kanika odisha

ରାଜ୍ୟ ବିଜେଡି ସମ୍ପାଦକ ହେଲେ ମିଟୁ ଦାଶ

କେନ୍ଦ୍ରାପଡ଼ା ଜିଲ୍ଲାର ଅନ୍ୟତମ ପ୍ରଭାବଶାଳୀ ଯୁବନେତା ମିଟୁ ଦାଶଙ୍କ ସାଙ୍ଗଠନିକ ଦକ୍ଷତାକୁ ବିଚାରକୁ ନେଇ ରାଜ୍ୟ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ସଂଗଠନକୁ ଅଧିକ...

ବିଜେଡିରେ ସାମିଲ ହେଲେ ଗଣେଶ୍ୱର ବେହେରା

ଭୁବନେଶ୍ୱର,୭ା୪-ନିକଟରେ କଂଗ୍ରେସ ଛାଡ଼ିଥିବା ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ଦଳୀୟ ସମର୍ଥକଙ୍କ ସହ ରବିବାର ବିଜେଡିରେ ମିଶିଛନ୍ତି । ଶଙ୍ଖଭବନକୁ ଆସି ସେ ବିଜେଡିରେ ସାମିଲ ହୋଇଛନ୍ତି...

ମନ୍ଦିରରୁ ଲକ୍ଷାଧିକ ଟଙ୍କାର ଆସବାବପତ୍ର ଚୋରୀ

କେନ୍ଦ୍ରାପଡ଼ା, ୬ା୪: କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଚକ୍ରୋଡା ଗ୍ରାମପଞ୍ଚାୟତର କଚେରୀଡିହ ସ୍ଥିତ ଶ୍ରୀବଟେଶ୍ୱର ମହାଦେବଙ୍କ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ଆସବାବପତ୍ର ଚୋରୀ ହୋଇଥିବା ସଦର ଥାନାରେ...

ଗୋଟିଏ ମଞ୍ଚରେ ବିଜେଡି ଆଶୟୀ ପ୍ରାର୍ଥୀ : ଦଳ ମଧ୍ୟରୁ ପ୍ରାର୍ଥୀ କରାଯିବାକୁ ସଭାପତିଙ୍କୁ ଦାବି

କେନ୍ଦ୍ରାପଡ଼ା, ୬ା୪: କେନ୍ଦ୍ରାପଡା ବିଧାନସଭା ନିର୍ବାଚନ ମଣ୍ଡଳୀର ସମସ୍ତ ଆଶୟୀ ପାର୍ଥୀ ଗୋଟିଏ ମଞ୍ଚରେ ଏକାଠି ହୋଇଛନ୍ତି । ସେମାନଙ୍କୁ ସମର୍ଥନ ଜଣାଇ ହଜାର ହଜର ଦଳୀୟ...

ଜଳ ପରିଚାଳନାରେ ତୃଟି , ଶୀତଳ ଭଣ୍ଡାର ନ ଥିବାରୁ ଚାଷୀ ହତାଶ

  ଶିକ୍ଷିତ ଯୁବତୀଯୁବକମାନେ ନିଯୁକ୍ତି ଅଭାବରୁ ବେକାର ଦାଦନ ଖଟିବାକୁ ଯାଉଛନ୍ତି ଶ୍ର୍ରମିକଶ୍ରେଣୀର ଲୋକେ ଚାଷକରି ଲାଭ ପାଉନାହାଁନ୍ତି ଚାଷୀ   ରାଜ୍ୟରେ ଏକଦା ମନ୍ତ୍ରୀପଡ଼ା ଭାବେ...

ଶାନ୍ତିଲତା ବାରିକ ଛୋଟରାୟଙ୍କୁ ଗଭୀର ଶ୍ରଦ୍ଧାଞଳି

କେନ୍ଦ୍ରାପଡା,୬ା୪: ଅପରାହ୍ନରେ ବାରୁଅସ୍ଥିତ ଜିଲ୍ଲାର ଅନ୍ୟତମ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ ଏବଂ ରେଡିଓ ଭାବଗ୍ରାହୀର ମିଳିତ ଆନୁକୂଲ୍ୟରେ ଅନୁଷ୍ଠାନର ଅକ୍ଷୟ ମହାନ୍ତି କକ୍ଷରେ...

କେନ୍ଦ୍ରାପଡା ନିର୍ବାଚନ ମଣ୍ଡଳୀ କଂଗ୍ରେସ କର୍ମକର୍ତ୍ତାଙ୍କ ସମୂହ ଇସ୍ତଫା

କେନ୍ଦ୍ରାପଡ଼ା, ୫/୪: କେନ୍ଦ୍ରାପଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେନ୍ଦ୍ରାପଡା ନଗର କଂଗ୍ରେସ କମିଟି କେନ୍ଦ୍ରାପଡା ଓ ପଟ୍ଟାମୁଣ୍ଡାଇ ବ୍ଲକର କଂଗ୍ରେସ କର୍ମକର୍ତ୍ତାମାନେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ...

 ସଞ୍ଜିବନୀ ବିଦ୍ୟାମନ୍ଦିରର ଚତୁର୍ଦ୍ଦଶ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା, ୫/୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ମାରୁତିଛକ ନିକଟସ୍ଥ ସଞ୍ଜିବନୀ ବିଦ୍ୟାମନ୍ଦିରର ଚତୁର୍ଦ୍ଦଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ପର୍ଯ୍ୟାୟ ପୁରସ୍କାର ବିତରଣ...

ହାଇକୋର୍ଟରେ ହାଜର ହେଲେ କେନ୍ଦ୍ରାପଡା ଡ୍ରେନେଜ୍ ବିଭାଗ ନିର୍ବାହୀ ଯନ୍ତ୍ରୀ

କେନ୍ଦ୍ରାପଡ଼ା, ୫/୪: ସ୍ଥିତିବାନ୍ ଜମିକୁ ଖୋଳି ନଦୀରେ ମିଶାଇବା ଘଟଣାରେ ରୁଜୁ ଅଦାଲତଙ୍କ ଆଦେଶ ଅବମାନନା ମାମଲାର ଶୁଣାଣି ଗୁରୁବାର ଉଚ୍ଚ ନ୍ୟାୟାଳୟରେ ହୋଇଥିଲା । କେନ୍ଦ୍ରାପଡା...

କେନ୍ଦ୍ରାପଡା ବିଧାନସଭା ଯୁବ କଂଗ୍ରେସ ସଭାପତିଙ୍କ କଂଗ୍ରେସରୁ ଇସ୍ତଫା

କେନ୍ଦ୍ରାପଡ଼ା, ୫/୪:କେନ୍ଦ୍ରାପଡା ବିଧାନସଭା ଯୁବ କଂଗ୍ରେସ ସଭାପତି ରତିକାନ୍ତ ସାମଲ ଜାତୀୟ କଂଗ୍ରେସ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଆଜି ରାଜ୍ୟ ଯୁବ କଂଗ୍ରେସ...

ତୃତୀୟ ପର୍ଯ୍ୟାୟରେ ୯ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି

ଭୁବନେଶ୍ୱର,୫ ।୪: ବିଜୁ ଜନତା ଦଳ ( bjd) ଶୁକ୍ରବାର ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ତୃତୀୟ...

ପାନୀୟ ଜଳ ସଙ୍କଟ ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ଗ୍ରାମବାସୀ

କେନ୍ଦ୍ରାପଡ଼ା, ୪ା୪: ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ପାନୀୟଜଳ ସମସ୍ୟା ଉତ୍କଟ ହେବାରେ ଲାଗିଛି । ଏଭଳି ସମସ୍ୟାରେ ଉବୁଟୁବୁ ହେଉଥିବା କେନ୍ଦ୍ରାପଡା ଜିଲ୍ଲାର...

ଇନ୍ଦୁପୁର ବାରୁଣୀ ଯାତ୍ରା ପାଇଁ ପ୍ରସ୍ତୁତି

କେନ୍ଦ୍ରାପଡ଼ା, ୪ା୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଇନ୍ଦୁପୁରରେ ଚଳିତ ବର୍ଷ ମହାବାରୁଣୀ ଯାତ୍ରା ଆସନ୍ତା ୬ତାରିଖରେ ଅନୁଷ୍ଠିତ ହେବ । ଦୀର୍ଘବର୍ଷ ପରେ ଚଳିତ ବର୍ଷ ମହାଯୋଗ...

ପୂର୍ବତନ ବିଧାୟିକା ସରସ୍ୱତୀ ଦେବୀଙ୍କୁ ଶ୍ରଦ୍ଧାଞ୍ଜଳି

କେନ୍ଦ୍ରାପଡ଼ା, ୪/୪: ରାଜନଗରର ପୂର୍ବତନ ବିଧାୟିକା ସ୍ୱର୍ଗତ ସରସ୍ୱତୀ ଦେବୀଙ୍କ ୨୩ତମ ଶ୍ରାଦ୍ଧ ବାର୍ଷିକ ପାଳିତ ହୋଇଯାଇଛି । ଏହି ଅବସରରେ ଉପସ୍ଥିତ ଥିବା ସଦସ୍ୟମାନେ ପ୍ରଥମେ...

ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କର ନିର୍ଦ୍ଦେଶକ ମନୋନୀତ

କେନ୍ଦ୍ରାପଡ଼ା, ୪/୦୪: ରାଜ୍ୟସରକାରଙ୍କ ସୁପାରିଶ କ୍ରମେ ରାଜ୍ୟ ସମବାୟ ନିବନ୍ଧକ କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କ ପରିଚାଳନା ପରିଷଦର ନିର୍ଦ୍ଦେଶକ ଭାବେ ବର୍ଷିୟାନ ସମାଜସେବୀ ଶଙ୍କର୍ଷଣ ପଣ୍ଡା ଓ...

ଶତାଧିକ ବିଜେଡି କର୍ମୀଙ୍କୁ ନେଇ ପଟ୍ଟାମୁଣ୍ଡାଇ ବ୍ଲକ ସ୍ତରୀୟ ବିଶାଳ ସମାବେଶ

ଆସନ୍ତା ସାଧାରଣ ନିର୍ବାଚନ ପାଇଁ ରାଜନଗର ନିର୍ବାଚନମଣ୍ଡଳୀ ବିଜେଡି ପକ୍ଷରୁ ପଟ୍ଟାମୁଣ୍ଡାଇ ବ୍ଲକର ୧୯ ପଂଚାୟତକୁ ନେଇ ଏକମିଳିତ ବିଶାଳ କର୍ମୀ ସମାବେଶ ଅନୁଷ୍ଠିତ ହୋଇଯାଇଛି ।...

ପଟ୍ଟାମୁଣ୍ଡାଇ କଲେଜରେ ଏଡ଼ସ ସଚେତନତା

ପଟ୍ଟାମୁଣ୍ଡାଇ କଲେଜ ରେଡକ୍ରସ ଓ ରେଡରିବନ କ୍ଲବ ପକ୍ଷରୁ ଏଡ଼ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ...

ପାଣିରେ ବୁଡି ଶିଶୁପୁତ୍ରର ମୃତ୍ୟୁ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅଧିନ କଖାରୁଣି ପଂଚାୟତ ଓସଙ୍ଗରା ଗାଁରେ ଗୁରୁବାର ସଂନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟିଥିବା ଖବର ମିଳିଛି । ପୋଖରୀରେ...

ମୁକୁଳା ଡ୍ରେନ୍‌ରେ ପଡ଼ି ଚାଲିଗଲା ଜଣଙ୍କ ଜୀବନ

କଟକ : ମୁକୁଳା ଡ୍ରେନ୍‌ରେ ପଡ଼ି ଜଣକର ଜୀବନ ଯାଇଛି । ସିଆରଆରଆଇ ଥାନା ଅନ୍ତର୍ଗତ ନୂଆବଜାର ମହିମାନଗରରେ ଘଟିଛି ଏହି ଅଘଟଣ । ଗୁରୁବାର ସକାଳୁୁ...

ଅସହ୍ୟ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ : ଅଘୋଷିତ ବିଦ୍ୟୁତ୍ କାଟ ବଢାଉଛି ସମସ୍ୟା

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ବାରମ୍ବାର ଅଘୋଷିତ ବିଦ୍ୟୁତ୍ କାଟ ଲୋକଙ୍କୁ ଅତିଷ୍ଠ କରିଦେଉଛି । ଦିନରେ ତାତି ଓ ରାତିରେ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବାରୁ...

ଅଂଶୁମାନ ଓ ଗଣେଶ୍ୱରଙ୍କ ଇସ୍ତଫା କଂଗ୍ରେସଦଳ ପାଇଁ କିଛି ଫରକ ପଡିବନି- ହଳଧର

କେନ୍ଦ୍ରାପଡ଼ା, ୩ା୪: ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ଓ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ ଇସ୍ତଫା ପ୍ରଦାନ କଂଗ୍ରେସ ଦଳ ପାଇଁ କିଛି ଫରକ ପଡିବନି ବୋଲି...

ଗ୍ରୀଷ୍ମ ପ୍ରବାହ ଜନିତ ଅଂଶୁଘାତ ସମସ୍ୟାର ମୁକାବିଲା ପାଇଁ ସମୀକ୍ଷା ବୈଠକ

କେନ୍ଦ୍ରାପଡ଼ା, ତା ୦୩/୦୪: ରାଜ୍ୟରେ ଆରମ୍ଭ ହୋଇଯାଇଛି ଗ୍ରୀଷ୍ମର ଲହରୀ । ଏହାର ମୁକାବିଲା ପାଇଁ ସଂପୃକ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କ ସହ ଏକ ସମୀକ୍ଷା ବୈଠକ ଜିଲ୍ଲାପାଳଙ୍କ...

ଶିକ୍ଷୟତ୍ରୀଙ୍କ ସଡକ ଦୁର୍ଘଟଣାରେ ମୃତ୍ୟୁ : ଚକ୍ଷୁ ଦାନ କଲେ ପରିବାର ଲୋକେ

କେନ୍ଦ୍ରାପଡ଼ା, ୩ା୪: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ତରାଣ୍ଡୋ ଗ୍ରାମର ଅବିବାହିତା ଶିକ୍ଷୟତ୍ରୀ ଯମୁନା ସାମଲ(୫୫)ଙ୍କ ଆଜି ଏକ ସଡକ ଦୁର୍ଘଟଣାରେ ମୃତ୍ୟୁ ହୋଇଯାଇଛି । ତାଙ୍କର ଦୁଇଟି...

ହିନ୍ଦୁ ନବବର୍ଷ ପାଳନ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡା ୩/୪ : ସାମାଜିକ ସଂଗଠନ ‘ଜୟ ରାଷ୍ଟ୍ର' ପକ୍ଷରୁ ସ୍ଥାନୀୟ ବାରଙ୍ଗେଇ ଠାକୁରାଣୀ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ପାଳନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି...