kanika odisha

ଶାରଦୀୟ ଦୂର୍ଗାପୂଜା ପାଇଁ ପଟ୍ଟାମୁଣ୍ଡାଇ ଉତ୍ସବମୁଖର, ଆକର୍ଷଣୀୟ ସାଜସଜ୍ଜା, ତୋରଣ ଓ ଆଲୋକମାଳାରେ ଝଲସୁଛି ସହର

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ଅନନ୍ୟ ଗଣପର୍ବ ଶାରଦୀୟ ଦୂର୍ଗା ପୂଜା ପାଇଁ ସମଗ୍ର ଅଂଚଳ ଉତ୍ସବ ମୁଖର ହୋଇପଡିଛି । ପ୍ରାୟ ୬୦/୭୦ବର୍ଷର ପୁରୁଣା ଏହି...

ଓଡିଶାର ନାଁ ଉତ୍କଳ କରିବା ପାଇଁ ଜନଶକ୍ତି ପାର୍ଟିର ରଥ ପରିକ୍ରମା

ଓଡିଶାର ସ୍ୱାର୍ଥ ଓ ସ୍ୱାଭିମାନର ସୁରକ୍ଷା ପାଇଁ ବିଭିନ୍ନ ପ୍ରସଙ୍ଗରେ ଲଢେଇ କରି ଆସୁଥିବା ଜନଶକ୍ତି ପାର୍ଟି ପୁଣି ଏକ ସମବେଦନଶୀଳ ପ୍ରସଙ୍ଗକୁ ନେଇ ଅଭିଯାନ ଆରମ୍ଭ...

ମାନସ ବିକାଶ ମଞ୍ଚ ପକ୍ଷରୁ ସ୍ବେଛାସେବୀ ସମ୍ମାନ ସମାରୋହ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ଅଗ୍ରଣୀ ସମାଜସେବା ଅନୁଷ୍ଠାନ ମାନସ ବିକାଶ ମଞ୍ଚ ପକ୍ଷରୁ ଶୁକ୍ରବାର ଦାଣ୍ଡିସାହି ବ୍ରାହ୍ମଣୀ କଲେଜ ଠାରେ ଏକ ସ୍ବେଛାସେବୀ ସମ୍ମାନ ସମାରୋହ...

ବିଜେପିର ବିଶାଳ ସମାବେଶ ; ଯୋଗଦେଲେ ମନମୋହନ

କେନ୍ଦ୍ରାପଡା ଜିଲ୍ଲା ରାଜକନିକା ବ୍ଲକରେ ଆଳି ନିର୍ବାଚନ ମଣ୍ଡଳୀ ସ୍ତରୀୟ ପୂଜ୍ୟପୂଜା ବିଶାଳ ଯୁବ ସମାବେଶ ଓ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ ରାଜକନିକା ଭାରତୀୟ...

ଡେଙ୍ଗୁ ରୋଗୀଙ୍କ ପାଇଁ ଘାତକ କୋଭିଡ୍ ଆଣ୍ଟିବଡିଜ

ଭୁବନେଶ୍ବର-କୋଭିଡ୍‌-୧୯ ମହାମାରୀ ରୋଗପ୍ରତିରୋଧକାରୀ ଶକ୍ତି ଡେଙ୍ଗୁ ଆକ୍ରାନ୍ତଙ୍କ ଉପରେ ପଡିପାରେ ଗମ୍ଭୀର ପ୍ରଭାବ । ସରକାରଙ୍କ ଟ୍ରାନ୍ସନେସନାଲ ହେଲଥ୍ ସାଇନ୍ସ ଆଣ୍ଡ ଟେକନୋଲଜି ପକ୍ଷରୁ କରାଯାଇଥିବା ଏକ...

ଓଡ଼ିଶାରେ ଶକ୍ତିପୂଜା

ଡାକ୍ତର ରଶ୍ମିତା ସେଠୀ ଓଡ଼ିଶା ସର୍ବଧର୍ମ ଓ ସଂସ୍କୃତିର ମହାମିଳନ ପୀଠ । କିନ୍ତୁ ନିଜସ୍ୱ ସଂସ୍କୃତି ଓ ପରମ୍ପରାକୁ ଓଡି଼ଆ ଜାତି କେବେ ଭୁଲିଯାଇନାହିଁ ।...

ଜିଲ୍ଲା ସ୍ତରୀୟ ଓଡିଶା ରାଜ୍ୟ ବିପର୍ଯ୍ୟୟ ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଦକ୍ଷଣ ଭବନ ସମ୍ମିଳନୀ କକ୍ଷରେ ଆଜି ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ପୀତାମ୍ବର ସାମଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଓଡିଶା ରାଜ୍ୟ ବିପର୍ଯ୍ୟୟ ଦିବସ-୨୦୨୩ ପାଳନ ନିମନ୍ତେ ଏକ...

