kanika odisha

ଭୋଜି ଖାଇ ୪୦ ଅସୁସ୍ଥ: ୧୬ ମେଡିକାଲରେ ଭର୍ତି

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଳକ ଅନ୍ତର୍ଗତ ବିଲିକଣା ଗ୍ରାମର ଶ୍ରୀଧର ବେହେରାଙ୍କ ଘରେ ଭୋଜି ଖାଇ ୪୦ ଜଣ ଅସୁସ୍ଥ ହୋଇପଡିଛନ୍ତି । ଏମାନଙ୍କ ମଧ୍ୟରୁ ୧୬...

ବାଜିଲା ନିର୍ବାଚନୀ ବିଗୁଲ୍ , ଘୋଷଣା ହେଲା ନିର୍ବାଚନ ତାରିଖ, ଓଡ଼ିଶାରେ ୪ ପର୍ଯ୍ୟାୟରେ ଭୋଟ୍‌

ଭୁବନେଶ୍ୱର,୧୬ା୩: ବାଜିଲା ନିର୍ବାଚନୀ ବିଗୁଲ୍ । ଶନିବାର ସାଧାରଣ ନିର୍ବାଚନ ନେଇ ତାରିଖ ଘୋଷଣା ହୋଇଛି । ଏନେଇ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଏକ ପ୍ରେସ୍‌ମିଟ୍‌ରେ ଭାରତୀୟ...

ପେନସନ ପୋକ୍ଟେସନ ଦାବିରେ ସାମ୍ବାଦିକଙ୍କ ପ୍ରତିବାଦ

କେନ୍ଦ୍ରାପଡ଼ା,୧୫ା୩: କେନ୍ଦ୍ରାପଡା ଜିଲ୍ଲା ସାମ୍ବାଦିକ ୟୁନିଅନ ଓୟୁଜେ ନିର୍ଦ୍ଦେଶରେ ସାମ୍ବାଦିକମାନଙ୍କୁ ପେନସନ ପ୍ରୋକ୍ଟେସନ ଦାବିରେ କଳାବ୍ୟାଚ ପରିଧାନ କରି ପ୍ରତିବାଦ ଜଣାଇଛନ୍ତି । ସରକାର ସବୁ ଶ୍ରେଣୀର...

ବିଶ୍ୱ ସ୍ତରୀୟ ଆଇନ ଉପଭୋକ୍ତା ସଚେତନତା କର୍ମଶାଳା

କେନ୍ଦ୍ରାପଡ଼ା,୧୫ା୩ : ଇଚ୍ଛାପୁରର ଶ୍ୟାମକାଳୀ ଏନକ୍ଲେଭରେ ଏକ ଜିଲ୍ଲାସ୍ତରୀୟ ଉପଭୋକ୍ତା ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ସତ୍ୟସାଇ ବୈଷୟିକ ଅଗ୍ରଗତି ସେବା ସଂସ୍ଥାର ସହଯୋଗରେ...

ଇଲୋକ୍ଟରଲ ବଣ୍ଡକୁ ନେଇ ଅମିତ ଶାହାଙ୍କ ବଡ ବୟାନ

  ସୁପ୍ରିମକୋର୍ଟଙ୍କ କଡା ନିର୍ଦ୍ଦେଶ ପରେ ଏସବିଆଇ ନିର୍ବାଚନୀ ବଣ୍ଡର ତଥ୍ୟ ସାର୍ବଜନୀନ କରିଛି । ଏଥିରେ ଦେଶର ବିଭିନ୍ନ ପାର୍ଟିକୁ କୌଣସି ବ୍ୟକ୍ତି କିମ୍ବା କମ୍ପାନୀ...

ମେଣ୍ଟ ଚର୍ଚ୍ଚା ମଧ୍ୟରେ ଅମିତ ଶାହାଙ୍କ ବଡ଼ ବୟାନ , ରାଜନୀତିରେ ଫିଜିକ୍ସ କାମ ଦିଏନାହିଁ ; ୧ ଯୁକ୍ତ ୧ ସବୁବେଳେ ଦୁଇ ହୋଇନଥାଏ ବେଳେବେଳେ ଏହା ୧୧ ମଧ୍ୟ ହୋଇଥାଏ

ଓଡ଼ିଶାରେ ଭାରତୀୟ ଜନତା ପାର୍ଟି(ଭାଜପା) ଏବଂ ବିଜୁ ଜନତା ଦଳ(ବିଜେଡି) ମଧ୍ୟରେ ମେଂଟକୁ ନେଇ ଉଭୟ ଦଳର କର୍ମୀଙ୍କ ସହ ନେତା ଦ୍ୱନ୍ଦରେ ଥିବାବେଳେ ଏହାକୁ ନେଇ...

ନବନିର୍ମିତ ମାର୍କେଟକମ୍ପେ୍ଲକ୍ସର ଗୃହ ବଣ୍ଟନକୁ ନେଇ କାଉନସିଲ ଦୁଇଫାଳ

କେନ୍ଦ୍ରାପଡ଼ା, ୧୫ା୩: କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ପୁରୁଣା ବସଷ୍ଟାଣ୍ଡରେ ଏକ ଦୁଇମହଲା ବିଶିଷ୍ଟ ମାର୍କେଟ କମ୍ପେ୍ଲକ୍ସ କିଛିଦିନ ତଳେ ଉଦଘାଟିତ ହୋଇଛି । ସେହି ମାର୍କେଟ କମ୍ପେ୍ଲକ୍ସରେ...

ଶିକ୍ଷକନେତା ଗୋଲକ ସାହୁ ଶ୍ରାଦ୍ଧ ବାର୍ଷିକୀ ଓ ସ୍ମରଣିକା ଉନ୍ମୋଚନ

ବିପ୍ଲବୀ ଶିକ୍ଷକ ନେତା ନିଖିଲ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘର ପୂର୍ବତନ ସଭାପତି ସ୍ୱର୍ଗତ ଗୋଲେଖ ବିହାରୀ ସାହୁଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଓ ସ୍ମରଣିକା...

ଉତ୍କଳମଣି ଯୁବକ ସଂଘ ପକ୍ଷରୁ ଭୋଟର ସଚେତନତା ଶିବିର

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ କଲେଜ ପରିସରରେ ପଟ୍ଟାମୁଣ୍ଡାଇ ମହାବିଦ୍ୟାଳୟ , ନେହେରୁ ଯୁବ କେନ୍ଦ୍ର କେନ୍ଦ୍ରାପଡ଼ା, ଜାତୀୟ ସେବା ଯୋଜନା ଓ ଅଗ୍ରଣୀ ସ୍ୱେଚ୍ଛାସେବୀ ସଙ୍ଗଠନ ଉତ୍କଳମଣି...

ଆସନ୍ତାକାଲି ଘୋଷଣା ହେବ ନିର୍ବାଚନ ତାରିଖ

ନୂଆଦିଲ୍ଲୀ ୧୫ା୩: ଆସନ୍ତାକାଲି ଅର୍ଥାତ୍ ଶନିବାର ଘୋଷଣା ହେବ ଲୋକସଭା ନିର୍ବାଚନ ତାରିଖ । ନିର୍ବାଚନ ଆୟୋଗ ଶନିବାର ଅପରାହ୍ନ ୩ଟାରେ ଲୋକସଭା ନିର୍ବାଚନର ତାରିଖ ଘୋଷଣା...

କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର ନୂତନ ଗୃହର ଶିଳାନ୍ୟାସ

କେନ୍ଦ୍ରାପଡ଼ା, ୧୪ା୩: କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର ନୂତନ ଗୃହକୁ ଆଜି ଅପରାହ୍ନରେ କେନ୍ଦ୍ରାପଡା ବିଦାୟକ ଶଶିଭୂଷଣ ବେହେରା ଶିଳାନ୍ୟାସ କରିଅଛନ୍ତି । ଦୁହୁରିଆ ସ୍ଥିତ ଏକ...

ବିଜେଡି-ବିଜେପି ମଧ୍ୟରେ କେବେଠୁ ମେଣ୍ଟ ହୋଇସାରିଛି : ଗଣେଶ୍ୱର ବେହେରା

ବିଜେଡି-ବିଜେପି ମେଣ୍ଟ ଚର୍ଚ୍ଚା ମଧ୍ୟରେ କଂଗ୍ରେସ ପ୍ରତିକ୍ରିୟା ଦେଇଛି । ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା କହିଛନ୍ତି, କହିଲେ, ମେଣ୍ଟ ହେଲେ ରାଜ୍ୟରେ ପ୍ରକୃତ ବିରୋଧୀ କିଏ...

ନବୀନ ନିବାସରେ ସରିଲା ଗୁରୁତ୍ୱପୂର୍ଣ୍ଣ ବୈଠକ, ମେଣ୍ଟକୁ ନେଇ ଏମିତି କହିଲା ବିଜେଡି

ଭୁବନେଶ୍ବର,୧୪।୩:ନବୀନ ନିବାସରେ ସରିଲା ବିଜେଡିର ଗରୁତ୍ୱପୂର୍ଣ୍ଣ ବୈଠକ । ବୈଠକ ପରେ ଗଣମାଧ୍ୟମ ସାମ୍ନାରେ ଉପସଭାପତି ଦେବୀ ମିଶ୍ର ପ୍ରତିକ୍ରିୟା ରଖି କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ସହ ବରିଷ୍ଠ...

ଝୁଲାବସ୍ଥାରେ ଅଟକିଛି ମେଣ୍ଟ , ବିଜେପି ସଭାପତି ସ୍ପଷ୍ଟ କହିଲେ ଏକାକୀ ଲଢ଼ିବୁ , ଗଣମାଧ୍ୟମରେ କୌଣସି ସ୍ପଷ୍ଟ ଚିତ୍ର ଅଫିସିଆଲି ଭାବେ ଘୋଷଣା କରାଯାଇ ନାହିଁ

ରାଜ୍ୟ ରାଜନୀତିରେ ଘଡିକେ ଘୋଡା ଛୁଟୁଛି । ମେଣ୍ଟ ହେବ ନା ନାହିଁ ତାହା ନେଇ ଏବେ ବି ସସପେନ୍ସ ଲାଗି ରହିଛି । ବିଜେପିର ରାଜ୍ୟ...

ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ୍ ଉଦ୍‌ଘାଟିତ

କେନ୍ଦ୍ରାପଡ଼ା, ୧୩ା୩: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ଯୋଗେ କେନ୍ଦ୍ରାପଡ଼ା ଇଛାପୁର ସାମଗୁଡ଼ିଆ ନିକଟସ୍ଥ ନବନିର୍ମିତ ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ୍‌ର ଶୁଭ ଉଦ୍‌ଘାଟନ କରିଛନ୍ତି...

ଜାତୀୟ ରାଜପଥ ନିର୍ମାଣରେ ଜଳ ସେଚନ ଓ ନିଷ୍କାସନ ଉପର ଧ୍ୟାନ ଦେବାକୁ କୃଷକ ବିକାଶ ପରିଷଦର ଜିଲ୍ଲାପାଳଙ୍କୁ ଦାବି , ୮ ଲେନ ବିଶିଷ୍ଟ ଜାତୀୟ ରାଜପଥ ନିର୍ମାଣ ସମୟରେ ଜିଲ୍ଲାର ଜଳସେଚନ ଓ ଜଳ ନିଷ୍କାସନ ଉପରେ ଗୁରୁତ୍ୱ ଦେବାକୁ କୃଷକ ବିକାଶ ପରିଷଦର ଦାବି

କେନ୍ଦ୍ରାପଡ଼ା, ୧୩ା୩ : ଦୈତାରୀ ପାରାଦୀପ ଜାତୀୟ ରାଜପଥ ଯାଜପୁର ଜିଲ୍ଲାରୁ ଜଗତସିଂହପୁର ଜିଲ୍ଲାକୁ କେନ୍ଦ୍ରାପଡ଼ା ଜିଲ୍ଲା ମଧ୍ୟ ଦେଇ ପାରାଦୀପ ପର୍ଯ୍ୟନ୍ତ ଯାଇଅଛି । ହରିଦାସପୁର–ପାରାଦୀପ...

