kanika odisha

ଗଜଲକ୍ଷ୍ମୀ ପୂଜା ପାଇଁ ଜିଲ୍ଲା ପ୍ରଶାସନର ଦ୍ୱିତୀୟ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ାର ଗଣପର୍ବ ଗଜଲକ୍ଷ୍ମୀ ପୂଜା ପାଇଁ ଜିଲ୍ଲା ପ୍ରଶାସନର ଦ୍ୱିତୀୟ ପ୍ରସ୍ତୁତି ବୈଠକ କେନ୍ଦ୍ରାପଡ଼ା ପୌରପାଳିକା ଟାଉନ୍‌ହଲ୍‌ଠାରେ ଅନୁଷ୍ଠିତ ହୋଇଯାଇଛି । ଶାନ୍ତିଶୃଙ୍ଖଳାର ସହ ଗଜଲକ୍ଷ୍ମୀ ପୂଜା,...

ଘଡିଆମାଳ ପଚାଂୟତ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ , ବିଳମ୍ବରେ ବିଡିଓ ଆସିବା ନେଇ ଜନ ଅସନ୍ତୋଷ

ରାଜନଗର ବ୍ଲକ ଘଡିଆମାଳ ପଚାଂୟତରେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମକୁ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା । ପୂର୍ବରୁ ମାଇକ୍ ଯୋଗେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିବସ ଉପଲକ୍ଷେ ମନସୁରବାବାଙ୍କ ମଜାରରେ ଚାଦର ଚଢାଗଲା

ଓଡିଶାର ଜନପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୮ତମ ଜନ୍ମ ଦିବସ ଅବସରରେ କେନ୍ଦ୍ରାପଡା ସଂଖ୍ୟାଲଘୁ ସଂପ୍ରଦାୟ ପକ୍ଷରୁ ଆଜି ସନ୍ଧ୍ୟାରେ ମନସୁର ବାବାଙ୍କ ମଜାରରେ ଚାଦର ଚଢାଯାଇ...

ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ ବିଶିଷ୍ଟ ଗବେଷକଙ୍କୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡା ସହରସ୍ଥିତ ପବ୍ଲିକ ରିଡିଂରୁମ ପରିସରରେ ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ସଭାପତି କୁରୁଣାକର ଦାସଙ୍କ ପୈାରହିତ୍ୟରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୮ତମ ଜନ୍ମ ଦିବସ ଉପଲକ୍ଷେ ସମୁହ ଦୀପଦାନ

ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୮ତମ ଜନ୍ମଦିବସ ଉପଲକ୍ଷେ କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀ ସିଦ୍ଧ ବଳଦେବଜୀଊଙ୍କ ସିଂହଦ୍ୱାରା ସମ୍ମୁଖରେ ୭୮ଟି ଦୀପ ଦାନ କରାଯାଇଥିଲା...

ତୁଳସୀ ମହୋତ୍ସବ ଉଦ୍‌ଯାପିତ

କେନ୍ଦ୍ରାପଡା ବ୍ଲକ୍ ଅନ୍ତର୍ଗତ ବାରୁଅସ୍ଥିତ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ ଆନୁକୂଲ୍ୟରେ ଏବଂ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ସହାୟତାରେ ପଟ୍ଟାମୁଣ୍ଡାଇ ପୌର ପ୍ରେକ୍ଷାଳୟ...

ନବୀନଙ୍କ ଜନ୍ମଦିନରେ ବିଜେଡି ପକ୍ଷରୁ ମନ୍ଦିରରେ ସମୂହ ଦୀପଦାନ

ଓଡିଶା ବିକାଶର ମହାନାୟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନରେ ପଟ୍ଟାମୁଣ୍ଡାଇ ବିଜେଡି ପକ୍ଷରୁ ତାଙ୍କ ଦୀର୍ଘ ନିରାମୟ ଜୀବନ କାମନା କରାଯାଇ ପୂଜାର୍ଚନା ଓ ସମୂହ ଦୀପଦାନ...

ଭୂମିହୀନଙ୍କୁ ଜମି ପଟ୍ଟା ପ୍ରଦାନ ପରେ ଜମି ଚିହ୍ନଟ ପାଇଁ ପୈାରସଂସ୍ଥା ସମ୍ମୁଖରେ ମହିଳାଙ୍କ ଧାରଣା

କେନ୍ଦ୍ରାପଡ଼ା, ୧୬ା୧୦: ଭୂମିହୀନମାନଙ୍କୁ ୭ବର୍ଷ ତଳେ ଜମି ପଟ୍ଟା ଯୋଗାଇ ଦିଆ ଯାଇଥିଲେବି ଅଦ୍ୟାବଧି ଜମି ଚିହ୍ନଟ ଦିଆନଯିବାରୁ ସେମାନେ ଆବାସ ଯୋଜନାରେ ଗୃହ ନିର୍ମାଣ କରିପାରୁନଥିବାରୁ...

ରାସନକାର୍ଡର ଖାଉଟି ସାମଗ୍ରୀ ହଡପକାରୀ ଡିଲର ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡ଼ା, ୧୬ା୧୦: ରାସନକାର୍ଡର ଖାଉଟି ସାମଗ୍ରୀକୁ ହଡପ କରିନେଇଥିବା ଖାଉଟି ଡିଲରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ଅଭିଯୋଗ ଅନୁଯାୟୀ...

ପଟ୍ଟାମୁଣ୍ଡାଇ ବ୍ଳକରେ ମିଳିତ ଜନଶୁଣାଣୀ ଶିବିର,୧୧୬ ଅଭିଯୋଗ ଉପରେ କାର୍ଯାନୁଷ୍ଠାନ ନିର୍ଦେଶ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଳକ ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ମିଳିତ ଜନଶୁଣାଣୀ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ କେନ୍ଦ୍ରାପଡ଼ା...

ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ‘ମହକ’ ଓ ‘ଉତ୍ସାହ’

କେନ୍ଦ୍ରାପଡ଼ା, ୧୫ା୧୦: ଶିଶୁ ଯତ୍ନ ଅନୁଷ୍ଠାନରେ ରହୁଥିବା ଶିଶୁମାନଙ୍କ ନିମନ୍ତେ ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ‘ମହକ’ ଓ ‘ଉତ୍ସାହ’- ୨୦୨୩ କୋରୁଆ ମହିଳା ମହାବିଦ୍ୟାଳୟ...

ସାତଭାୟାବାସୀଙ୍କୁ ବିଜୁ ପକ୍କାଘର ସଂପୂର୍ଣ୍ଣ କରିଥିବା ପରିବାରଙ୍କୁ ପ୍ରୋତ୍ସାହନ ରାଶି ପ୍ରଦାନ

କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ସାତଭାୟା ଥଇଥାନସ୍ଥଳୀରେ ବିଜୁ ପକ୍କାଘର ନିର୍ମାଣ କରିଥିବା ୩୦ ପରିବାରଙ୍କୁ ୫୪ହଜାର୩୪୦ ଟଙ୍କା ଲେଖାଏଁ ସ୍ୱତନ୍ତ୍ର ସହାୟତା ରାଶି ପ୍ରଦାନ କରାଯାଇଛି...

ଚାଷୀଙ୍କୁ ସାର ଚିନ୍ତା , ଚଢ଼ା ଦରରେ କିଣୁଛନ୍ତି କଳାବଜାରୁ

କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ବର୍ତମାନ ଧାନ ଫସଲ ପାଇଁ ୟୁରିଆ, ଗ୍ରୋମୋର ଓ ଡିଏପି ସାରର ଆବଶ୍ୟକତା ହେଉଛି । ପ୍ରଥମିକ ସମବାୟ ସମିତି (ସୋସାଇଟ୍‌)ମାନଙ୍କରେ...

ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ‘ମହକ’ ଓ ‘ଉତ୍ସାହ’

ଶିଶୁ ଯତ୍ନ ଅନୁଷ୍ଠାନରେ ରହୁଥିବା ଶିଶୁମାନଙ୍କ ନିମନ୍ତେ ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ‘ମହକ’ ଓ ‘ଉତ୍ସାହ’- ୨୦୨୩ କୋରୁଆ ମହିଳା ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ...

ରଣ୍‌ଜି ଟ୍ରଫି ୧୯ବର୍ଷ କମ୍ କ୍ୟାମ୍ପରେ ଜିଲ୍ଲାରୁ ୩ ଖେଳାଳି

କେନ୍ଦ୍ରାପଡ଼ା, ୧୫ା୧୦: ଚଳିତବର୍ଷ ଓଡିଶା ତରଫରୁ ୧୯ ବର୍ଷ କମ୍ ରଣ୍‌ଜି ଟ୍ରଫି କ୍ରିକେଟ୍ ଚୟନ କ୍ୟାମ୍ପରେ ରାଜ୍ୟରୁ ୩୦ଜଣ ଖେଳାଳି ଯୋଗ ଦେବେ । ସେମାନଙ୍କ...

ତୁ ଥା କାଳ କାଳ ଚୀର କାଳ ପୁସ୍ତକ ଉନ୍ମୋଚିତ

ଶିକ୍ଷକନେତା କବି ନାରାୟଣ ପ୍ରସାଦ ରାଉଳଙ୍କ କବିତା ପୁସ୍ତକ ତୁ ଥା କାଳ କାଳ ଚୀର କାଳ ପୁସ୍ତକ ରବିବାର ଉନ୍ମୋଚିତ ହୋଇଯାଇଛି । ଏହି ଉପଲକ୍ଷେ...

କେନ୍ଦ୍ରାପଡା ଜିଲ୍ଲା କ୍ଷତ୍ରୀୟ ଖଣ୍ଡାୟତ ମହାସଙ୍ଘର କର୍ମକର୍ତ୍ତାଙ୍କ ନାମ ଘୋଷଣା

କେନ୍ଦ୍ରାପଡା ଜିଲ୍ଲା କ୍ଷତ୍ରୀୟ ଖଣ୍ଡାୟତ ମହାସଙ୍ଘର ଏକ ବୈଠକ ସ୍ଥାନୀୟ ହୋଟେଲ ରିଭରଭ୍ୟୁ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା କ୍ଷତ୍ରୀୟ ଖଣ୍ଡାୟତ...

ସଦର ଥାନା ପୋଲିସ ଦ୍ୱାରା ବିପୁଳ ପରିମାଣର ବାଣ ଜବତ ୨ଗିରଫ

କେନ୍ଦ୍ରାପଡା ସଦର ଥାନା ପୋଲିସ ପକ୍ଷରୁ ୭ଟି ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ବିପୁଳ ପରିମାଣର ବାଣ ତଥା ବିଷ୍ପୋରକ ଦ୍ରବ୍ୟ ଜବତ କରାଯିବା ସହ ୨ଜଣଙ୍କୁ...

କେନ୍ଦ୍ରାପଡାରେ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଉଦଯାପିତ, ସାଇବର ସୁରକ୍ଷା ରଥ ବାହୁଡିଲା

କେନ୍ଦ୍ରାପଡା ଜିଲ୍ଲାରେ ସଚେତନତା କାର୍ଯ୍ୟକ୍ରମ ସାରି ସାଇବର ସୁରକ୍ଷା ରଥ ଭୁବନେଶ୍ୱରକୁ ଆଜି ବାହୁଡି ଯାଇଛି । ଏହି ଉପଲକ୍ଷେ ପୋଲିସ ରିଜର୍ଭ ପଡିଆରେ ଆରକ୍ଷୀ ଅଧିକ୍ଷକ...

ରାଜ୍ୟ ସ୍ତରୀୟ ଶିରିଡି ସାଇ ସମ୍ମାନ ସମାରୋହ

କେନ୍ଦ୍ରାପଡ଼ା, ୧୫ା୧୦: ସାଇ ଏଜୁକେସନାଲ ଆଣ୍ଡ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଏକ ରାଜ୍ୟ ସ୍ତରୀୟ ଉତ୍ସବରେ ବାପାମାନଙ୍କୁ ଶିରିଡି ସାଇ ପ୍ରତିଭା ସମ୍ମାନରେ ସମ୍ମାନିତ କରାଯାଇଛି ।...

ମେଡିକାଲ କଲେଜ ଓ ଅର୍ବାନ ସିଏଚସି ଦାବୀରେ କଂଗ୍ରେସର ଗଣ ଗର୍ଜନ ସମାବେଶ

କେନ୍ଦ୍ରାପଡାରେ ମେଡିକାଲ କଲେଜ ଓ କେନ୍ଦ୍ରାପଡା ମୁନିସିପାଲଟିରେ ଅର୍ବାନ ସିଏଚସି ପ୍ରତିଷ୍ଠା ଦାବିରେ ଆସନ୍ତା ଅକ୍ଟୋବର ୧୮ତାରିଖ ବୁଧବାର ଗଣ ଗର୍ଜନ ସମାବେଶ କରିବାକୁ ବ୍ଲକ ଓ...

ଭାରତ ପାକିସ୍ତାନକୁ ୭ ୱିକେଟରେ ପରାସ୍ତ କଲା

ଅହମ୍ମଦାବାଦ୧୪/୧୦: ବୋଲରଙ୍କ ଘାତକ ବୋଲିଂ ପରେ ଅଧିନାୟକ ରୋହିତ ଶର୍ମାଙ୍କ ଧୂଆଁଧାର ବ୍ୟାଟିଂ ଓ ଶ୍ରେୟାସ ଆୟାରଙ୍କ ଦାୟିତ୍ୱପୂର୍ଣ୍ଣ ବ୍ୟାଟିଂ ବଳରେ ପାକିସ୍ତାନ ଧରାଶାୟୀ ହୋଇଛି ।...

କେନ୍ଦ୍ରାପଡ଼ା ସୈନିକ ସଂଘ ତରପରୁ ସିକିମରେ ସହୀଦ ହୋଇଥିବା ସୈନିକ ମାନଙ୍କୁ ଶ୍ରଦ୍ଧାଞ୍ଜଳି

କେନ୍ଦ୍ରାପଡ଼ାର ପୂର୍ବତନ ସୈନିକ ସଂଘ ଆନୁକୂଲ୍ୟରେ ତିନିମୁହାଣୀ ସ୍ଥିତ ସହୀଦ ସ୍ତମ୍ଭରେ ଶୁକ୍ରବାର କ୍ୟାପଟେନ ସୁରେନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ସିକିମ ରେ ପ୍ରାକୃତିକ ଦୁର୍ବିର୍ପାକରେ ସହୀଦ...

ଭିନ୍ନକ୍ଷମଙ୍କୁ ଯନ୍ତ୍ର ଚାଳିତ ତିନି ଚକିଆ ସାଇକେଲ ପ୍ରଦାନ ପରିକ୍ଷଣ ଶିବିର

ଭୂବନେଶ୍ୱରର ଆଲମିକୋ ସହାୟତାରେ ଜିଲ୍ଲାର ସମସ୍ତ ବ୍ଲକରେ ସେଣ୍ଟେମ୍ବର ୩୦ତାରିଖ ରୁ ଅକ୍ଟୋବର ୪ତାରିଖ ମଧ୍ୟରେ ୮୦% ରୁ ଅଧିକ ଭିନ୍ନକ୍ଷମତା ଥିବା ପୋଲିଓ ପରବର୍ତ୍ତୀ ସ୍ଥାୟୀ...