kanika odisha

ବଳଦେବ ଉଚ୍ଚ ବିଦ୍ୟାଳୟରେ ଜାତୀୟ ଯୁବ ଦିବସ ପାଳନ

କେନ୍ଦ୍ରାପଡ଼ା ୧୨ା୧: କେନ୍ଦ୍ରାପଡା ପୌରାଞ୍ଚଳ ଅନ୍ତର୍ଗତ ପୁରାତନ ବିଦ୍ୟାଳୟ ବଳଦେବ ଉଚ୍ଚ ବିଦ୍ୟାଳୟରେ ୟୁଥ୍ ଆଣ୍ଡ ଇକୋ କ୍ଲବ୍ ସୌଜନ୍ୟରେ ପବିତ୍ର ଜାତୀୟ ଯୁବ ଦିବସ ପାଳିତ...

ସଂସ୍କୃତି ପୁରୁଷ ଦିବାକର ବିଶ୍ୱାଳଙ୍କୁ ଶ୍ରଦ୍ଧାଞ୍ଜଳି

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବିକାଶ ପରିଷଦ, କସ୍ତୁରି କଳାନିକେତନ, ଚେତନା ସାହିତ୍ୟ ସଂସଦ ଆଦି ଅନେକ ଅନୁଷ୍ଠାନର ପ୍ରାଣ ପ୍ରତିଷ୍ଠାତା,କେନ୍ଦ୍ରାପଡ଼ା କର୍ମଜୀବି ସାମ୍ବାଦିକ ସଂଘର ପ୍ରାକ୍ତନ ସଭାପତି,...

ବଳଦେବନଗରରେ ଜୋରରେ ଭାସୁଛି କୁମ୍ଭୀର, ସାଧାରଣରେ ଆତଙ୍କ!

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ବଳଦେବନଗର ଜୋରରେ ଆଜି ଏକ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି । ଏହି ଖବର ପ୍ରଚାରିତ ହେବା ପରେ...

ସ୍ୱରତୀର୍ଥର ବାର୍ଷିକ ଉତ୍ସବ ଓ ଭଞ ସଂଗୀତ ସମାରୋହ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ସଂଗୀତାନୁଷ୍ଠାନ ସ୍ୱରତୀର୍ଥର ୯ମ ବାର୍ଷିକୋତ୍ସବ ସଭାପତି କବି ଡାଃ ମନୋରଞ୍ଜନ ଦାଶଙ୍କ ପୌରହିତ୍ୟରେ ପଟ୍ଟାମୁଣ୍ଡାଇ ପୌର ପରିଷଦ ପ୍ରେକ୍ଷାଳୟରେ ଶୁକ୍ରବାର ମହାସମାରୋହରେ...

ମଳୟ ଦାସ ଜିଲ୍ଲା କଂଗ୍ରେସ ଓବିସି ଅଧ୍ୟକ୍ଷ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ କଂଗ୍ରେସ ପୂର୍ବତନ ସଭାପତି ବରିଷ୍ଠ ନେତା ମଳୟ ଦାସ ଜିଲ୍ଲା କଂଗ୍ରେସ ଓବିସି ବିଭାଗ ଅଧ୍ୟକ୍ଷ ଭାବେ ଅଖିଳ ଭାରତ କଂଗ୍ରେସ...

ଜୟ ଜଗନ୍ନାଥ ଧ୍ୱନିରେ କମ୍ପିଲା ପୌରାଂଚଳ , ପଟ୍ଟାମୁଣ୍ଡାଇର ବିଭିନ୍ନ ୱାର୍ଡରେ ଅର୍ପଣ ରଥର ପରିକ୍ରମା

ଆସନ୍ତା ୧୭ତାରିଖରେ ଶ୍ରୀକ୍ଷେତ୍ର ପୁରୀରେ ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ଭବ୍ୟ ଓ ସଦୃଶ୍ୟ ପରିକ୍ରମା ପ୍ରକଳ୍ପ ଉଦଘାଟିତ ହେବାକୁ ଯାଉଛି । ଏହି ମହାର୍ଘ୍ୟ କାର୍ଯ୍ୟକ୍ରମରେ କୋଟି...

ବନୋଜ ସାହୁ ସ୍ମାରକୀ କ୍ରିକେଟ ଟୁର୍ନାମେଂଟ. ଯାଜପୁର କ୍ରିକେଟ ଟିମ ଚମ୍ପିୟାନ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମଦନପୁର ମହାବୀର କ୍ରିକେଟ କ୍ଲବ ପଡିଆରେ ଆୟୋଜିତ ବନୋଜ ସାହୁ ସ୍ମାରକୀ ଚ୍ୟାଲେଞ୍ଜ ଟ୍ରଫିର ଫାଇନାଲ ମ୍ୟାଚ କେନ୍ଦ୍ରାପଡ଼ା ବାଲାବାବା...

ଆନ୍ତର୍ଜାତୀୟ କ୍ରୀଡାରେ ସ୍ୱର୍ଣ୍ଣ ପଦକ ବିଜୟୀ ସାହାଦତ ଖାନକୁ କେନ୍ଦ୍ରାପଡାରେ ଉଛୋସିତ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା ୧୩ା୧: ଆନ୍ତର୍ଜାତୀୟ କ୍ରୀଡା ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ବିଜୟୀ ହୋଇ ଫେରିଥିବା କୁନି ଧାବକ ସାହାଦତ ଖାନକୁ କେନ୍ଦ୍ରାପଡାରେ ଉଛୋସିତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି ।...

କେନ୍ଦ୍ରାପଡା ମହାବିଦ୍ୟାଳୟ ଦର୍ଶନଶାସ୍ତ୍ର ବିଭାଗର ଆଲୋଚନାଚକ୍ର

କେନ୍ଦ୍ରାପଡ଼ା ୧୩ା୧: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ଦର୍ଶନଶାସ୍ତ୍ର ବିଭାଗ ପକ୍ଷରୁ “କର୍ତ୍ତବ୍ୟ ଓ ସାଧୁତା” ଉପରେ ଏକଦିବସୀୟ ଆଲୋଚନାଚକ୍ର ବିଭାଗୀୟ ସେମିନାର ହଲରେ ଅନୁଷ୍ଠିତ ହୋଇଯାଇଛି...

ଲୋକକଳା ମାଧ୍ୟମରେ ବିକାଶର ବାର୍ତା 

କେନ୍ଦ୍ରାପଡ଼ା, ତା ୧୨/୦୧: ଓଡ଼ିଶାର ପାରମ୍ପରିକ ଲୋକକଳା ମାଧ୍ୟମରେ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଓ ଉନ୍ନୟନମୂଳକ ଯୋଜନାର ବାର୍ତା ବାଂଟିବେ ଲୋକକଳାକାର । ଏଥି ନିମନ୍ତେ...

ରୁଦ୍ରାଣୀ ପବ୍ଲିକ ସ୍କୁଲ ର ୧୮ ତମ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା ୧୨/୧- କେନ୍ଦ୍ରାପଡା ସହର ନିକଟ ରୁଦ୍ରାଣୀ ପବ୍ଲିକ ସ୍କୁଲର ୧୮ ତମ ବାର୍ଷିକ ଉତ୍ସବ “ଆରମ୍ଭ’ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ...

ରେସୱା ଅନ୍ତେବାସୀଙ୍କୁ ଟ୍ରଷ୍ଟ ପକ୍ଷରୁ କମ୍ବଳ ବଣ୍ଟନ

କେନ୍ଦ୍ରାପଡ଼ା ୧୨ା୧: ରାଜ୍ୟର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ରେସ୍‌ୱା ଅନ୍ତେବାସୀଙ୍କୁ ଆଜି କମ୍ବଳ ବଣ୍ଟନ କରାଯାଇଛି...

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ ପାଳିତ

  କେନ୍ଦ୍ରାପଡ଼ା ୧୨ା୧: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଜାତୀୟ ଯୁବ ରେଡ୍‌କ୍ରସ୍ ଆନୁକୂଲ୍ୟରେ ୨୭ତମ ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର...

ଅବସର କର୍ମଚାରୀ ପରିଷଦ ବନ୍ଧୁମିଳନ ଓ ଆଲୋଚନା ସଭା

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ଅବସର କର୍ମଚାରୀ ପରିଷଦ ପକ୍ଷରୁ ନବବର୍ଷ ଉପଲକ୍ଷେ ଏକ ବନ୍ଧୁମିଳନ ଓ ଆଲୋଚନା ସଭା ଝାଡ଼ବଣ ଠାରେ ଅନୁଷ୍ଠିତ...

ଏମ ଏନ ହାଇସ୍କୁଲରେ ପ୍ରଧାନଶିକ୍ଷକ ସମ୍ମିଳନୀ

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲରେ ପଟ୍ଟାମୁଣ୍ଡାଇ ବ୍ଲକର ସମସ୍ତ ହାଇସ୍କୁଲର ପ୍ରଧାନଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀ ହରିହର ଦଳାଇଙ୍କ...

ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଜନ୍ମଦିନ ପାଳନ

ବିଜେପି ରାଷ୍ଟ୍ରୀୟ ଉପସଭାପତି ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଜନ୍ମଦିନ ପାଳନ କରାଯାଇଛି । ନଗର ବିଜେପି ପ୍ରଭାରୀ ସୁଶୀଲ ପରିଡାଙ୍କ ନେତୃତ୍ୱରେ ବିଜେପି ନେତା ଶଶିକାନ୍ତ...

ଉଷା ଦେବୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ସଡ଼କ ସୁରକ୍ଷା

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଣ୍ଢରା ଉଷା ଦେବୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଯୁବରେଡକ୍ରସ ପକ୍ଷରୁ ସଡ଼କ ସୁରକ୍ଷା ସଚେତନତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।...

