ଆଇନଜୀବୀଙ୍କ ଘରୁ ଚୋରୀ ଓ ଆକ୍ରମଣ ଘଟଣା ; ଆସାମୀଙ୍କୁ ତୁରନ୍ତ ଗିରଫ କରିବାକୁ ଓକିଲ ସଂଘର ଦାବୀ
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ବଡ଼ମୂଳବସନ୍ତ ପଂଚାୟତ ପୋହଳ ଛକ ନିକଟସ୍ଥ ବଡ଼ମୂଳବସନ୍ତ ଗ୍ରାମର ସରକାରୀ ଓକିଲ ଭୀମସେନ ପ୍ରଧାନ ଓ ତାଙ୍କ ପତ୍ନୀ...
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ବଡ଼ମୂଳବସନ୍ତ ପଂଚାୟତ ପୋହଳ ଛକ ନିକଟସ୍ଥ ବଡ଼ମୂଳବସନ୍ତ ଗ୍ରାମର ସରକାରୀ ଓକିଲ ଭୀମସେନ ପ୍ରଧାନ ଓ ତାଙ୍କ ପତ୍ନୀ...
କେନ୍ଦ୍ରାପଡ଼ା,୨୧ା୩: କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ହେଉଛି ଏହି ଜିଲ୍ଲାର ସର୍ବପ୍ରାଚୀନ ଓ ସର୍ବବୃହତ ଉଚ୍ଚଶିକ୍ଷାନୁଷ୍ଠାନ । ଏହି କମ୍ପୋଜିଟ ଶିକ୍ଷାନୁଷ୍ଠାନରେ ଏବେ ଯୁକ୍ତ ଦୁଇ ସହ, ଯୁକ୍ତ...
କେନ୍ଦ୍ରାପଡ଼ା,୨୦ା୩: ଜିଲ୍ଲା ଯାତ୍ରା କମିଟି ମହାସଙ୍ଘ, କେନ୍ଦ୍ରାପଡ଼ା ଏବଂ ଓଡିଆ କଳା ସଂସ୍କୃତି ପୁନରୁଦ୍ଧାର ସମିତିର ମିଳିତ ଆନୁକୂଲ୍ୟରେ ସହର ସନ୍ନିକଟ ଶ୍ୟାମସୁନ୍ଦରପୁର ଗଡାସ୍ଥିତ ଚଣ୍ଡିଆ ପ୍ୟାଲେସରେ...
କେନ୍ଦ୍ରାପଡା ବିଧାନସଭା ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ବ୍ଲକର ସିଂହଗାଁ ପଞ୍ଚାୟତରେ ଏକ ନିର୍ବାଚନୀ ବୈଠକ ସିଂହଗାଁଠାରେ ପଞ୍ଚାୟତ ସଭାପତି ଦୀପକ କୁମାର ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି ।...
କେନ୍ଦ୍ରାପଡ଼ା, ୧୯ା୩: କେନ୍ଦ୍ରାପଡା ରିଲାଏନ୍ସ ପେଟ୍ରୋଲ ପମ୍ପର ବେଆଇନ ପେଟ୍ରୋଲ କାରବାର ବିରୋଧରେ ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ସଦସ୍ୟ ଆଇନଜୀବୀ ବିଧୁଭୂଷଣ ମହାପାତ୍ର ବେସାମରିକ ଯୋଗାଣ...
କେନ୍ଦ୍ରାପଡ଼ା, ୧୯ା୩: ପୁରାଣ ଓ ଇତିହାସ ପ୍ରସିଦ୍ଧ ଶ୍ରୀ ଶ୍ରୀ ସିଦ୍ଧବଳଦେବଜୀଉ ମହାପ୍ରଭୁଙ୍କ ଅଲୈାକିକ ମହିମାର ପ୍ରଚାର ପ୍ରସାର ପାଇଁ ପ୍ରଥମ ଥର ‘ତୁଳସୀ କ୍ଷେତ୍ର ପରିକ୍ରମା...
କେନ୍ଦ୍ରାପଡା ୧୯/୩ - ଆଡଭୋକେଟ୍ ଶାରଦା ପ୍ରସାଦ ଦାସ(୬୪)ଙ୍କର ଗତକାଲି ରାତିରେ ହୃଦଘାତରେ ବିୟୋଗ ହୋଇଯାଇଛି । ନିଜେ ଜଣେ କଳା ସଂସ୍କୃତି ସମ୍ପନନୃତ୍ୟ ସଂଗୀତ ଅଭିନୟ...
କେନ୍ଦ୍ରାପଡ଼ା, ୧୯ା୩: ଭୁବନେଶ୍ୱରଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଚିତ୍ରକଳା ପ୍ରତିଯୋଗୀତାରେ କେନ୍ଦ୍ରାପଡ଼ାସ୍ଥିତ ପି.ଏମ୍.ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ର ଏନ୍.କେ. କୁନାଲ୍ ଭାଗ ନେଇ ପ୍ରଥମ ସ୍ଥାନ ଅଧିକାର କରି...
ସୋମବାର ନବୀନ ନିବାସରେ ପୁରୀ ଓ କେନ୍ଦ୍ରାପଡା ସଂସଦୀୟ କ୍ଷେତ୍ରର ନେତା ଏବଂ ବିଧାୟକ ଦାୟିତ୍ୱରେ ଥିବା ପର୍ଯ୍ୟବେକ୍ଷକଙ୍କୁ ନେଇ ଏକ ବୈଠକ ବସିଛି। ନିର୍ବାଚନ ତାରିଖ...
ଆଗାମୀ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ରାଜ୍ୟ ଭାଜପା ନେତୃତ୍ୱଙ୍କ ନିର୍ଦେଶରେ କେନ୍ଦ୍ରାପଡା ଜିଲ୍ଲା ରାଜନଗର ନିର୍ବାଚନ ମଣ୍ଡଳୀ ଭାଜପା ପକ୍ଷରୁ ଦଳର ସଂଗଠନକୁ ତୃଣମୂଳ...
କେନ୍ଦ୍ରାପଡା, ୧୮ା୩: କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ଅଧିକାରୀ ଭାବେ ଆଜି ନବରଙ୍ଗପୁରର ପୂର୍ବ ଡିଇଓ ପ୍ରଦୀପ କୁମାର ନାଗ ଦାୟିତ୍ୱ ଗ୍ରହଣ କରିବା ପରେ ଶିକ୍ଷକ ସଂଘ...
କେନ୍ଦ୍ରାପଡା: କେନ୍ଦ୍ରାପଡା ଏମ୍ ପାୱାର ପବ୍ଲିକ ସ୍କୁଲ ଗରାପୁରର ୭ମ ବାର୍ଷିକ ଉତ୍ସବ କେନ୍ଦ୍ରାପଡା ସଂସ୍କୃତି ଭବନ ଠାରେ ପାଳିତ ହୋଇଯାଇଛି । ସ୍କୁଲର ପ୍ରିନ୍ସପାଲ୍ ସ୍ନେହା...
କେନ୍ଦ୍ରାପଡ଼ା,୧୭ା୩: ସୁସ୍ଥ ଗଣତନ୍ତ୍ରର ପରମ୍ପରାକୁ ବଜାୟ ରଖିବା ପାଇଁ ଆମେ ନିଷ୍ଠାର ସହ ପାଳନ କରିବୁ ଆଦର୍ଶ ଆଚରଣ ବିଧି । ଜିଲ୍ଲା ପ୍ରଶାସନକୁ ଏ ଦିଗରେ...
କେନ୍ଦ୍ରାପଡ଼ା,୧୭ା୩: ନିର୍ବାଚନ ଆଦର୍ଶ ଆଚରଣ ବିଧିକୁ କଡ଼ାକଡ଼ିଭାବେ ପାଳନ କରାଯିବ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର...
ଭାରତରେ ଏବେ ସାଧାରଣ ନିର୍ବାଚନ ଲାଗି ବିଗୁଲ ବାଜି ସାରିଛି । ପ୍ରତ୍ୟେକ ରାଜନୈତିକ ଦଳ ଭୋଟରଙ୍କୁ ଆକୃଷ୍ଟ କରିବା ଲାଗି ବିଭିନ୍ନ ପ୍ରକାର ଲୋଭନୀୟ ପ୍ରତିଶ୍ରୁତି...
ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ବଡ଼ମୂଳବସନ୍ତ ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଏକ ବଡ଼ଧରଣର ଚୋରୀ ହୋଇଯାଇଛି । ଏପରିକି ଘଟଣାସ୍ଥଳରୁ ୧୦୦ମିଟର ଦୁରେଇ ଥିବା ହାଇସ୍କୁଲ...
ଭୁବନେଶ୍ୱର,୧୬ା୩: ଶନିବାର ଭାରତ ନିର୍ବାଚନ ଆୟୋଗ ରାଜ୍ୟରେ ୨୧ଟି ଲୋକ ସଭା ଏବଂ ୧୪୭ ବିଧାନସଭା ପାଇଁ ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି...
୨୦୨୪ ଲୋକ ସଭା ସହ ଓଡ଼ିଶା ବିଧାନସଭା ଲାଗି ନିର୍ବାଚନ ତାରିଖ ଘୋଷଣା କରାଯାଇଛି । ଦେଶରେ ୭ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ...
ଭୁବନେଶ୍ୱର,୧୬ା୩- ସାଧାରଣ ନିର୍ବାଚନ ୨୦୨୪ ପାଇଁ ଶନିବାର ତାରିଖ ଘୋଷଣା ହୋଇଛି । ଏନେଇ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଏକ ପ୍ରେସ୍ମିଟ୍ରେ ଭାରତୀୟ ନିର୍ବାଚନ କମିଶନ ରାଜୀବ...
କେନ୍ଦ୍ରାପଡ଼ା, ୧୬ା୩: କେନ୍ଦ୍ରାପଡା ପୌରସଂସ୍ଥା ପକ୍ଷରୁ ଶୁକ୍ରବାର ଅପରାହ୍ନରେ ସହରର ତିନିମୁହାଣି ମାର୍କେଟ୍ରେ ପଲିଥିନ ବିରୋଧୀ ଅଭିଯାନ ଚାଲିଥିବା ବେଳେ ପଲିଥିନ ଜବତକୁ ନେଇ ଜନୈକ ବ୍ୟବସାୟୀ...
କେନ୍ଦ୍ରାପଡ଼ା, ୧୬ା୩: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଭାରତୀୟ ସ୍ଥଳସେନା ପକ୍ଷରୁ ଅଗ୍ନିବୀର ସ୍କିମ୍ ସମ୍ପର୍କରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଏନ୍ସିସି ୟୁନିଟ୍...
କେନ୍ଦ୍ରାପଡ଼ା, ୧୬ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଇନ୍ଦୁପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ନିଖିଳ ଓଡିଶା ଆଶାକର୍ମୀ ସଂଘ ସିଏଚ୍ସି କମିଟି ପକ୍ଷରୁ ଆଜି ଗଣଧାରଣା ଦିଆଯାଇଥିଲା ।...
ଲୋକ ସଭା ନିର୍ବାଚନ ସହ ଓଡିଶା ସମେତ ୫ଟି ରାଜ୍ୟର ବିଧାନସଭା ନିର୍ବାଚନ ତାରିଖ କେନ୍ଦ୍ର ନିର୍ବାଚନ କମିଶନ ଘୋଷଣା କରିଛନ୍ତି । ଓଡିଶାରେ ୪ଟି ପର୍ଯ୍ୟାୟରେ...
କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଧୋୟାଂଚଳର ବନ୍ୟା ବିପନ୍ନ ଲୋକମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନ ଘୋଷଣା ପୂର୍ବରୁ ଏକ ବୃହତ ସୌର ଆଲୋକୀକରଣ ପ୍ରକଳ୍ପ ଭେଟି...