ଇଭିଏମ ଓ ଭିଭିପିଏଟିର ପ୍ରଥମ ପର୍ଯ୍ୟାୟ ପରୀକ୍ଷଣ ଶେଷ

ଆଗାମୀ ସାଧାରଣ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରାଯାଇଛି । ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଅମ୍ରିତ୍ ଋତୁରାଜଙ୍କ...

ନିଖୋଜ ଚାଷୀର ମୃତ ଦେହ ଉଦ୍ଧାର

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଧୋୟାଂଚଳର ଅଣ୍ଢରା ଗ୍ରାମର କୃଷକ ନିଖୋଜ ଘଟଣାର ଦିନକ ପରେ ତାଙ୍କ ମୃତ ଦେହ ଉଦ୍ଧାର ହୋଇଛି ।ପ୍ରକାଶ ଯେ,...

ପଟ୍ଟାମୁଣ୍ଡାଇ ବ୍ଲକରେ ଗ୍ରାମପଂଚାୟତ ବିକାଶ ସମ୍ପର୍କିତ ପ୍ରଶିକ୍ଷଣ ଶିବିର

ପଟ୍ଟାମୁଣ୍ଡାଇ ବ୍ଲକ ସମ୍ମିଳନୀ କକ୍ଷରେ ଗ୍ରାମପଂଚାୟତ ବିକାଶ ସମ୍ପର୍କିତ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଭାରପ୍ରାପ୍ତ ଜିପିଓ ପ୍ରଭାତ କୁମାର ମଲ୍ଲିକଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ...

ବିରି ବୁଣିବାକୁ ଯାଇ ଚାଷୀ ନିଖୋଜ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଧୋୟାଂଚଳର ଅଣ୍ଢରା ଗ୍ରାମର ଭେଡାକୁ ବିରି ବୁଣି ବାକୁ ଯାଇ ଜଣେ କୃଷକ ନିଖୋଜ ହେବା ଘଟଣା ସ୍ଥାନୀୟ ଅଂଚଳରେ...

ରାଜନଗରରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଉଦ୍‌ଘାଟିତ ୨୯ଟି ପଚାଂୟତ ପାଇଁ ୧୪କୋଟି ୫୦ଲକ୍ଷ ଅର୍ଥ ମଂଜୁର

କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ମହିଁଷାସୁର ପଚାଂୟତ ପଡିଆରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଡିଓ ନିଶାନ ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ...

କଟକ ଓ କେନ୍ଦ୍ରାପଡାରେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମର ଚତୁର୍ଥ ପର୍ଯ୍ୟାୟ ଶୁଭାରମ୍ଭ ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି : ମୁଖ୍ୟମନ୍ତ୍ରୀ

ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ୱକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ...

ସରକାରୀ ଚାକିରୀର ମାନ୍ୟତା ପଦୋନ୍ନତି ଓ ପେନସନ ଦାବିରେ ଆଶାକର୍ମୀଙ୍କ ସମ୍ମିଳନୀ

କେନ୍ଦ୍ରାପଡ଼ା, ୧୯ା୧୦ : ନିଖିଳ ଓଡିଶା ଆଶାକର୍ମୀ ସଙ୍ଘ(ଏ.ଆଇ.ଟି.ୟୁ.ସି.)ଇନ୍ଦୁପୁର ସିଏଚସି କମିଟିର ଏକ ସମ୍ମିଳନୀ କେନ୍ଦ୍ରାପଡା ସହର ନିକଟସ୍ଥ କପାଳେଶ୍ୱର ରାଜୀବ ଗାନ୍ଧୀ ସେବା କେନ୍ଦ୍ର ପରିସରରେ...

ଶ୍ରୀବଳଦେବଜୀଉ ମଣ୍ଡଳରେ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା ବ୍ଲକ ଅଧିନ ଶ୍ରୀବଳଦେବଜୀଉ ମଣ୍ଡଳ (ଜୋନ -୮)ର କପାଳେଶ୍ୱର ଓ ବଗଡ଼ା ପଂଚାୟତରେ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗରାପୁର...

ପଟ୍ଟାମୁଣ୍ଡାଇରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ:୩୧ ପଂଚାୟତ ପାଇବେ ୧୫ କୋଟି ୫୦ ଲକ୍ଷ

ରାଜ୍ୟ ସରକାରଙ୍କର ମହତ୍ୱକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପଟ୍ଟାମୁଣ୍ଡାଇ ବ୍ଲକରେ ଶୁଭାରମ୍ଭ ହୋଇଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲ...

କେନ୍ଦ୍ରପଡ଼ାର ଜିଲ୍ଲାରେ ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଶୁଭାରମ୍ଭ

ରାଜ୍ୟ ସରକାରଙ୍କର ମହତ୍ୱକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି...

ମା’ଦଶଭୁଜାଙ୍କ ପୂଜା ଭିଜିବ କି ବର୍ଷାରେ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟମୁଣ୍ଡାଇରେ ଧୁମଧାମରେ ପାଳନ ହେବାକୁ ଯାଉଛି ଦୁର୍ଗାପୂଜା । ଏଥିପାଇଁ ସହରର ସମସ୍ତ ପୂଜା ମଣ୍ଡପରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । କେଉଁଠି ରଙ୍ଗ...

୨୦ ତାରିଖରୁ ରାଜ୍ୟରେ ବସ୍‌ ମାଲିକ ସଂଘ ପକ୍ଷରୁ ଧର୍ମଘଟ

ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ବସ୍‌ ମାଲିକ ସଂଘ ଆସନ୍ତା ୨୦ ତାରିଖରୁ ରାଜ୍ୟରେ ଧର୍ମଘଟ ଡାକରା ଦିଆଯାଇଛି। ପୂର୍ବରୁ ମଧ୍ୟ ସଂଘ ଧର୍ମଘଟ ଡାକରା ଦେଇଥିବା...

ଆସୁଛି ଲଘୁଚାପ, ଚାଷୀକୁଳ ଭୟଭୀତ

ଓଡ଼ିଶାର ଉପକୂଳ ଜିଲାଗୁଡ଼ିକରେ ୧୯୯୯ ଅକ୍ଟୋବର ୨୯ରେ ମହାବାତ୍ୟା ଭୟଙ୍କର ବିପର୍ଯ୍ୟୟ ଘଟାଇବା ଘଟଣା ଲୋକଙ୍କ ମନରୁ ଲିଭି ନଥିବା ବେଳେ ପୁଣି ଅକ୍ଟୋବର ୨୦ ବେଳକୁ...

ମଣ୍ଡଳ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ମିଲେଟସ କାର୍ଯ୍ୟକ୍ରମ

କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ସାହସପୁର ନୋଡାଲ ଉଚ୍ଚ ବିଦ୍ୟାଳୟର ପରିସରରେ ମଣ୍ଡଳ ସ୍ତରୀୟ ଶିଶୁମହୋତ୍ସବ ସୁରଭି ବୁଧବାର ମଣ୍ଡଳ ଶିକ୍ଷାଧିକାରୀ ପାବନୀ କୁମାର ରାଉତଙ୍କ ସଭାପତିତ୍ୱରେ...

ଚଳିତମାସ ୨୮ରେ କେନ୍ଦ୍ରାପଡାରେ ରାଜ୍ୟ ସ୍ତରୀୟ ଚେସ ଟୁର୍ଣ୍ଣାମେଣ୍ଟ

କେନ୍ଦ୍ରାପଡା ଜିଲ୍ଲାରେ ଚଳିତ ମାସ ୨୮ତାରିଖରେ ରାଜ୍ୟ ସ୍ତରୀୟ ଚେସ୍ ଟୁର୍ଣ୍ଣାମେଣ୍ଟଅନୁଷ୍ଠିତ ହେବାକୁ ଯାଉଛି । କେନ୍ଦ୍ରାପଡାର ଗୋପଛକ ନିକଟ ଆଲ୍ଫା ବେଷ୍ଟ ବେସରକାରୀ କଲେଜରେ ଏହି...

ମେଡିକାଲ କଲେଜ ଓ ସିଟି ହସପିଟାଲ ପାଇଁ ଜେଲ ଭରୋ ଆନ୍ଦୋଳନ କରିବାକୁ ଗଣ ଗର୍ଜନ ସମାବେଶରେ କଂଗ୍ରେସର ଘୋଷଣା

କେନ୍ଦ୍ରାପଡାରେ ମେଡିକାଲ କଲେଜ ଓ କେନ୍ଦ୍ରାପଡା ମୁନିସିପାଲଟିରେ ଅର୍ବାନ ସିଏଚସି ପ୍ରତିଷ୍ଠା ଦାବିରେ ବ୍ଲକ ଓ ନଗର କଂଗ୍ରେସ ତରଫରୁ ମିଳିତ ଭାବରେ ଗଣ ଗର୍ଜନ ସମାବେଶ...

ଦେଢସୁର ଗୃହବନ୍ଦୀ କରି ରଖିଥିବା ଭାଇବୋହୁଙ୍କ ଅଭିଯୋଗ,ନ୍ୟାୟ ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନ

କେନ୍ଦ୍ରାପଡ଼ା, ୧୭ା୧୦ :  ଦେଢସୁର ଭାଇବୋହୁ ଏବଂ ତାଙ୍କ ପରିବାରଙ୍କୁ ଗୃହବନ୍ଦୀ କରି ରଖିଥିବା ନେଇ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରାଯିବା ସହିତ ନ୍ୟାୟ ପାଇଁ ଭାଇବୋହୁର...