kanika odisha

ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ଏବଂ ବ୍ଲକ୍‌ସ୍ତରୀୟ ନିଯୁକ୍ତି ପରାମର୍ଶ ଶିବିର ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଅମ୍ରିତ୍ ଋତୁରାଜଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟ ସଦ୍‌ଭାବନା...

ଜିଲ୍ଲା ସ୍ତରୀୟ ସୁରଭି–୨୦୨୩ ନିରୀକ୍ଷକ ମାନଙ୍କ ପକ୍ଷ ପାତିତା ଓ ଅଫିସରଙ୍କ ନିଷ୍କ୍ରିୟତା ନେଇ ଅସନ୍ତୋଷ

ଗତ ୧ ମାସ ଧରି ଛାତ୍ରୀଛାତଙ୍କୁ ନେଇ ଚାଲଥିବା କ୍ଲଷ୍ଟର ଓ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ପରେ ଚଳିତ ମାସ ୧ ତାରିଖ ବୁଧବାର ଜିଲ୍ଲାସ୍ତରୀୟ...

ବିଦ୍ୟାଳୟର ପରିସରରେ ନଳକୂପ ନାହିଁ ; ବିପଦସଙ୍କୁଳ ଅବସ୍ଥାରେ ପୋଖରୀରେ ହାତମୁହଁ ଧୋଊଛନ୍ତି ଛାତ୍ରଛାତ୍ରୀ

ସରକାର ଛାତ୍ରଛାତ୍ରୀ ଏବଂ ବିଦ୍ୟାଳୟର ଉନ୍ନତି ପାଇଁ ହଜାର ହଜାର କୋଟି ଟଙ୍କା ବ୍ୟୟ କରୁଥିଲେ ମଧ୍ୟ ଅବହେଳା କାରଣରୁ ଛାତ୍ର ଛାତ୍ରୀଙ୍କ ଦୁଃଖ ସରୁନାହିଁ ।...

ଜିଲ୍ଲା ଦକ୍ଷତା ବିକାଶ କେନ୍ଦ୍ରରୁ ତାଲିମପ୍ରାପ୍ତ ୨୦ଜଣଙ୍କୁ ନିଯୁକ୍ତି

କେନ୍ଦ୍ରାପଡ଼ା ଜିଲ୍ଲା ଦକ୍ଷତା ବିକାଶ କେନ୍ଦ୍ରରୁ ଆସିଷ୍ଟାଂଟ୍ ଇଲେକ୍‌୍ରିକାଲ୍ ଟ୍ରେଡ୍‌ରେ ତାଲିମ୍ ସମାପ୍ତ କରିବା ପରେ ପୁଣି ୨୦ଜଣ ନିଯୁକ୍ତି ପାଇଛନ୍ତି । ଚେନ୍ନାଇସ୍ଥିତ ମଦରସନ୍ ସୁମି...

ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପ୍ରତି ବିପଦ ସୃଷ୍ଟି କରୁଥିବା ବିପଦସଂକୁଳ ବାତ୍ୟା ଆଶ୍ରୟସ୍ଥଳୀ ଉଛେଦ ଦାବି

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ତିଗିରିଆ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରକୁ ଲାଗି ରହିଥିବା ବିପଦସଂକୁଳ ବାତ୍ୟା ଆଶ୍ରୟସ୍ଥଳୀକୁ ଉଛେଦ କରାଯିବାକୁ ଦାବି ହୋଇଛି ।...

ମରଣାନ୍ତଙ୍କ ଆକ୍ରମଣ ଘଟଣାରେ ପୋଲିସର ଉଦାସୀନତା ବିରୋଧରେ ଜିଲ୍ଲାପାଳଙ୍କୁ ଅଭିଯୋଗ

  କେନ୍ଦ୍ରାପଡ଼ା, ୮ା୧୧: ଏକ ମରଣାନ୍ତଙ୍କ ଆକ୍ରମଣ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସର ଉଦାସୀନତା ବିରୋଧରେ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି । ଘଟଣା ଅନୁଯାୟୀ...

ଓଡିଶା କୃଷି ଶିଳ୍ପ ନିଗମ ଉପାଧ୍ୟକ୍ଷଙ୍କ ଦ୍ୱାରା ଚାଷୀଙ୍କୁ ସରଞ୍ଜାମ ବଣ୍ଟନ

କେନ୍ଦ୍ରାପଡ଼ା, ୮ା୧୧: ଜଳନିଧି-୨ ପ୍ରକଳ୍ପ ଉଦ୍‌ଘାଟନ ପରିପ୍ରେକ୍ଷୀରେ ଓଡିଶାର କୃଷି ଶିଳ୍ପ ନିଗମର ଉପାଧ୍ୟକ୍ଷ ସନ୍ତୋଷ କୁମାର ବେଜ୍ ଚାଷୀମାନଙ୍କୁ ବିଭିନ୍ନ କୃଷି ସରଞ୍ଜାମ ବଣ୍ଟନ କରିଛନ୍ତି...

