kanika odisha

କେନ୍ଦ୍ରାପଡ଼ା ରାଜସ୍ୱ ଅମଲା ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା

ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜଣାଇଲେ କେନ୍ଦ୍ରପଡ଼ା ଜିଲ୍ଲା ଅମଲା ସଂଘ । ଓଡ଼ିଶା ରାଜସ୍ୱ  ଅମଲା ସଂଘର ୨୦୧୭ ମସିହା ଠାରୁ  ବହୁ ପ୍ରତୀକ୍ଷିତ  ପୃଥକ ପାହ୍ୟା...

ପୂର୍ବତନ ବିଧାୟିକା ସରସ୍ୱତୀ ଦେବୀଙ୍କ ୧୦୪ତମ ଜୟନ୍ତୀ ପାଳିତ

କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରର ପୂର୍ବତନ ମହିଳା ବିଧାୟିକା ସରସ୍ୱତୀ ଦେବୀଙ୍କର ୧୦୪ତମ ଜୟନ୍ତୀ କେନ୍ଦ୍ରାପଡା ଜିଲ୍ଲା ସରକାରୀ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ତରଫରୁ ପାଳିତ ହୋଇଯାଇଛି...

ଶପଥ ନେଲେ କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦର ନୂତନ କର୍ମକର୍ତ୍ତା

କେନ୍ଦ୍ରାପଡା ଜିଲ୍ଲା ନବନିର୍ବାଚିତ ସାହିତ୍ୟ ସଂସଦର ନୂତନ କର୍ମକର୍ତ୍ତା କେନ୍ଦ୍ରାପଡା ପୌରସଂସ୍ଥା ଅନ୍ତର୍ଗତ ସ୍ଥାନୀୟ ପବ୍ଲିକ୍ ରିଡିଂ ରୁମ୍ ପରିସରରେ କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ...

ସମାଜଵାଦୀନେତା ବିଶ୍ବନାଥ ଧଳଙ୍କ ଶ୍ରଦ୍ଧାଞ୍ଜଳି ସଭା

ବିପ୍ଳବୀ ମରିଯାଏ କିନ୍ତୁ ବିପ୍ଳବ ମରେ ନାହିଁଁ । ସମୟର ସଵୁ ପ୍ରତିକୂଳ ପରିସ୍ଥିତିକୁ ଅତିକ୍ରମ କରି ଯିଏ ସଵୁ ମଣିଷର ହୃଦୟରେ ନିଜ ପାଇଁ ସ୍ୱତନ୍ତ୍ର...

ବିଦ୍ୟାଳୟ ଭିତ୍ତିକ ମାନନିର୍ଦ୍ଧାରଣ ତାଲିମ ଉଦଯାପିତ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଧବଳେଶ୍ଵର ନୋଡାଲ ଉପ୍ରା ବିଦ୍ୟାଳୟରେ ତିନିଦିନ ଧରି ବିଦ୍ୟାଳୟ ଭିତ୍ତିକ ମାନନିର୍ଦ୍ଧାରଣ ତାଲିମ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ...

ପଟ୍ଟାମୁଣ୍ଡାଇ ବ୍ଳକରେ ମିଳିତ ଜନଶୁଣାଣୀ ଶିବିର,୮୨ ଅଭିଯୋଗ ଉପରେ କାର୍ଯାନୁଷ୍ଠାନ ନିର୍ଦେଶ

କେନ୍ଦ୍ରାପଡା ଜିଲ୍ଲା  ପଟ୍ଟାମୁଣ୍ଡାଇ ବ୍ଳକ ସମ୍ମିଳନୀ କକ୍ଷରେ ଜିଲ୍ଲାପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଅମ୍ରିତ ଋତୁରାଜ, ଏସ...

ବ୍ୟବସାୟଙ୍କ ବାଇକ ଲୁଟ୍ ମାମଲା, ଅଭିଯୁକ୍ତଙ୍କୁ ୨ ବର୍ଷ ଜେଲ୍ ଦଣ୍ଡ

ପଟ୍ଟାମୁଣ୍ଡାଇ ବଜାରରୁ ଜଣେ ବ୍ୟବସାୟଙ୍କ ବାଇକ ଲୁଟ୍ ମାମଲାରେ ପଟ୍ଟାମୁଣ୍ଡାଇ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ସମିକ୍ଷା ମହାନ୍ତି ଆସାମୀ ଦୀପକ ସେଠୀଙ୍କୁ ୨ ବର୍ଷ...