ପଟ୍ଟାମୁଣ୍ଡାଇ କଲେଜରେ ନୂଆ-ଓ ସାହିତ୍ୟ ପ୍ରତିଯୋଗିତା

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଡିଗ୍ରୀ କଲେଜ ଓ ପଟ୍ଟାମୁଣ୍ଡାଇ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ମିଳିତ ଭାବେ ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । କଲେଜ...

ପଟ୍ଟାମୁଣ୍ଡାଇ ପୌରାଂଚଳ ୧୫ ନଂ ୱ୍ୱାର୍ଡରେ ଅର୍ପଣ ରଥକୁ ବିରୋଧ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରାଂଚଳ ୧୫ ନଂ ୱ୍ୱାର୍ଡ ଅଳଭା ଦଳିତ ସାହିରେ ଅର୍ପଣ ରଥକୁ ଅଟକାଇ ବିରୋଧ ପ୍ରଦର୍ଶନ କଲେ ଗ୍ରାମବାସୀ । ଦୀର୍ଘ ମାସ...

ପଟ୍ଟାମୁଣ୍ଡା ଅଞ୍ଚଳରେ କାଉ ମଡକ

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ସଂସାରଫଳ ଗାଁରେ ବିଭିନ୍ନ ସ୍ଥାନରେ କାଉ ମରି ପଡିଥିବାର ଦେଖି ସ୍ଥାନୀୟ ଲୋକମାନଙ୍କ ଭିତରେ ଭୟର ବାତାବରଣ ସୃଷ୍ଟି ହୋଇଛି ।...

ବ୍ରାହ୍ମଣୀ ଉଚ୍ଚ ମାଧ୍ୟମିକ ସ୍କୁଲରେ ରେ ବାଳିକା ଆତ୍ମ ସୁରକ୍ଷା କର୍ମଶାଳା

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଦାଣ୍ଡିସାହି ବ୍ରାହ୍ମଣୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ବାଳିକା ଆତ୍ମସୁରକ୍ଷା କର୍ମଶାଳା ଉଦଘାଟିତ ହୋଇଯାଇଛି । ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଡ଼ ସୁବାଷ ଚନ୍ଦ୍ର ଜେନା...

୨୦୨୪ ନିର୍ବାଚନ ପାଇଁ ସରଗରମ ରାଜନୈତିକ ପାଣିପାଗ : ବିଜେଡି, ଭାଜପା ଓ କଂଗ୍ରେସର ପୋଷ୍ଟର ୱାର , ସହର ସାରା ଛାଇଯାଇଛି ଶୁଭେଚ୍ଛା ବ୍ୟାନର

ପାଖେଇ ଆସୁଛି ୨୦୨୪ ସାଧାରଣ ନିର୍ବାଚନ । ନୂଆବର୍ଷରେ ରାଜନୈତିକ ପାଣିପାଗ ସରଗରମ ହୋଇପଡିଥିବା ବେଳେ ରାଜନଗର ନିର୍ବାଚନ ମଣ୍ଡଳୀର ପଟ୍ଟାମୁଣ୍ଡାଇ ଲୋକଙ୍କ ନିକଟତର ହେବାକୁ ନେତାମାନେ...

ବେଆଇନ ଇଟାଭାଟି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ

   ନିଶା କାରବାରଠୁ ବଳିଗଲାଣି ଇଟା ପୋଡି,ବାଲି ଚୋରି  ପ୍ରଶାସନ-ରାଜନେତା-ବାଲିମାଫିଆଙ୍କ ମଧୁଚନ୍ଦ୍ରିକା ବିଗୁଡୁଛି ଆଇନଶୃଙ୍ଖଳା ପରିସ୍ଥିତି କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ପୌରାଅଂଚଳରେ ବେଆଇନ ଭାବେ ଶତାଧିକ ଇଟାଭାଟି...

ବନ୍ଦ ପଡିଛି ମିଶନଶକ୍ତି କାଫେ : ପରିଚାଳନା ପାଇଁ ଏସଏଚ୍‌ଜି ରାଜି ହେଉନାହାଁନ୍ତି , ଆସ୍ଥା ତୁଟୁଛି ଜନସାଧାରଣଙ୍କ

ସହରାଂଚଳ ଗ୍ରାମାଂଚଳ ଏସଏଚଜି ମହିଳାଙ୍କୁ ସ୍ୱାବଲମ୍ବୀ କରିବା ଏବଂ ଦୂରଦୁରାନ୍ତରୁ ଆସୁଥିବା ଲୋକ ସୁସ୍ୱାଦୁ ଖାଦ୍ୟ ଯୋଗାଇଦେବା ଲକ୍ଷରେ ଜିଲ୍ଲା ପ୍ରଶାସନ ପଟ୍ଟାମୁଣ୍ଡାଇ ବ୍ଲକ ଭିତରେ ଗତ...