ଭାଇକୁ ହତ୍ୟା କରାଯାଇଛି ବୋଲି ପୋଲିସ ଆଗରେ ବୟାନ ଦେବାରୁ ଭଉଣୀକୁ ଆକ୍ରମଣ,

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଚଉଦକୁଲାଟ ଫାଣ୍ଡି ଅଧିନ ଚଉଦକୁଲାଟ ଛୋଟ ପୋଲ ପାଖରେ ବୁଧବାର ସଂନ୍ଧ୍ୟାରେ ଜଣେ ଯୁବତୀକୁ କିଛି ଯୁବକ ମରଣାସ୍ତ୍ରରେ ଆକ୍ରମଣ...

ପୌରପରିଷଦ ବୟନିକା ବିକ୍ରୟ କେନ୍ଦ୍ରକୁ ହଟାଇଦେଲେ ; କେନ୍ଦ୍ର ଖୋଲିବା ପୂର୍ବରୁ ଗୃହକୁ ଦିଆଯାଇଥିଲା ଭଡ଼ା

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଂଚଳବାସୀଙ୍କୁ ସୁବିଧା ମୂଲ୍ୟରେ ହସ୍ତତନ୍ତ ବସ୍ତ୍ରାଳୟରେ ଧୋତି, ଶାଢ଼ି, ଶାର୍ଟ କପଡ଼ା ଯୋଗାଇଦେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବସ୍‌ଷ୍ଟାଣ୍ଡ ନିକଟରେ ବୟନିକା ବିକ୍ରୟ...

ଶିକ୍ଷକ ଅଭାବ, ଶିକ୍ଷାଦାନରେ ବାଧାପ୍ରାପ୍ତ , ଗୋଟିଏ କୋଠରିରେ ୫ ଶ୍ରେଣୀର ଛାତ୍ରୀଛାତ୍ର

ସ୍କୁଲ୍ ରୂପାନ୍ତରୀକରଣ କରାଯାଉଛି, ଏଥିପାଇଁ ସରକାର ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି । ମାତ୍ର, ଯେଉଁ ଉଦ୍ଦେଶ୍ୟ ରଖି ସରକାର ଏଭଳି ବ୍ୟବସ୍ଥା କରୁଛନ୍ତି ତାହାର ବାସ୍ତବତାକୁ...

ସିପିଆଇ ପକ୍ଷରୁ ପାଲେଷ୍ଟାଇନ ସଂହତି ଦିବସ ପାଳିତ

ପାଲେଷ୍ଟାଇନରେ ଇସ୍ରାଇଲର ନରସଂହାର ବନ୍ଦ କରିବା, ମାନବିକ ସହାୟତା ଯୋଗାଇ ଦେବା ଏବଂ ପାଲେଷ୍ଟାଇନକୁ ଏକ ସ୍ୱାଧୀନ ରାଷ୍ଟ୍ରର ମାନ୍ୟତା ଦେବା ଦାବୀରେ ମଙ୍ଗଳବାର କେନ୍ଦ୍ରାପଡାରେ ଭାରତୀୟ...

୨୫ଟଙ୍କାରେ ପିଆଜ ବିକି କଂଗ୍ରେସ କଲା ପ୍ରତିବାଦ

କେନ୍ଦ୍ରାପଡା ୭ା୧୧:ପିଆଜ ଦର ବୃଦ୍ଧି ନେଇ କଂଗ୍ରେସର ଅଭିନବ ପ୍ରତିବାଦ କରାଯାଇଥିଲା । ଆଜି କେନ୍ଦ୍ରାପଡା ବ୍ଲକ ଓ ନଗର କଂଗ୍ରେସ ପକ୍ଷରୁ ପୁରୁଣା ବସ୍‌ଷ୍ଟାଣ୍ଡଠାରେ ୨୫...

ପରଲୋକରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତି ,ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର,୭ା୧୧ : ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ବିଲୀନ ହୋଇଛି । ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ତାଙ୍କର ଅନ୍ତିମ ସତ୍କାର କରାଯାଇଛି ।...

ସନ୍ଦେହରେ କହୁଣିଆଡିଆରେ ଗୁଳିମାଡ

କେନ୍ଦ୍ରାପଡା ଜିଲ୍ଲା ନିକିରାଇ ଥାନା କହୁଣିଆଡିଆରେ ରବିବାର ସଂନ୍ଧ୍ୟାରେ ଗୁଳିମାଡ଼ ହୋଇଥିବା ସମାଜିକ ଗଣମାଧ୍ୟମ ଅର୍ଥାତ ଫେସବୁକରେ ଜଣେ ବ୍ୟକ୍ତି ଏକ ପୋଷ୍ଟ କରିଥିବା ଦେଖିବାକୁ ମିଳିଛି...

ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀଙ୍କ ସଭାଗୃହରେ ‘ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା’ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ...

କେନ୍ଦ୍ରାପଡାରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପୈାରସଂସ୍ଥା ଟାଉନ୍‌ହଲ୍‌ରେ ଜିଲ୍ଲାପାଳ...

ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ କେନ୍ଦ୍ରାପଡାରେ ପ୍ରତିବାଦ

କେନ୍ଦ୍ରାପଡ଼ା : ସଂଯୁକ୍ତ କିଷାନ ମୋର୍ଚ୍ଚାର ଆହ୍ୱାନ କ୍ରମେ ଦେଶବ୍ୟାପି ପ୍ରତିବାଦ ଦିବସ ପାଳନ ପରିପ୍ରେକ୍ଷୀରେ ଆଜି କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ଦିବସ ପାଳନ...

ଜମିବାଡ଼ି ବିବାଦରୁ ବୃଦ୍ଧଙ୍କୁ ବିଦ୍ୟୁତ ଖୁଂଟରେ ବାନ୍ଧି ଛେଚିଲେ

ଜମିବାଡ଼ି ବିବାଦରୁ ଗଣ୍ଡଗୋଳ ମାଲି ମୋକଦ୍ଦମା ହେବା ଭଳି ଘଟଣା ପ୍ରତିଦିନ କେଉଁଠି ନା କେଉଁଠି ଘଟୁଛି । କିନ୍ତୁ ଜମିଜମା ପାଇଁ ଠେଙ୍ଗାବାଡ଼ି ଦେଖାଇ ଧମକାଇବା...

ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ପ୍ରତାପ ଜେନାଙ୍କ ନିଯୁକ୍ତିକୁ ସ୍ୱାଗତ

  ରାଜ୍ୟ ବିଜେଡିର ଟାଣୁଆ ନେତା ଅଦ୍ୱିତୀୟ ଯୁବନେତୃତ୍ୱ ପୂର୍ବତନମନ୍ତ୍ରୀ ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କୁ ଅଣକଂଗ୍ରେସ ରାଜନୀତିର ଅଭେଦ୍ୟଦୂର୍ଗ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ କର୍ମଭୂମି କେନ୍ଦ୍ରାପଡ଼ା...

କେନ୍ଦ୍ରାପଡାରେ ଗଜଲକ୍ଷ୍ମୀ ଭଷାଣୀ ଉତ୍ସବ: ସିଂହ ବାଜା ଓ ଦୁଲଦୁଲିରେ ଦୁଲୁକିଲା ସହର

କେନ୍ଦ୍ରାପଡ଼ା ସହର ସମେତ ଗାଁ ମାନଙ୍କରେ ମଧ୍ୟ ମା’ ଗଜଲକ୍ଷ୍ମୀଙ୍କ ଭଷାଣୀ ଉତ୍ସବ ଶନିବାର ଆରମ୍ଭ ହୋଇଥିବା ବେଳେ ରବିବାର ଦିତୀୟ ଦିନରେ  ପୂର୍ବାହ୍ନ ପ୍ରାୟ ୧୦ଟାରେ...

ବିଭିନ୍ନ ସମସ୍ୟା ନେଇ ସି ପି ଆଇ ଏମ ଏଲ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ସିପିଆଇଏମଏଲ ଆଂଚଳିକ କମିଟି ପକ୍ଷରୁ ବଲୁରିଆ ଠାରେ ସିପିଆଇଏମଏଲ ନେତା ସଂଜୀବ ରାଉତଙ୍କ ନେତୃତ୍ୱରେ ବିଭିନ୍ନ ଦାବୀ ନେଇ ବ୍ୟାପକ ଆନ୍ଦୋଳନ କରିବା...

ବିଦ୍ୟୁତ ସଂସ୍ପର୍ଶରେ ଆସି ଶ୍ରମିକ ମୃତ୍

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ମହାଜନସାହି ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ନିର୍ମାଣଧିନ ଘରର ବିଦ୍ୟୁତ କାମ କରୁଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ...

ପଟ୍ଟାମୁଣ୍ଡାଇ ବୋଇତ ବନ୍ଦାଣ ଉତ୍ସବ ପ୍ରସ୍ତୁତି ବୈଠକ

ପଟ୍ଟାମୁଣ୍ଡାଇ ବିକାଶ ପରିଷଦ ଆନୁକୂଲ୍ୟରେ ୧୨ ତମ ବୋଇତ ବନ୍ଦାଣ ଉତ୍ସବ ଆସନ୍ତା ୨୭ ତାରିଖ ପବିତ୍ର ରାହାସ ପୁର୍ଣିମା ଶୁଭ ଅବସରରେ ପ୍ରତିବର୍ଷ ପରି ଚଳିତ...

ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ପକ୍ଷରୁ ପ୍ରଶିକ୍ଷଣ ଶିବିର ପ୍ରସ୍ତୁତି

ଆଗାମୀ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳ ଗୁଡିକ ନିଜର ସାଙ୍ଗଠନିକ ଦକ୍ଷତାକୁ ଆହୁରୀ ବୃଦ୍ଧି କରିବାରେ ଜୋରସୋରରେ ଲାଗି ପଡ଼ିଥିବା ବେଳେ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ...