kanika odisha

ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ବରିଷ୍ଠ ସ୍ତମ୍ଭକାର କମଳାକାନ୍ତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ସଭାପତି ପ୍ରଫେସର ଅନିରୁଦ୍ଧ...

ଏଆଇଟିୟୁସି ପକ୍ଷରୁ ଶ୍ରମିକ ଦିବସ ପାଳନ , ସବୁ ସାମ୍ୟବାଦୀମାନେ ଏକାଠି ହେବାର ସମୟ ଆସିଛି

କେନ୍ଦ୍ରାପଡା ୩/୫ - କେବଳ ଭାରତବର୍ଷ ନୁହେଁ, ସାରା ବିଶ୍ୱ ଏବେ ସଂକଟରେ ଗତି କରୁଛି । ଜନ-ଜୀବନ, ପାଣି-ପବନ, ଜମି-ଜଙ୍ଗଲ ଏବେ ଜମା ସୁରକ୍ଷିତ ନେୁହଁ...

ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ । ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି...

ବିଜେଡି ବିଜୟ ସଂକଳ୍ପ ସମାବେଶ ଓ ଅନୁଗତମାନଙ୍କ ବନ୍ଧୁମିଳନ

କେନ୍ଦ୍ରାପଡା ୩/୫ - ଆଗାମୀ ସାଧାରଣ ନିର୍ବାଚନରେ ରେକର୍ଡ ବିଜୟ ପାଇଁ କ୍ଷେତ୍ର ପ୍ରସ୍ତୁତ କରିଛି ବିଜେଡି । ଆଜି ସନ୍ଧ୍ୟାରେ କେନ୍ଦ୍ରାପଡା ବିଜୁ ଜନତା ଦଳର...

ଅବାଧ, ନିରପେକ୍ଷ, ଶାନ୍ତିପୂର୍ଣ୍ଣ ଭାବେ ନିର୍ବାଚନକୁ ପରିଚାଳନା ପାଇଁ ଜିଲ୍ଲା ନିର୍ବାଚନ ଅଧିକାରୀ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ସମୀକ୍ଷା ବୈଠକ

କେନ୍ଦ୍ରାପଡ଼ା, ତା ୦୩/୦୫: ଆଗାମୀ ସାଧାରଣ ନିର୍ବାଚନ ୨୦୨୪ କୁ ମୁକ୍ତ, ଅବାଧ, ନିରପେକ୍ଷ, ଶାନ୍ତିପୂର୍ଣ୍ଣ ଓ ପ୍ରଲୋଭନମୁକ୍ତ ଭାବେ ପରିଚାଳନା କରିବା ପାଇଁ ଜିଲ୍ଲା ନିର୍ବାଚନ...

କେନ୍ଦ୍ରାପଡ଼ା ଶ୍ରୀଜୀଉଙ୍କ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା, ୩ା୫: ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗୁରୁବାର ସନ୍ଧ୍ୟା ୭ ଘଟିକା ସମୟରେ ଉପଜିଲ୍ଲାପାଳ ତଥା ସଭାପତି ରବିନ୍ଦ୍ର କୁମାର ପ୍ରଧାନଙ୍କ ପୌରୋହିତ୍ୟରେ ଆସନ୍ତା ୨୦୨୪...

୧୦ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ କିରାଣୀ

କେନ୍ଦ୍ରାପଡ଼ା, ୩ା୫: ଏକ ଜମି ପଟ୍ଟାରେ ନାମ ପରିବର୍ତ୍ତନ କରିବା ପାଇଁ ୧୦ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ କେନ୍ଦ୍ରାପଡା ଅତିରିକ୍ତ ଚକବନ୍ଦୀ କମିଶନରଙ୍କ କାର୍ଯ୍ୟାଳୟର...

ବିଜୟ କେତନ ସ୍ୱାଇଁ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ

ରାଜ୍ୟ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଦ୍ୟ ବିଜେଡିରେ ଯୋଗ ଦେଇଥିବା ରାଜନଗର ଆସନର ପୂର୍ବତନ ବିଜେପି ପ୍ରାର୍ଥୀ, ପଟ୍ଟାମୁଣ୍ଡାଇ-ରାଜନଗର ବିକାଶ ପରିଷଦ ପ୍ରତିଷ୍ଠାତା ବାର୍ଷିଆନ...

କଂଗ୍ରେସ ସରକାରକୁ ଆସିଲେ ୫ ନ୍ୟାୟ ୨୪ ଗ୍ୟାରେଣ୍ଟି ପୁରଣ କରିବ-କଂଗ୍ରେସ

କେନ୍ଦ୍ରାପଡା ୩/୫ - ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ନିର୍ଦ୍ଦେଶରେ ଆଜି କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।...

କେନ୍ଦ୍ରାପଡା କଲେଜ ଛାତ୍ରଛାତ୍ରୀଙ୍କ ଧାରଣା , ୩ ଶହ ପିଜି ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧାରରେ

କେନ୍ଦ୍ରାପଡ଼ା, ୩ା୫: କେନ୍ଦ୍ରାପଡା କଲେଜରେ ସ୍ନାତକୋତର (ପିଜି) ପାଠ୍ୟକ୍ରମ ଓ ପରୀକ୍ଷା ପରିଚାଳନାରେ ବ୍ୟାପକ ବିଭ୍ରାଟ ପ୍ରତିବାଦରେ ଛାତ୍ର ଅଶାନ୍ତି ତେଜିଛି । ଶତାଧିକ ପିଜି ଛାତ୍ର...

ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ!

ନିର୍ବାଚନର ସରଗରମ ମାହୋଲରେ ରାଜ୍ୟରେ ନିର୍ବାଚନ କମିଶନଙ୍କ ବଡ ପଦକ୍ଷେପ । ଜାତୀୟ ନିର୍ବାଚନ କମିଶନ ଆଜି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ଓଡିଶା ସରକାରଙ୍କ...

ଶ୍ରୀରାମପୁର ବିଜେଡି ବିଜୟ ସଂକଳ୍ପ ସମାବେଶ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକର ଶ୍ରୀରାମପୁର ପଂଚାୟତର ସ୍ୱତନ୍ତ୍ର ରାଜନୈତିକ ଗୁରୁତ୍ୱ ରହିଛି । ଦୀର୍ଘ ବର୍ଷ ଧରି ଅଣକଂଗ୍ରେସ ରାଜନୀତିର ଗଡ଼ ଭାବେ ଖ୍ୟାତି ଲାଭ...

ଲୋ ଭୋଲଟେଜ ପ୍ରତିବାଦରେ ଟିପିସିଓଡିଏଲ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମହିଳାଙ୍କ ଧାରଣା

କେନ୍ଦ୍ରାପଡ଼ା, ୨ା୫: ପ୍ରବଳ ଗ୍ରୀଷ୍ମ ପ୍ରବାହ ସମୟରେ ଲୋ ଭୋଲଟେଜ ଓ ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ କେନ୍ଦ୍ରାପଡା ଟିପିସିଓଡିଏଲ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆଜି...

ଏ.ଆଇ.ଟି.ୟୁ.ସି.ପକ୍ଷରୁ ମଇ ଦିବସରେ ଆଲୋଚନାଚକ୍ର : ଐକବଦ୍ଧ ସଂଗ୍ରାମ ପାଇଁ ଆହ୍ୱାନ

କେନ୍ଦ୍ରାପଡ଼ା, ୨ା୫: ମଇ ପହିଲା ହେଉଛି ବିଶ୍ୱ ଶ୍ରମଜୀବୀ ଜନତାର ଅଧିକାର ଓ ମହୋତ୍ସବର ଦିବସ । ଏହି ଦିନଟି ଶ୍ରମିକ ଶ୍ରେଣୀକୁ ନିଜର ଅଧିକାର ଓ...

ଭାଜପାର ବିଧାନସଭା ପରିଚାଳନା କମିଟି ବୈଠକ

ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଭାଜପା ପକ୍ଷରୁ ବିଧାନସଭା ପରିଚାଳନା କମିଟି ବୈଠକ ଅନଷ୍ଠି୍ଥିତ ହୋଇଯାଇଛି ।ଏହି ବୈଠକରେ ଲୋକସଭା ଆସନରେ ସାଂସଦ ପ୍ରାର୍ଥୀ ଓ ବିଧାନସଭା...

ତାଲୁକ ଆଇନ ସେବା ସମିତି ପକ୍ଷରୁ ଶ୍ରମିକ ଦିବସ ଅବସରରେ ସଚେତନତା କାର୍ଯ୍ୟକ୍ରମ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ମାଟିଆ ଆଇଟିଆଇ କେନ୍ଦ୍ର ଠାରେ ଶ୍ରମିକମାନଙ୍କ ପାଇଁ ଅନ୍ତର୍ଜାତୀୟ ଶ୍ରମିକ ଦିବସ ଅବସରରେ ଏକ ଆଇନ...

ଅଂଶୁଘାତରେ ବୃଦ୍ଧଙ୍କ ମୃତ୍ୟୁ ଅଭିଯୋଗ

କେନ୍ଦ୍ରାପଡା 2/5-କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ବଢ଼ି ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି । ଗ୍ରୀଷ୍ମ ପ୍ରବାହରୁ ନିଜକୁ ସୁରକ୍ଷିତ ରଖିବା...

ବିଜୁ ଶ୍ରମିକ ସାମୁଖ୍ୟ ପକ୍ଷରୁ କେନ୍ଦ୍ରାପଡାରେ ଶ୍ରମିକ ସମାବେଶ

କେନ୍ଦ୍ରାପଡା, ୧/୫: ଆଜି କେନ୍ଦ୍ରାପଡା ଦି-ଡେଷ୍ଟିନେସନ ମଣ୍ଡପଠାରେ ବିଶ୍ୱ ଶ୍ରମିକ ଦିବସ ଉପଲକ୍ଷେ ଏକ ଶ୍ରମିକ ସମାବେଶ ଅନୁଷ୍ଠିତ ହୋଇଯାଇଛି । ବିଜୁ ଶ୍ରମିକ ସାମୁଖ୍ୟ ନେତୃତ୍ୱରେ...

ବିଜୁ ଜନତା ଦଳ ପକ୍ଷରୁ ଆଇନ ପରାମର୍ଶଦାତା ନିଯୁକ୍ତି

କେନ୍ଦ୍ରାପଡ଼ା, ୧ା୫: କେନ୍ଦ୍ରାପଡା ବିଜୁ ଜନତା ଦଳ ପକ୍ଷରୁ କେନ୍ଦ୍ରାପଡା ଲୋକସଭା କ୍ଷେତ୍ର ଏବଂ ତତ୍ ଅଧିନ ୭ଗୋଟି ବିଧାନସଭା କ୍ଷେତ୍ର ନିମନ୍ତେ ଆଇନଜୀବୀମାନଙ୍କୁ ଆଇନ ପରାମର୍ଶଦାତା...

କେନ୍ଦ୍ରାପଡା ଜିଲ୍ଲା ଟ୍ରେଡ୍ ୟୁନିୟନ ସମନ୍ୱୟ ସମିଟି ପକ୍ଷରୁ ବିଶ୍ୱ ଶ୍ରମିକ ଦିବସ ପାଳିତ

କେନ୍ଦ୍ରାପଡ଼ା, ୧ା୫: ଆନ୍ତର୍ଜାତିକ ଶ୍ରମଦିବସ ଅବସରରେ କେନ୍ଦ୍ରାପଡା ଜିଲ୍ଲା ମିଳିତ ଟ୍ରେଡ୍ ୟୁନିୟନ ସମିତି ତରଫରୁ ଖଡିଅଙ୍ଗସ୍ଥିତ ସିଟୁ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଶତାଧିକ ଶ୍ରମିକମାନଙ୍କୁ ନେଇ ଏକ...

ବାଛରା ପଂଚାୟତ ବିଜେଡି ବନ୍ଧୁ ମିଳନ ଓ ମିଶ୍ରଣ ପର୍ବ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବାଛରା ପଂଚାୟତରେ ଆଗାମୀ ସାଧାରଣ ନିର୍ବାଚନରେ ରେକର୍ଡ ବିଜୟ ପାଇଁ କ୍ଷେତ୍ର ପ୍ରସ୍ତୁତ କରିଛି ବିଜେଡି । ଉଭୟ ଲୋକସଭା...

ଶକ୍ତି ଦେଖାଇଲା କଂଗ୍ରେସ, ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ମିଳିତ ରୋଡ଼ ସୋ

କେନ୍ଦ୍ରାପଡା ସଂସଦୀୟ କ୍ଷେତ୍ର ରାଜନଗର ନିର୍ବାଚନ ମଣ୍ଡଳୀ ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବୁଧବାର କଂଗ୍ରେସ ଏକ ବିଶାଳ ବାଇକ ଶୋଭାଯାତ୍ରା କରି ନିଜର ଉପସ୍ଥିତି ଜାହିର କରିବ ସହ...

ରାଜସ୍ୱ ନିରୀକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ବଡଜରିଆ ରାଜସ୍ୱ ସର୍କଲର ରାଜସ୍ୱ ନିରୀକ୍ଷକ ଭାବେ କିଶୋର ଚନ୍ଦ୍ର ଖଟୁଆ ଦୀର୍ଘ ୩୨ବର୍ଷ ଧରି କାର୍ଯ୍ୟକରି ଆଜି ଅବସରଗ୍ରହଣ...

କେନ୍ଦ୍ରାପଡା ବ୍ଲକ ବିଜୁ ଜନତା ଦଳ ତରଫରୁ ବନ୍ଧୁମିଳନ ସମାବେଶ

କେନ୍ଦ୍ରାପଡା, ୩୦/୪- କେନ୍ଦ୍ରାପଡା ସହର କାକଟଠାରେ କେନ୍ଦ୍ରାପଡା ବ୍ଲକ ବିଜେଡି ପକ୍ଷରୁ କେନ୍ଦ୍ରାପଡା ବିଧାନସଭା କ୍ଷେତ୍ରର ଏକ ବନ୍ଧୁମିଳନ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଭାପତି...