kanika odisha

ଗାଙ୍ଗପଡାରେ ଶତାଧିକ ବିଜେପି କର୍ମୀଙ୍କ ବିଜେଡିରେ ଯୋଗଦାନ

  କେନ୍ଦ୍ରାପଡ଼ା, ୧୨ା୫: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗାଙ୍ଗପଡା ଗ୍ରାମପଞ୍ଚାୟତରେ ବିଜୁଜନତାଦଳର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ ଯୁବ ବିଜେଡି ସଭାପତି ଅସିତବନ୍ଧୁ...

ଚକ୍ରୋଡା ଗ୍ରାମପଞ୍ଚାୟତରେ ବିଜେଡିର ବନ୍ଧୁମିଳନ

କେନ୍ଦ୍ରାପଡ଼ା, ୧୨ା୫: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଚକ୍ରୋଡା ଗ୍ରାମପଞ୍ଚାୟତର କଚେରିଡିହ ଠାରେ ବିଜୁଜନତାଦଳର ଏକ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା...

ସର୍ବଭାରତୀୟ ପରୀକ୍ଷାରେ ପଟ୍ଟାମୁଣ୍ଡାଇ ଛାତ୍ର ଓଡିଶା ଟପ୍ପର

ଚଳିତ ବର୍ଷ କେନ୍ଦ୍ରୀୟ ଲୋକ ସେବା ଆୟୋଗ ଦ୍ୱାରା ଭାରତୀୟ ବନସେବା (ଆଇ.ଏଫ୍‌.ଏସ୍‌)ର ପରୀକ୍ଷା ଫଳ ପ୍ରକାଶ ପାଇଛି । ଏହି ସର୍ବ ଭାରତୀୟ ସେବା ପାଇଁ...

ବିଜେଡି ସଂସଦ ପ୍ରାର୍ଥୀ ଅଂଶୁମାନଙ୍କ ଚା’ ଖଟିରେ ଚର୍ଚ୍ଚା

କେନ୍ଦ୍ରାପଡ଼ା, ୧୨ା୫: ବିଜୁ ଜନତାଦଳର ସଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି ଆଜି ସକାଳୁ କେନ୍ଦ୍ରାପଡା ସହରର ବିଭିନ୍ନ ସ୍ଥାନରେ ଥିବା ଚା ଖଟିରେ ପହଞ୍ଚି ଚା’ ପିଇବା...

ଅକ୍ଷୟ ତୃତୀୟାରେ ସମ୍ମିଳିତ କଳାମ “ସ୍ପନ୍ଦନ’ର ଶୁଭଜନ୍ମ

କେନ୍ଦ୍ରାପଡା ୧୧/୫- ପବିତ୍ର ଅକ୍ଷୟ ତୃତୀୟାରେ ଇନ୍ଦ୍ରଧନୁର ସ୍ୱପ୍ନବୀଜ ବୁଣି କେନ୍ଦ୍ରାପଡାରେ ଜନ୍ମ ନେଲା କଳା, ସାହିତ୍ୟ ଓ ସୃଜନ ଅଭିବ୍ୟକ୍ତିର ମୁକ୍ତ ତଥା ପ୍ରତିବଦ୍ଧ ଅନୁଷ୍ଠାନ...

ରାଜ୍ୟର ଶ୍ରେଷ୍ଠ ସାରସ୍ୱତ ଅନୁଷ୍ଠାନ ଭାବେ ରାଜଶ୍ରୀ ସମ୍ବର୍ଦ୍ଧିତ

କେନ୍ଦ୍ରାପଡା -୧୧ା୫: ଦୀର୍ଘ ୩୫ ବର୍ଷରୁ ଉର୍ଦ୍ଧ୍ୱ କାଳ କଳା ଓ ସାହିତ୍ୟର ପ୍ରଚାର ପ୍ରସାର ଦିଗରେ ଉଦ୍ୟମ ଅବ୍ୟାହତ ରଖିଥିବା କେନ୍ଦ୍ରାପଡା ଜିଲ୍ଲା କୋରୋସ୍ଥିତ ରାଜଶ୍ରୀ...

କେନ୍ଦ୍ରାପଡାରେ ବିଭିନ୍ନ ସ୍ଥାନରେ ଶନୈଶ୍ଚର ଜଳାଭିଷେକ ଓ ମହାଯଜ୍ଞ ଅନୁଷ୍ଠିତ

କେନ୍ଦ୍ରାପଡ଼ା: ବର୍ତମାନ ସମାଜରେ ବହୁ ବିଶୃଙ୍ଖଳା ସୁଷ୍ଟି ହେଉଛି । ଦେଶ ଦେଶ ମଧ୍ୟରେ ଯୁଦ୍ଧ ଚାଲିଛି । ତେଣୁ ବିଶ୍ୱ ଶାନ୍ତି ପାଇଁ କେନ୍ଦ୍ରାପଡା ସହରର...

ପଟ୍ଟାମୁଣ୍ଡାଇ କୋଟରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ପଟ୍ଟାମୁଣ୍ଡାଇ ତାଲୁକ ଆଇନି ସେବା ପ୍ରାଧିକରଣ ଆନୁକୂଲ୍ୟରେ ପଟ୍ଟାମୁଣ୍ଡାଇ ସିଭିଲ କୋର୍ଟରେ ଦ୍ୱିତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ତାଲୁକ ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷା...

ଯୁବ ଭାରତ କୃଷକ ସଙ୍ଘର ବାର୍ଷିକ ଉତ୍ସବ ଓ କୃଷକମାନଙ୍କ ସାମସ୍ୟା ଉପରେ ଆଲୋଚନାଚକ୍ର ଅନୁଷ୍ଠିତ

କେନ୍ଦ୍ରାପଡା, ୧୧ା୫: ପବିତ୍ର ଅକ୍ଷୟତୃତୀୟା ଅବସରରେ ତମାଳଶାସନସ୍ଥିତ ଶ୍ରୀ ଶ୍ରୀ ଦଧିବାମନଜୀଉ ମନ୍ଦିର ପରିସରରେ ଯୁବ ଭାରତ କୃଷକ ସଙ୍ଘ, କେନ୍ଦ୍ରାପଡାର ବାର୍ଷିକ ଉସରବ ଓ କୃଷକମାନଙ୍କ...

ଆପ ଜିତିଲେ ପାଟକୁରା ସମସ୍ୟାର ସମାଧାନ ବାଟ ଫିଟିବ,ଆମ୍ ଆଦମୀ ପାର୍ଟିର ପ୍ରାର୍ଥୀଙ୍କ ଖବରଦାତା ସମ୍ମିଳନୀ

କେନ୍ଦ୍ରାପଡା, ୧୧ା୫ - ଆମ୍ ଆଦମୀ ପାର୍ଟିର ପ୍ରାର୍ଥୀ ଜିତିଲେ ପାଟକୁରା ଅଂଚଳର ବିଭିନ୍ନ ସମସ୍ୟାର ସମାଧାନ ବାଟ ଫିଟି ପାରିବ ସହିତ ଅଂଚଳର ବିକାଶ ତ୍ୱରାନ୍ୱିତ...

ଆପ ନେତା ଅଶୋକଙ୍କ ଶୋଭାଯାତ୍ରା

ଡେରାବିଶ, ୧୦/୫– ଚଳିତ ସାଧାରଣ ନିର୍ବାଚନରେ ତିନି ପ୍ରମୁଖ ଦଳ ବିଜେଡ଼ି, କଂଗ୍ରେସ ଓ ଭାଜପା ପ୍ରାର୍ଥୀ ଦେଇଥିବା ବେଳେ ପ୍ରଥମ ଥର ପାଇଁ ଜାତୀୟ ଦଳ...

ପୂଜାର୍ଚ୍ଚନା ପରେ ଲଛମନଜୀଉଙ୍କ ମନ୍ଦିରରୁ ବାହାରିଲା ଅରବିନ୍ଦଙ୍କ ଶୋଭାଯାତ୍ରା , ଶୋଭାଯାତ୍ରାରେ ସାମିଲ ହେଲେ ବିଜୟ

ଡେରାବିଶ, ୧୦/୫– କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ପାଟକୁରା ନିର୍ବାଚନ ମଣ୍ଡଳୀ ପାଇଁ ଦୁଇ ପ୍ରମୁଖ ଦଳ ବିଜେଡ଼ି ଓ ଆପ୍ ଦଳର ପ୍ରାର୍ଥୀମାନେ ଶୁକ୍ରବାର ଜିଲ୍ଲା ରିଟର୍ଣ୍ଣି...

