ଗୁଲନଗରରେ କୁରାଳ ପଞ୍ଚମୀ


କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚୟତର କୁମ୍ଭାରସାହିରେ କୁରାଳ ପଞ୍ଚମୀ ପାଳନ କରାଯାଉଛି । ଏହି ଅବସରରେ କୁମ୍ଭକାର ସମ୍ପ୍ରଦାୟର ଲୋକମାନେ ଲକ୍ଷ୍ମୀନାରାୟଣଙ୍କୁ ପୂଜା କରାଯାଉଛି । ଲକ୍ଷ୍ମୀନାରାୟଣ ପୂଜା କମିଟି ତରଫରୁ ରବିବାର ଦିନ ସନ୍ଧ୍ୟାରେ କଳସ ସ୍ଥାପନ କରାଯାଇ ପୂଜା ଆରମ୍ଭ କରାଯାଇଛି । ଏହି ପୂଜା ଗୁରୁବାର ଦିନ ବିସର୍ଜନ କରାଯିବ ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି । ପ୍ରତିଦିନ ପ୍ରସାଦ ସେବନ ସହ ଭଜନ କିର୍ତ୍ତନ କରାଯାଉଛି । ଆଖପାଖ ଅଞ୍ଚଳରୁ ବହୁ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳୁଛି ।


Next Post

କେରଳରେ ବଢିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା . କେନ୍ଦ୍ରାପଡାରେ ଚିନ୍ତା

Tue Dec 19 , 2023
ଟିଏମ୍‌ସି କେନ୍ଦ୍ରର ଜିନିଷ ସବୁ ଗାଏବ, କେରଳ ଫେରନ୍ତା ପାଇଁ ଚିନ୍ତା ପୁଣି କରୋନା ମହାମାରୀ ସଂକ୍ରମଣ ଫେରିଛି । କରୋନାର ସବ୍‌ଭ୍ୟାରିଏଂଟ ଜେଏନ୍ ୧ କର୍ନାଟକ ଓ କେରଳରେ ଠାବ ହେବା ପରେ ଭୟ ବଢ଼ିଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି କେନ୍ଦ୍ରସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ସବୁ ରାଜ୍ୟର ବୈଠକ ବସିବ । କୋଭିଡ୍ ସ୍ଥିତିର ସମୀକ୍ଷା କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ । ଏହାକୁ […]

You May Like