ରଭାତ ସୁନିଲ ରାଉଳ ପ୍ରମୁଖ ଉପସ୍ଥିତ ଥିଲେ ।


Next Post

କେରଡାଗଡ-ଏକମାଣିଆ ନଦୀରେ ଡଙ୍ଗାବୁଡି ଘଟଣା ଘାଟିଆ ସ୍ୱର୍ଗତ ସୁଦର୍ଶନ ସ୍ୱାଇଁଙ୍କୁ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର

Fri Sep 1 , 2023
କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ କେରଡାଗଡ-ଏକମାଣିଆ ନଦୀରେ ଘାଟଡଙ୍ଗା ଚଳାଉଥିବା ସୁଦର୍ଶନ ସ୍ୱାଇଁଙ୍କୁ ମରଣୋତର ଭାବେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତ ସୁଦର୍ଶନଙ୍କ ସ୍ତ୍ରୀ ସୁବାସୀ ସ୍ୱାଇଁଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି । ଏହି ପୁରସ୍କାର ଉତ୍ସବରେ କ୍ରୀଡାମନ୍ତ୍ରୀ ତୃଷାରକାନ୍ତୀ ବେହେରା, ହକି ଇଣ୍ଡଆ ସଭାପତି ଦିଲ୍ଲୀପ ତିର୍କୀ, ମୁଖ୍ୟ ଶାସନ ସଚିବ ପ୍ରଦୀପକୁମାର ଜେନା, ୫-ଟି ସଚିବ […]

KANIKA