ଚାଷୀ ଶ୍ରମିକ ସଂଘ ପକ୍ଷରୁ କୃଷକ ଦିବସ ପାଳିତ

ଡେରାବିଶ - ୧୦/୫, – ପବିତ୍ର ଅକ୍ଷୟ ତୃତୀୟା ଦିବସ ଅବସରରେ କେନ୍ଦ୍ରାପଡା ଜିଲ୍ଲା ଚାଷୀ ଶ୍ରମିକ ସଂଘ ପକ୍ଷରୁ ଡେରାବିଶ ବ୍ଲକ ଅଧିନ ଚାଟରାଚକଡା ପଞ୍ଚାୟତ...

କଲେଜ ଛାତ୍ରୀଙ୍କ ଅକାଳ ବିୟୋଗ ,ଧୋୟା ଅଂଚଳରେ ଶୋକରଛାୟା

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅର୍ନ୍ତଗତ ଅଳପୁଆ ଗ୍ରାମର ସ୍ମୃତିପ୍ରଜ୍ଞା ସାହୁ (୧୭)ବର୍ଷଙ୍କର ଅକାଳ ବିୟୋଗ ଘଟିଛି । ଅଳପୁଆ ପଂଚାୟତ ପୂର୍ବତନ ସମିତି ସଭ୍ୟ ଚନ୍ଦନ...

ଜିଲ୍କା ସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ

ପୈାରପରିଷଦ ଅନ୍ତର୍ଗତ ବଳଦେବ ହାଇସ୍କୁଲରେ କେନ୍ଦ୍ରାପଡା ଜିଲ୍ଲା ସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ...

ଜିଲ୍ଲା ସ୍ତରୀୟ କୃଷକ ଦିବସ -୨୦୨୪ ପାଳନ

ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ତିଥିକୁ ଅକ୍ଷୟ ତୃତୀୟା ବା ଅକ୍ଷି ତୃତୀୟା ଭାବେ ପାଳନ କରଯାଏ । ଏହା ମୁଖ୍ୟତଃ ଏକ କୃଷିଭିକ ପର୍ବ ହୋଇଥିବାରୁ...

୪ଲୋକସଭା ପ୍ରାର୍ଥୀଙ୍କ ସମେତ ୯ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେନ୍ଦ୍ରାପଡା ଲୋକସଭା ଆସନ ପାଇଁ ଆଜି ଚତୁର୍ଥ ଦିବସ ଅକ୍ଷୟ ତୃତୀୟା ଶୁଭ ଦିନରେ ୪ଲୋକସଭା ପ୍ରାର୍ଥୀଙ୍କ ସମେତ ୯ଜଣ ବିଧାନସଭା ପ୍ରାର୍ଥୀ ସେମାନଙ୍କ ନାମାଙ୍କନ ପତ୍ର...

ଦିଗହରା ରାଜନୀତି , ଧନଲୋଭର ଶାସନ କ୍ଷମତା ଗୋଟିଏ ସମାଜ ମଙ୍ଗଳ ରାଷ୍ଟ୍ରରେ ଦୁଃଖ

ଓଡ଼ିଶାର ଏକ ପ୍ରାକୃତିକ ଦୁର୍ବିପାକର ରାଜ୍ୟ ଭାବେ ପରିଗଣିତ । ବର୍ଷ ବର୍ଷ ଧରି ବନ୍ୟା, ବାତ୍ୟା ଜନସାଧାରଣଙ୍କୁ ଦୁଃଖ ଓ ଦୁର୍ଦ୍ଦଶା ମଧ୍ୟକୁ ଠେଲିଦେଇଥାଏ ।...

ମା’ଙ୍କ ମନ୍ଦିର ବେଢାରେ ଡା଼କ ମଣ୍ଡା ଭୋଗ , ଚତୁର୍ଥ ଗୁରୁବାର ମହିଳା ଶ୍ରଦ୍ଧାଳୁଙ୍କ ଗହଳି

ଡେରାବିଶ  ୦୯/୦୫/୨୦୨୪- କେନ୍ଦ୍ରାପଡା ବ୍ଲକ ଅଧୀନ ଇନ୍ଦୁପୁରସ୍ଥିତ ମାଚଣ୍ଡୀଙ୍କ ମନ୍ଦିରବେଢାରେ ଡା଼କମଣ୍ଡା ଭୋଗ ଭୋଗ ପାଇଁ ବୈଶାଖ ମାସର ପ୍ରତ୍ୟେକ ଗୁରୁବାର ମାନସିକଧାରୀ ମହିଳାଙ୍କ ଭିଡ ଲାଗିଥାଏ...

ସମୃଦ୍ଧ ପାଟକୁରା ଗଠନ ପାଇଁ ସଂକଳ୍ପ ନେବାକୁ ଆହ୍ୱାନ , ଯୋଡି ଶଙ୍ଖରେ ଭୋଟଦେବାକୁ ନିବେଦନ, କୁରୁଜଙ୍ଗାରେ ବିଜେଡି କର୍ମୀ ସମାବେଶ

ଡେରାବିଶ  ୦୯/୦୫/୨୦୨୪- ଜୁନ ୧ ତାରିଖରେ କେନ୍ଦ୍ରାପଡା ଜିଲ୍ଲା ପାଇଁ ନିର୍ବାଚନ ତାରିଖ ଘୋଷଣା ହୋଇ ଥିଲା ବେଳେ ପାଟକୁରା ନିର୍ବାଚନମଣ୍ଡଳୀରେ ରାଜନୈତିକ ତାତି ଜୋରଧରିଛି ।...

ନାମାଙ୍କନପତ୍ର ଦାଖଲର ତୃତୀୟ ଦିବସ : ୪ ଜଣ ବିଧାନସଭା ଓ ଜଣେ ଲୋକସଭା ପାଇଁ ମନୋନୟନ ପତ୍ର ଦାଖଲ କରିଛନ୍ତି

କେନ୍ଦ୍ରାପଡା, ୯ା୫: ୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ନାମାଙ୍କନ ପତ୍ର ଦାଖଲର ତୃତୀୟ ଦିବସରେ ୫ଜଣ ପ୍ରାର୍ଥୀ ମନୋନୟନ ପତ୍ର ଦାଖଲ କରିଛନ୍ତି । ସେମାନେ ହେଉଛନ୍ତି...

୧୦ରେ ନାମାଙ୍କନ ଭରିବେ ବୈଜୟନ୍ତ ପଣ୍ଡା

କେନ୍ଦ୍ରାପଡ଼ା, ୯ା୫: ଆସନ୍ତା ୧୦ ତାରିଖରେ ନାମାଙ୍କନ ପତ୍ର ଦାଖଲ କରିବେ ବିଜେପିର କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା । କେନ୍ଦ୍ରାପଡ଼ାରୁ ଦୁଇ ଦୁଇ ଥର...

ଭାରତୀୟ ଜନତା ପାର୍ଟିର କର୍ମୀ ସମ୍ମିଳନୀ

କେନ୍ଦ୍ରାପଡ଼ା, ୮/୫: କେନ୍ଦ୍ରାପଡ଼ା ଜିଲ୍ଲା ଭାରତୀୟ ଜନତା ପାର୍ଟିର କେନ୍ଦ୍ରାପଡ଼ା ସହରସ୍ଥିତ ଦ ଡେଷ୍ଟିନେସନ କାକଟଠାରେ କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟି ଅଞ୍ଚଳର ଏକ ବିଶାଳ କର୍ମୀ ସମ୍ମିଳନୀ ଅନୁଷ୍ଠିତ...

ଗୋପ୍ତିରାରେ ଅଷ୍ଟମ ପ୍ରହର ନାମଯଜ୍ଞ ଓ ପିତା ମାତା ପୂଜନ

ପଟ୍ଟାମୁଣ୍ଡାଇ ତା ୮/୫-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଗୋପ୍ତିରା ଗ୍ରାମରେ ଥିବା ସର୍ବପୁରାତନ ଗାଦିରେ ଗତ ୩ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଅଷ୍ଟମ ପ୍ରହର...