ଉଲ୍ଲାସ ନାଟ୍ୟ ଉତ୍ସବ ଉଦଯାପିତ ସାମାଜିକ ପରିବର୍ତନ କ୍ଷେତ୍ରରେ ନାଟକର ଭୂମିକା ଗୁରୁତ୍ୱପୂର୍ଣ୍ଣ

ସାମାଜିକ ପରିବର୍ତନ କ୍ଷେତ୍ରରେ ମଞ୍ଚ ନାଟକର ଗୁରୁତ୍ୱପୂର୍ଣ୍ଣ ରହିଛି ବୋଲି ପଟ୍ଟାମୁଣ୍ଡାଇ ଅଂଚଳର ଅଗ୍ରଣୀ ସାଂସ୍କୃତିକ ଓ ସମାଜକଲ୍ୟାଣ ପରିଷଦ ଉଲ୍ଲାସ ପକ୍ଷରୁ ପଟ୍ଟାମୁଣ୍ଡାଇ ଯଜ୍ଞ ପଡିଆ...

ପଟ୍ଟାମୁଣ୍ଡାଇ ପୌରାଂଚଳରେ ଅର୍ପଣ ରଥ ପରିକ୍ରମା ଶୁଭାରମ୍ଭ , ଜୟ ଜଗନ୍ନାଥ ଧ୍ୱନିରେ କମ୍ପିଲା ଅଂଚଳ

ଆସନ୍ତା ୧୭ ତାରିଖରେ ଶ୍ରୀକ୍ଷେତ୍ର ପୁରୀରେ ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ଭବ୍ୟ ଓ ସଦୃଶ୍ୟ ପରିକ୍ରମା ପ୍ରକଳ୍ପ ଉଦଘାଟିତ ହେବାକୁ ଯାଉଛି । ଏହି ମହାର୍ଘ୍ୟ କାର୍ଯ୍ୟକ୍ରମରେ...

ପ୍ରାକ୍ତନ ଚିକିତ୍ସକ ଶତ୍ରୁଘ୍ନ ନାଥଶର୍ମାଙ୍କ ପରଲୋକ

ପଟ୍ଟାମୁଣ୍ଡାଇ ଧୋୟା ଅଂଚଳର ବିଶିଷ୍ଟ ସମାଜସେବୀ ପ୍ରାକ୍ତନ ଚିକିତ୍ସକ ତରଡ଼ିପାଳ ଗ୍ରାମର ଶତ୍ରୁଘ୍ନ ନାଥଶର୍ମାଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୮ବର୍ଷ ବୟସ ହୋଇଥିଲା...

ପଟ୍ଟାମୁଣ୍ଡାଇ କଲେଜ ପକ୍ଷରୁ ସହାୟତା

ପଟ୍ଟାମୁଣ୍ଡାଇ କଲେଜ ଅଧ୍ୟକ୍ଷ ପ୍ରଫେସର ଦିଲ୍ଲୀପ ଭୂୟାଁଙ୍କ ନିର୍ଦେଶକ୍ରମେ କଲେଜ ରେଡକ୍ରସ ଓ ଏନ ଏସ ଏସ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି । କଲେଜ ରେଡକ୍ରସ...

ମାଟିଆପଡା ହାଇସ୍କୁଲରେ ରେଡକ୍ରସ ଅଭିମୁଖୀକରଣ କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମାଟିଆପଡା ହାଇସ୍କୁଲରେ ପଟ୍ଟାମୁଣ୍ଡାଇ ଓ ରାଜନଗର ବ୍ଲକ ଜୁନିଅର ରେଡକ୍ରସ ପକ୍ଷରୁ ମିଳିତ ଭାବେ ଅଭିମୁଖୀକରଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ପ୍ରଧାନଶିକ୍ଷକ...

ପୁସ୍ତକ ମେଳାର ଦ୍ୱିତୀୟ ସନ୍ଧ୍ୟା : ପାଠକୀୟ ଚାହିଦାରେ ‘କେନ୍ଦ୍ରାପଡା ପରିକ୍ରମା’ର ଭିତରକନିକା ବିଶେଷଜ୍ଞ

କେନ୍ଦ୍ରାପଡ଼ା ୭/୧: ଏକଦଶତମ ରାଜ୍ୟସ୍ତରୀୟ ପୁସ୍ତକମେଳା ଉଦ୍‌ଘାଟନ ଦିବସରେ ଲୋକାର୍ପିତ ହୋଇଥିବା ଚଳିତବର୍ଷ ‘କେନ୍ଦ୍ରାପଡା ପରିକ୍ରମା’ର ଭିତରକନିକା ବିଶେଷଜ୍ଞ ବିପୁଳ ପାଠକୀୟ ଆଦୃତି ପାଉଥିବାର ଲକ୍ଷ୍ୟ କରାଯାଇଛି...

ଜୟରାଷ୍ଟ୍ର ପକ୍ଷରୁ ପରିକ୍ରମା କରିବ ରାମରଥ : ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବର ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୭ା୧: ଅଯୋଧ୍ୟାରେ ହେବାକୁ ଥିବା ଶ୍ରୀରାମ ଲାଲାଙ୍କ ଭବ୍ୟ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅବସରରେ ସାମାଜିକ ସଂଗଠନ ଜୟରାଷ୍ଟ୍ର ପକ୍ଷରୁ ଏକ ଭବ୍ୟ ‘ରାମ ରଥ‘ ବିଭିନ୍ନ...

 ସଡକ ସୁରକ୍ଷା ସପ୍ତାହ ୨୦୨୪ ଉଦଯାପିତ

କେନ୍ଦ୍ରାପଡ଼ା ଜିଲ୍ଲା ସଡ଼କ ସୁରକ୍ଷା ସମିତି ଆନୁକୂଲ୍ୟରେ ଆୟୋଜିତ ସଡ଼କ ସୁରକ୍ଷା ସପ୍ତାହ (୧ରୁ ୭ ଜାନୁଆରୀ)-୨୦୨୪ ପାଳନ ଉଦ୍‌ଯାପିତ ହୋଇଯାଇଛି । କେନ୍ଦ୍ରାପଡ଼ା ପୌରପରିଷଦ ଟାଉନ୍...

ଉଲ୍ଲାସ ନାଟ୍ୟ ଉତ୍ସବ ଦ୍ୱିତୀୟ ସନ୍ଧ୍ୟା ସପନ ଆଣିବ ନୂଆ ସକାଳ ମଞ୍ଚସ୍ଥ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ଅଗ୍ରଣୀ ସାଂସ୍କୃତିକ ଓ ସମାଜକଲ୍ୟାଣ ପରିଷଦ ଉଲ୍ଲାସ ନାଟ୍ୟ ଉତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ମନୋରମ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଛି ।ଏହି...

ଉଲ୍ଲାସ ନାଟ୍ୟ ଉତ୍ସବ ଉଦଘାଟିତ, ଗୌରବମୟ କଳା ସଂସ୍କୃତି ପଟ୍ଟାମୁଣ୍ଡାଇର ପରିଚୟ ପାଲଟିଛି

କଳା ତୀର୍ଥ ପଟ୍ଟାମୁଣ୍ଡାଇର କଳା ସଂସ୍କୃତି ବିଶ୍ୱ ଦରବାରରେ ପ୍ରତିଷ୍ଠା ଲାଭ କରିଛି । ଗୌରବମୟ କଳା ସଂସ୍କୃତି ପଟ୍ଟାମୁଣ୍ଡାଇ ମାଟିର ପରିଚୟ ପାଲଟିଛି ବୋଲି ଅଗ୍ରଣୀ...

ସମାଜସେବୀ ଜନାର୍ଦ୍ଦନ ତ୍ରିପାଠୀଙ୍କ ଶ୍ରାଦ୍ଧବାର୍ଷିକୀ

ପଟ୍ଟାମୁଣ୍ଡାଇ ଅଂଚଳର ବିଶିଷ୍ଟ ସମାଜସେବୀ ବେଲତଳ ଗ୍ରାମର ଜନାର୍ଦ୍ଦନ ତ୍ରିପାଠୀଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ସ୍ମୃତି ଶ୍ରଦ୍ଧାଞ୍ଜଳି ଗ୍ୟାମ୍ପନ କରାଯାଇଛି।ରାଜନଗର ବିଧାୟକ ଧ୍ରୁବ ସାହୁ,ପଟ୍ଟାମୁଣ୍ଡାଇ ପୌର...

ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଧାବୃତ୍ତି ପ୍ରଦାନ

କେନ୍ଦ୍ରାପଡ଼ା,୬ା୧: ରାଜ୍ୟର ଅଗ୍ରଣୀ ସ୍ୱେଛାସେବୀ ସଂଗଠନ ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆଜି କେନ୍ଦ୍ରାପଡା ସହରର ବଳଦେବ ହାଇସ୍କୁଲ ଓ କେନ୍ଦ୍ରାପଡା...

ଫକିରାବାଦ ଉର୍ଦ୍ଦୁ ଉ.ପ୍ରା ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ

କେନ୍ଦ୍ରାପଡ଼ା ୬/୧: କେନ୍ଦ୍ରାପଡା ପୌରାଞ୍ଚଳ ଅନ୍ତର୍ଗତ ଫକିରାବାଦ ଉର୍ଦ୍ଦୁ ଉ.ପ୍ରା ବିଦ୍ୟାଳୟର ୩୪ତମ କ୍ରୀଡା ଉତ୍ସବ ପ୍ରଧାନ ଶିକ୍ଷକ ସେକ୍ ମନସୁର୍ ଅଲ୍ଲୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି...

ସ୍ୱାମୀ ଓ ସ୍ତ୍ରୀଙ୍କ ମନୋମାଳିନ୍ୟ ବିଛେଦ , ପୁନଃ ସଂସାର ଗଢିବାକୁ ନିଷ୍ପତ୍ତି

କେନ୍ଦ୍ରାପଡା ପରିବାର ଅଦାଲତରେ ଏକ ପରିବାର ବିଛେଦ ମାମଲାର ବିଚାର ସମୟରେ ବିଚାରପତିଙ୍କ ମାନବିକତା ନିକଟରେ ଉଭୟ ପତିପତ୍ନୀଙ୍କ ବିଛେଦ ହାର ମାନିଥିବା ବେଳେ ପୁଣି ଉଭୟ...

ମହିପାଳ ପୌରସଂସ୍ଥା ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପିତ

କେନ୍ଦ୍ରାପଡ଼ା ୬/୧: କେନ୍ଦ୍ରାପଡା ସହରସ୍ଥ ପୌର ସରକାରୀ ଉଚ୍ଚ ବିଦ୍ୟାଳୟ ମହିପାଳର ଶିକ୍ଷା ବର୍ଷ- ୨୦୨୩-୨୪ ବାର୍ଷିକ କ୍ରୀଡା ଉତ୍ସବ ତିନିଦିନ ଧରି ଅନୁଷ୍ଠିତ ହୋଇଯାଇଛି ।...

ରାଜ୍ୟପାଳ ରଘୁବର ଦାସଙ୍କ ଦିନିକିଆ କେନ୍ଦ୍ରାପଡା ଗସ୍ତ

କେନ୍ଦ୍ରାପଡ଼ା, ୬ା୧: ଓଡିଶାର ରାଜ୍ୟପାଳ ରଘୁବର ଦାସ କେନ୍ଦ୍ରାପଡା ସହରର ଇଚ୍ଛାପୁର ରଥଦାଣ୍ଡରେ ପୂର୍ବାହ୍ନ ୧୦.୩୦ ମିନିଟ୍‌ରେ ପହଞ୍ôଚବା ପରେ କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀ ବଳଦେବଜୀଉଙ୍କ...

 ଏକବିଂଶ ରାଜ୍ୟସ୍ତରୀୟ କେନ୍ଦ୍ରାପଡା ପୁସ୍ତକମେଳା ଉଦ୍‌ଘାଟିତ

କେନ୍ଦ୍ରାପଡା ୬/୧ - ଆଠଦିନ ଧରି ସହରର ମହୀପାଳ ସ୍ଥିତ ଟେଲିକମ ପଡିଆରେ ଅନୁଷ୍ଠିତ କେନ୍ଦ୍ରାପଡା ଇଭେଣ୍ଟ ମ୍ୟାନେଜର୍ସ ଓ ଜିଲ୍ଲା ସଂସ୍କୃତି ବିଭାଗ ସହେଯାଗୀତାରେ ଏକବିଂଶ...