ପୂର୍ବତନ ସରପଞ୍ଚ ଦୁର୍ଯ୍ୟୋଧନ ରାଉତଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଅଂଶୁମାନ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟମୁଣ୍ଡାଇ ଦୋଷିଆ ପଂଚାୟତର ପୂର୍ବତନ ସରପଞ୍ଚ ବିଶିଷ୍ଟ ସମାଜସେବୀ ତଥା ପୂର୍ବତନମନ୍ତ୍ରୀ ନଳିନୀକାନ୍ତ ମହାନ୍ତିଙ୍କ ଘନିଷ୍ଠ ସହଯୋଗୀ ଦୁର୍ଯ୍ୟୋଧନ ରାଉତଙ୍କର ପରଲୋକ ହୋଇଯାଇଛି ।...

ପଟ୍ଟାମୁଣ୍ଡାଇ ବ୍ଲକ ମିଶନଶକ୍ତି ଗୃହ ଉଦଘାଟିତ

ଓଡିଶା ପ୍ରଗତିର ସାରଥୀ ମହିଳାମାନଙ୍କୁ ପ୍ରତି କ୍ଷେତ୍ରରେ ସଶକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଅନେକ ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିବା ସହିତ ପ୍ରତି ବ୍ଲକରେ...

ପଟ୍ଟାମୁଣ୍ଡାଇରେ କଂଗ୍ରେସକୁ ସଶକ୍ତ କରିବା ପାଇଁ ନେତାଙ୍କ ବୈଠକ

କେନ୍ଦ୍ରାପଡ଼ା ଜିଲ୍ଲା କଂଗ୍ରେସ ସଭାପତି ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ନିଜର ସମର୍ଥକଙ୍କ ସହିତ ବିଜେଡିରେ ସାମିଲ ହେବା ପରେ ପଟ୍ଟାମୁଣ୍ଡାଇ କଂଗ୍ରେସରେ ନେତୃତ୍ୱ ସଂକଟ ସୃଷ୍ଟି...

ରାଜ୍ୟରେ ଆଉ ୨୨ଟି ନୂଆ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବା ବିଷୟ...

ପିସିସି ସଂଖ୍ୟାଲଘୁ ବିଭାଗର ସାଧାରଣ ସମ୍ପାଦକ ହେଲେ କେନ୍ଦ୍ରାପଡାର ସୟଦ ଅବଦୁଲ ସତ୍ତାର

କେନ୍ଦ୍ରାପଡ଼ା, ୧୨ା୩: ଓଡିଶା ପ୍ରଦେଶ କଂଗ୍ରେସ କମିଟି ସଂଖ୍ୟାଲଘୁ ବିଭାଗର ସାଧାରଣ ସମ୍ପାଦକ ଭାବେ କେନ୍ଦ୍ରାପଡା ଜିଲ୍ଲା କଂଗ୍ରେସ ସଂଖ୍ୟାଲଘୁ ସେଲ ଅଧ୍ୟକ୍ଷ ସୟଦ ଅବଦୁଲ ସତ୍ତାରଙ୍କୁ...

ମେଣ୍ଟ ରାଜନୀତି : ତୃଣମୂଳସ୍ତରରେ କର୍ମୀ ନିରାଶ

ଓଡ଼ିଶାର ରାଜନୀତି ଉଠୁଛି ପଡୁଛି । ଗୋଟାଏ ସପ୍ତାହ ହେଲା ରାଜ୍ୟ ଶାସକ ଦଳ ଓ ମୁଖ୍ୟ ବିରୋଧି ଦଳ ଭାରତୀୟ ଜନତା ପାର୍ଟି ମଧ୍ୟରେ ମେଣ୍ଟ...

ମାର୍ଚ୍ଚ ୧୧ ଓ ୧୨ରେ ଓଷ୍ଟାର ସଂକଳ୍ପ ସମାବେଶ ନିଆଯିବ ଚରମ ନିଷ୍ପତ୍ତି

କେନ୍ଦ୍ରାପଡ଼ା, ୯ା୩: ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) କେନ୍ଦ୍ରାପଡା ଜିଲ୍ଲା ଶାଖା ପକ୍ଷରୁ ମାର୍ଚ୍ଚ ୧୧ ଓ ୧୨ ଦୁଇଦିନ ଧରି ସଂକଳ୍ପ ସମାବେଶ ହେବ...

ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

କେନ୍ଦ୍ରାପଡ଼ା, ୯ା୩: ଆଜି କେନ୍ଦ୍ରାପଡାରେ ଏ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା...