ବିଶିଷ୍ଟ ସମାଜସେବୀ ସ୍ୱର୍ଗତଃ ଗୁରୁଚରଣ ଦାସଙ୍କ ଚତୁର୍ଦ୍ଦଶତମ ଶ୍ରାଦ୍ଧ ବାର୍ଷିକୀ ପାଳିତ

7 December 2025 kanika odisha 0

କେନ୍ଦ୍ରାପଡ଼ା ତା. ୭/୧୨: ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ପ୍ରଚାରକ,ଭାରତୀୟ ଜନ ସଙ୍ଘ ଓ ଭାରତୀୟ ଜନତା ପାର୍ଟିର ରାଜନେତା, ପ୍ରବୀଣ ସାମ୍ବାଦିକ ତଥା ମହାକାଳପଡ଼ା ସହାବାଜପୁର ନିବାସୀ ସ୍ୱର୍ଗତଃ ଗୁରୁ ଚରଣ ଦାସଙ୍କ […]

ପୂର୍ବତନ ସୈନିକ ଭେଟେରାନ ହାବିଲଦାର କୈଳାସ ଚନ୍ଦ୍ର ପ୍ରଧାନଙ୍କ ହୃଦଘାତରେ ଦେହାନ୍ତ

7 December 2025 kanika odisha 0

କେନ୍ଦ୍ରାପଡା ୭/୧୨: ପୂର୍ବତନ ସୈନିକ ସଂଘ କେନ୍ଦ୍ରାପଡା ଜିଲ୍ଲା ସଂଗଠନର ଅବସର ପ୍ରାପ୍ତ ପୂର୍ବତନ ସୈନିକ ଭେଟେରାନ ହାବିଲଦାର କୈଳାସ ଚନ୍ଦ୍ର ପ୍ରଧାନଙ୍କ ଗତ ଶନିବାର ଦିନ ଡାଳିଜି ଗ୍ରାମରେ ହୃଦଘାତରେ ଦେହାନ୍ତ ହୋଇଯାଇଛି […]

ବାଲିଆ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ କ୍ରୀଡା ପ୍ରତିଯୋଗିତା

6 December 2025 kanika odisha 0

କେନ୍ଦ୍ରାପଡ଼ା,୬ା୧୨:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭାଗବତପୁର ପଞ୍ଚାୟତର ବାଲିଆସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ବିଦ୍ୟାମନ୍ଦିର ପରିଚାଳନା ସମିତି ସଭାପତି ପ୍ରମୋଦ କୁମାର ସାହୁଙ୍କ […]

ବ୍ଲକ ସ୍ତରୀୟ ସାଂସଦ ଖେଳ ମହୋତ୍ସବ

6 December 2025 kanika odisha 0

ପଟ୍ଟାମୁଣ୍ଡାଇ ୬/୧୨ – ପଟ୍ଟାମୁଣ୍ଡାଇ ବ୍ଲକ ସ୍ତରୀୟ ସାଂସଦ ଖେଳ ମହୋତ୍ସବ ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲରେ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ସାଂସଦ ଖେଳ ମହୋତ୍ସବ ସଂଯୋଜକ […]

ଉଷା ଦେବୀ କଲେଜରେ ବିଶ୍ୱ ଏଡ଼ସ ଦିବସ ପାଳିତ

6 December 2025 kanika odisha 0

ପଟ୍ଟାମୁଣ୍ଡାଇ ୬/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଣ୍ଢରା ଉଷା ଦେବୀ କଲେଜରେ ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କଲେଜ ଅଧକ୍ଷା ସଲୀଳା ବାରିକଙ୍କ ପୌରହିତ୍ୟରେ ଆୟୋଜିତ ସଚେତନତା ସଭା […]

ବିପ୍ଲବୀ ନେତା ପାରେଶ୍ଵର ବିଶ୍ୱାଳ ଶ୍ରଦ୍ଧାଞ୍ଜଳି ସଭା

6 December 2025 kanika odisha 0

ପଟ୍ଟାମୁଣ୍ଡାଇ ତା ୬/୧୨- ପଟ୍ଟାମୁଣ୍ଡାଇ ଅଂଚଳର ବିପ୍ଲବୀ ନେତା ପାରେଶ୍ୱର ବିଶ୍ୱାଳଙ୍କ ଶ୍ରଦ୍ଧାଞ୍ଜଳି ସଭା ତଳବାଲିପଡ଼ା ଠାରେ ଅନୁଷ୍ଠିତ ହୋଇଯାଇଛି । ଆଡ଼ଭୋକେଟ ରାମକୃଷ୍ଣ ଦାଶଙ୍କ ପୌରହିତ୍ୟରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ଜନମଞ୍ଚ ସଭାପତି […]

କେନ୍ଦ୍ରାପଡ଼ା ହାଇସ୍କୁଲ ପରିସରରେ ସାଇବର ସଚେତନତା

5 December 2025 kanika odisha 0

କେନ୍ଦ୍ରାପଡ଼ା ୫/୧୨ – କେନ୍ଦ୍ରାପଡ଼ା ଟାଉନ ସରକାରୀ ହାଇସ୍କୁଲ ପରିସରରେ ପ୍ରଧାନ ଶିକ୍ଷକ ମଦନ ମୋହନ କରଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ବରିଷ୍ଠ ଆଇନଜୀବି ପ୍ରଦୀପ କୁମାର ଦାସ ଯୋଗ ଦେଇଥିଲେ । ପିଏମ […]

ଗଳ୍ପସଙ୍କଳନ ମୂକସଖୀ ଉନ୍ମୋଚିତ

5 December 2025 kanika odisha 0

କେନ୍ଦ୍ରାପଡା ୫/୧୨- ଗାଳ୍ପିକ ମାତୃଦତ୍ତ ମହାନ୍ତିଙ୍କ ଗଳ୍ପସଂକଳନ “ମୂକସଖୀ’ ଶ୍ରୀ ବଳଦେବଜୀଉଙ୍କ ମନ୍ଦିରରେ ଉନ୍ମୋଚିତ ହୋଇଯାଇଛି । ପ୍ରଥମେ ପୂଜାର୍ଚ୍ଚନା କରାଯାଇ ଗଳ୍ପସଙ୍କଳନଟିକୁ ଶ୍ରୀ ଜୀଉମାନଙ୍କୁ ଲାଗି କରାଯାଇଥିଲା । ପରେ ପରେ ଅବସରପ୍ରାପ୍ତ […]

ପୁନର୍ବାସ ପକ୍ଷରୁ ସଫଳ ଜାତୀୟ ପାରା କ୍ରୀଡ଼ାବିତ୍‌ଙ୍କୁ ସମ୍ବର୍ଦ୍ଧନା

5 December 2025 kanika odisha 0

କେନ୍ଦ୍ରାପଡା ୪/୧୨- ଚଳିତ ୨୦୨୫ ମସିହାରେ ଅନ୍ତର୍ଜାତୀୟ ଓ ଜାତୀୟ ସ୍ତରରେ ଓଡ଼ିଶାର ପାରା କ୍ରୀଡ଼ାବିତ୍‌ମାନେ ଅଜସ୍ର ସଫଳତା ଅର୍ଜନ କରିଛନ୍ତି । ଓଡିଶା ଦଳ ଜାତୀୟ ହୁଇଲ୍ ଚେୟାର୍ ରଗ୍‌ବି ଚମ୍ପିୟାନ ହେବାଠାରୁ […]

କେନ୍ଦ୍ରାପଡା ମଣ୍ଡଳ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ବୃକ୍ଷ ରୋପଣ

5 December 2025 kanika odisha 0

କେନ୍ଦ୍ରାପଡ଼ା, ୪ା୧୨: କେନ୍ଦ୍ରାପଡା ମଣ୍ଡଳ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମଣ୍ଡଳ ଶିକ୍ଷା ଅଧିକାରୀ ନାରାୟଣ ପ୍ରସାଦ ମନ୍ତ୍ରୀ, ସହ ମଣ୍ଡଳଶିକ୍ଷା ଅଧିକାରୀ ବଳଦେବ ପ୍ରସାଦ […]

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଚୋରି

5 December 2025 kanika odisha 0

କେନ୍ଦ୍ରାପଡ଼ା,୪ା୧୨:ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ Batteries ଚୋରି ହୋଇଥିବା ଅଭିଯୋଗ ହୋଇଛି। Batteries ପେଟିରେ ପଶି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଏକ ଗୃହରେ ରହିଥିଲା। କେହି ଦୁର୍ବୁତ ଏହାକୁ ଚୋରି କରିନେଇଛନ୍ତି। ତେବେ କେତେବେଳେ ଓ କିପରି ଏହା […]

ଚୋରାମଦ ଜବତ,୬ଗିରଫ

4 December 2025 kanika odisha 0

କେନ୍ଦ୍ରାପଡ଼ା,୩ା୧୨/ କେନ୍ଦ୍ରାପଡ଼ା ଅବକାରୀ ବିଭାଗ ପକ୍ଷରୁ ମାର୍ଶାଘାଇ, ପାଟକୁରା, ଡେରାବିଶ ଓ କେନ୍ଦ୍ରାପଡ଼ା ସଦର ଥାନା ଅଧିନସ୍ଥ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୮୫୦ ଲିଟର ବିଦେଶୀ, ଦେଶୀ ଚୋରାମଦ ଜବତ କରାଯାଇ ୬ […]

କ୍ରୀଡା ଶିକ୍ଷକ ବଙ୍ଗାଳି ମଲ୍ଲିକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

4 December 2025 kanika odisha 0

ପଟ୍ଟାମୁଣ୍ଡାଇ ତା ୩/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଗଙ୍ଗାରାମପୁର ପଂଚାୟତ ହାଇସ୍କୁଲ ଓ ସିଦ୍ଧ ପରମହଂସ ଉପ୍ରା ସ୍କୁଲର ପୁରାତନ ଛାତ୍ର ଓ ଛାତ୍ରୀମାନଙ୍କ ଦ୍ୱାରା ଆଦର୍ଶ କ୍ରୀଡ଼ା ଶିକ୍ଷକ ବଙ୍ଗାଳୀ ଚରଣ ମଲ୍ଲିକଙ୍କୁ ଅବସରକାଳୀନ […]

ତାଲୁକ ଆଇନ ସେବା ସମିତି ପକ୍ଷରୁ ଆନ୍ତର୍ଜାତିକ ଦିବ୍ୟାଙ୍ଗ ଦିବସ

4 December 2025 kanika odisha 0

ପଟ୍ଟାମୁଣ୍ଡାଇ ତା୩/୧୨- ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ତାଲୁକ ସେବା ସମିତି ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ବିଚାରପତି […]

ଆଞ୍ଚଳିକ ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ବୈଠକ

3 December 2025 kanika odisha 0

କେନ୍ଦ୍ରାପଡ଼ା,୩ା୧୨: ଆଞ୍ଚଳିକ ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୮୭ତମ ବୈଠକ ନହଙ୍ଗସ୍ଥିତ ମା’ମଙ୍ଗଳାଙ୍କ ପୀଠରେ ଅନୁଷ୍ଠିତ ହୋଇଯାଇଛି। ସଙ୍ଘର ସଭାପତି ଆର୍ତ୍ତତ୍ରାଣ ପାତ୍ରଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି ବୈଠକରେ ସମ୍ପାଦକ ଅଭିମନ୍ୟୁ ସାହୁ ସମ୍ପାଦକୀୟ ବିବରଣୀ […]

ଡଃ. ଅପୂର୍ବ ରଞ୍ଜନ ନେସନାଲ ପିପୁଲ୍ସ ପାର୍ଟିର ଜିଲ୍ଲା ସଭାପତି

3 December 2025 kanika odisha 0

କେନ୍ଦ୍ରାପଡା,୩ା୧୨: ନେସନାଲ ପିପୁଲସ ପାର୍ଟି(ଏନ୍‌ପିପି)ର କେନ୍ଦ୍ରାପଡ଼ା ଜିଲା ସଭାପତି ଭାବେ ଆଇନ୍‌ଜୀବୀ ଡଃ. ଅପୂର୍ବ ରଞ୍ଜନ ସେଠୀ ମନୋନୀତ ହୋଇଛନ୍ତି। ତାଙ୍କୁ ଦଳର ରାଜ୍ୟ ସଭାପତି ସୋମନାଥ ରାଉତ ଓ ସାଧାରଣ ସଂପାଦକ ଅରୁଣ […]

ଅଚ୍ୟୁତାନନ୍ଦ ମହାପୁରୁଷଙ୍କ ଗାଦି ଓ କଳ୍କୀ ଅବତାରଙ୍କ ବାର୍ଷିକ ଉତ୍ସବ

1 December 2025 kanika odisha 0

ପଟ୍ଟାମୁଣ୍ଡାଇ. ତା ୧/୧୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ପଞ୍ଚାୟତ ଧାନେଶ୍ୱରୀ ପୀଠରେ ଅଚ୍ୟୁତାନନ୍ଦ ମହାପୁରୁଷଙ୍କ ଗାଦି ଓ କଳ୍କୀ ଅବତାର ୧ମ ବାର୍ଷିକ ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇ ଯାଇଛି I ବାଲୁଙ୍କେଶ୍ୱର […]

ପୁନର୍ବାସ ପକ୍ଷରୁ ସଚେତନତାଧର୍ମୀ ଚିତ୍ରାଙ୍କନ ପ୍ରତିଯୋଗିତା

30 November 2025 kanika odisha 0

କେନ୍ଦ୍ରାପଡା ୩୦/୧୧- ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଭିନ୍ନକ୍ଷମତା ସମ୍ପର୍କିତ ସଚେତନତା ତଥା ସମ୍ବେଦନଶୀଳତା ମନୋଭାବ ସୃଷ୍ଟି କରିବା ଉଦ୍ଦେଶ୍ୟରେ ସ୍ୱେଛାସେବୀ ଅନୁଷ୍ଠାନ “ପୁନର୍ବାସ” ପକ୍ଷରୁ ଏକ ସଚେତନତାଧର୍ମୀ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। […]

No Image

ପ୍ରଥମ ଅସ୍ମିତା ଖେଳ ଇଣ୍ଡିଆ ଦୈାଡ କୁଦ ପ୍ରତିଯୋଗିତା ଉଦ୍‌ଯ।।ପିତ

30 November 2025 kanika odisha 0

କେନ୍ଦ୍ରାପଡା,୩୦ା୧୧: କେନ୍ଦ୍ରାପଡା ଜିଲ୍ଲା କ୍ରିଡା ସଂସଦ ଆନୁକୂଲ୍ୟରେ ପ୍ରଥମ ବାର୍ଷିକ ଖେଳ ଇଣ୍ଡିଆ କ୍ରୀଡା ପ୍ରତିଯୋଗିତା କେନ୍ଦ୍ରାପଡା ଅଟୋନମସ୍ କଲେଜ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତା ବାଳିକା ବିଭାଗ ୧୪ ବର୍ଷରୁ […]

ରାଷ୍ଟବାଦୀ କବିତା ମହୋତ୍ସବ ପ୍ରସ୍ତୁତି ବୈଠକ

30 November 2025 kanika odisha 0

କେନ୍ଦ୍ରାପଡା ୩୦/୧୧: ରାଷ୍ଟ୍ରବାଦୀ ସାମାଜିକ ସଂଗଠନ “ଜୟ ରାଷ୍ଟ୍ର ଚାରିଟେବଲ୍ ଟ୍ରଷ୍ଟ’ ପକ୍ଷରୁ ଆସନ୍ତା ଡିସେମ୍ବର ୨୧ ତାରିଖରେ କେନ୍ଦ୍ରାପଡ଼ାରେ ଚତୁର୍ଥ ରାଷ୍ଟ୍ରବାଦୀ କବିତା ମହୋତ୍ସବ ଅନୁଷ୍ଠିତ ହେବ । ଏ ଉପଲକ୍ଷେ ରବିବାର […]

ସାହିତ୍ୟ ସଂସଦର ବାର୍ଷିକ ଉତ୍ସବର ପ୍ରସ୍ତୁତି ବୈଠକ

30 November 2025 kanika odisha 0

କେନ୍ଦ୍ରାପଡା,୩୦ା୧୧: କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର ବାର୍ଷିକ ଉତ୍ସବ ଆସନ୍ତା ମାସ ୨୬ ତାରିଖରେ ହେବା ନିମନ୍ତେ ପ୍ରଥମ ପ୍ରସ୍ତୁତି ବୈଠକ ଗରାପୁରସ୍ଥ ଶିବାନନ୍ଦ ଆଶ୍ରମ ପରିସରରେ କବି କରୁଣାକର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ […]