kanika odisha

ପଟ୍ଟାମୁଣ୍ଡାଇ ତାଲୁକ ଆଇନି ସେବା ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

ପଟ୍ଟାମୁଣ୍ଡାଇ ତାଲୁକ ଆଇନସେବା ସମିତି ଆନୁକୁଲ୍ୟରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସରେ ଏକ ଆଇନ ସଚେତନତା ଶିବିର ପଟ୍ଟାମୁଣ୍ଡାଇ ଡାକ୍ତରଖାନ ସମ୍ମିଳନୀ ଗୃହରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି...

କେନ୍ଦ୍ରାପଡା ଜିଲ୍ଲାରେ ମିଶନ ଶକ୍ତି ସ୍କୁଟର ଯୋଜନା ଶୁଭାରମ୍ଭ

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘ମିଶନଶକ୍ତି ସ୍କୁଟର୍‌ ଯୋଜନାର ଶୁଭାରମ୍ଭ ପରେ ବୁଧବାର କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ବ୍ଲକରେ ସ୍କୁଟର ବଣ୍ଟନ କରାଯାଇଛି । କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ...

କେନ୍ଦ୍ରାପଡା ବିଧାନ ସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ବିଜେଡି ପଦଯାତ୍ରା ଉଦ୍‌ଯାପିତ

କେନ୍ଦ୍ରାପଡ଼ା, ତା୧୧/୧୦: ଗତ ଗାନ୍ଧୀ ଜୟନ୍ତୀଠାରୁ ଆରମ୍ଭ ହୋଇଥିବା କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ବିଜୁ ଜନତା ଦଳ ପଦଯାତ୍ରା କାର୍ଯ୍ୟକ୍ରମ ଆଜି ଜୟପ୍ରକାଶ ନାରାୟଣ ଜୟନ୍ତିରେ...

ପରିବର୍ତ୍ତନରେ ସାମିଲ ହୁଅନ୍ତୁ,ଘରେ ଘରେ କଂଗ୍ରେସ କାର୍ଯ୍ୟକ୍ରମରେ କଂଗ୍ରେସର ଆହ୍ୱାନ

ପ୍ରଦେଶ କଂଗ୍ରେସ  ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ୱାନରେ ଆଜି କେନ୍ଦ୍ରାପଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେନ୍ଦ୍ରାପଡା ବ୍ଲକର ୫ନଂ ଜୋନ୍‌ରେ  ‘ଘରେ ଘରେ କଂଗ୍ରେସ, ଘରେ ଘରେ...

କେନ୍ଦ୍ରାପଡା ପୌର ପରିଷଦ ସାଧାରଣ ବୈଠକ

  କେନ୍ଦ୍ରାପଡା ପୌର ପରିଷଦର ସାଧାରଣ ବୈଠକ ଆଜି ପୌର ପରିଷଦ ପୌରପରିଷଦର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ନଗରପାଳ ସରିତା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

କେନ୍ଦ୍ରାପଡ଼ାର ଗଣପର୍ବ ଗଜଲକ୍ଷ୍ମୀ ପୂଜା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ ନିୟମାନୁସାରେ ଡିଜେ ବାଜିବ, କିନ୍ତୁ ଭାଇବ୍ରେଟର୍ ବ୍ୟାନ୍‌: ଶାନ୍ତିପୂର୍ଣ୍ଣ ଗଜଲକ୍ଷ୍ମୀ ପୂଜା ପାଳନ ପାଇଁ ସମସ୍ତଙ୍କୁ ସ୍ୱାଗତ

କେନ୍ଦ୍ରାପଡ଼ାର ଗଣପର୍ବ ଗଜଲକ୍ଷ୍ମୀ ପୂଜା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ କେନ୍ଦ୍ରାପଡ଼ା ପୌରପାଳିକା ଟାଉନ୍‌ହଲ୍ ପରିସରରେ ଜିଲ୍ଲାପାଳ ଅମ୍ରିତ୍ ଋତୁରାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।...

କେନ୍ଦ୍ରାପଡାରେ ନୂତନ ଉପଜିଲ୍ଲାପାଳଙ୍କ ଯୋଗଦାନ

କେନ୍ଦ୍ରାପଡ଼ାର ନୂତନ ଉପଜିଲ୍ଲାପାଳ ଭାବେ ବରିଷ୍ଠ ପ୍ରଶାସନିକ ଅଧିକାରୀ ରବିନ୍ଦ୍ର କୁମାର ପ୍ରଧାନ (ଓ.ପ୍ର.ସେ.-ଏସ୍‌) ଆଜି ପୂର୍ବାହ୍ନରେ ଯୋଗଦେଇଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜଙ୍କୁ...

ବିଭିନ୍ନ ଦାବୀ ନେଇ ସରପଞ୍ଚମାନେ କେନ୍ଦ୍ରାପଡା ବିଡିଓଙ୍କୁ ଦାବୀପତ୍ର

ରାଜ୍ୟ ସରପଞ୍ଚ ସଂଘ ତରଫରୁ ଗତ ୨୨ତାରିଖ ଠାରୁ ୧୫ ଦଫା ଦାବି ନେଇ କଲମ ଛାଡ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଏନେଇ କେନ୍ଦ୍ରାପଡା ପଞ୍ଚାୟତ ସମିତି...

ପଟ୍ଟାମୁଣ୍ଡାଇ ବିଜେଡି ଜନସମ୍ପର୍କ ପଦଯାତ୍ରା ଉଦଯାପନୀ ସମାବେଶ

ଓଡିଶା ବିକାଶର ମହାନାୟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ଧାରା ସାରା ଭାରତରେ ରୋଲମଡେଲ ହୋଇଥିବାରୁ ଆଗାମୀ ସାଧାରଣ ନିର୍ବାଚନରେ ନବୀନଙ୍କ ବିକାଶ ଧାରା ବିଜେଡି ପୁନଃରାୟ...

ସାମ୍ବାଦିକଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା

ପଟ୍ଟାମୁଣ୍ଡାଇର ବରିଷ୍ଠ ସାମ୍ବାଦିକ ସୁରେନ୍ଦ୍ର ରାଉତଙ୍କ ବିୟୋଗରେ ପଟ୍ଟାମୁଣ୍ଡାଇ ଏସୟୁଜେ ସାମ୍ବାଦିକ ସଂଘ ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା ବୁଧବାର ସ୍ଥାନୀୟ ରାମମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି ।...

ପଲ୍ଲିଶ୍ରୀ ମେଳା ଏବଂ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ପାଇଁ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀଙ୍କ କାର୍ଯ୍ୟାଳୟରେ ‘ପଲ୍ଲିଶ୍ରୀ ମେଳା’ ଓ ‘ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା’ ପାଇଁ ଏକ...

କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି

କେନ୍ଦ୍ରାପଡ଼ା, ୧୦ା୧୦ : କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ତୁଣପୁର ନୋଡାଲ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ...

ଇଂ ନିରାକାର ବିଶ୍ୱାଳ ପରଲୋକ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ପେଣ୍ଠପାଳ ପଂଚାୟତ ଦାଣ୍ଡିସାହି ଗ୍ରାମର ଜଳସମ୍ପଦ ବିଭାଗ ଇଂଜିନିୟର ନିରାକାର ବିଶ୍ୱାଳ ଗତକାଲି ହୃଦଘାତରେ ପରଲୋକ ହୋଇଯାଇଛି । ମୃତ୍ୟୁ...

ମାଟିଆପଡା ସରକାରୀ ଉଚ୍ଚ ବିଦ୍ୟାଳୟରେ ବନ୍ୟପ୍ରାଣୀ ସପ୍ତାହ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ମାଟିଆପଡା ଉନ୍ନୀତ ସରକାରୀ ଉଚ୍ଚବିଦ୍ୟାଳୟ ଠାରେ ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ ଏକ ଦୁଇ ଦିନିଆ କୁମ୍ଭୀର ସଚେତନତା ଶିବିର...

ଉତ୍କଳମଣୀ ଥିଲେ ବିଶ୍ୱ ମାନବତାର ପ୍ରତୀକ

କେନ୍ଦ୍ରାପଡ଼ା, ୯ା୧୦ : ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୭ତମ ଜୟନ୍ତୀ ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ କେନ୍ଦ୍ରାପଡା ଜିଲ୍ଲା ଶାଖା ପକ୍ଷରୁ ପାଳିତ ହୋଇଯାଇଛି । ଏହି...

କଳପଡାରେ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା, ୯ା୧୦: କଳପଡାରେ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଜିଲ୍ଲା ପୋଲିସ୍ ପ୍ରଶାସନ ଆନୁକୂଲ୍ୟରେ ଏକ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା...

କେନ୍ଦ୍ରାପଡା ରସାବଳି ନିର୍ମାତା ସଙ୍ଘ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

କେନ୍ଦ୍ରାପଡା ରସାବଳିକୁ ଜି.ଆଇ. ଟ୍ୟାଗ ମାନ୍ୟତା ମିଳିବା ପରେ କେନ୍ଦ୍ରାପଡା ରସାବଳି ନିର୍ମାତା ସଙ୍ଘ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ସଙ୍ଘର ସଭାପତି...

ନୋଟିସ ଦେବାକୁ ଆସି ହଟହଟା ପୋଲିସ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ପୋଲିସ ଶନିବାର ବଡମହନପୁର ପଂଚାୟତ କଣିପାଳ ଗାଁକୁ ୧୦୭ ଦଫା ନୋଟିସ ଦେବାକୁ ଆସି ହଟହଟା ହୋଇଥିବା ଭାଇରାଲ ଭିଡିଓରୁ...

ଏମ ଏନ ହାଇସ୍କୁଲରେ ଶିଶୁମହୋତ୍ସବ ସୁରଭି

ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲ ଠାରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି । ସି ଆର ସି ସି ବିଶ୍ୱରଞ୍ଜନ ଦାଶଙ୍କ ପୌରହିତ୍ୟରେ...

ବଡ଼ମୂଳବସନ୍ତ ପଂଚାୟତରେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ

ସମସ୍ତ ସରକାରୀ ଯୋଜନାର ସଫଳ ରୂପାୟନ ସହ ପଲ୍ଲୀରେ ଥିବା ଲୋକମାନଙ୍କ ନିକଟରେ ସରକାରୀ ଯୋଜନାର ସୁବିଧା ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକଙ୍କ ନିର୍ଦ୍ଦେଶରେ ଏକ...

ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୬ତମ ଜୟନ୍ତି ପାଳିତ

କେନ୍ଦ୍ରାପଡା ସହରରେ ସୋମବାର ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୬ତମ ଜନ୍ମ ଜୟନ୍ତି ପାଳନ କରାଯାଇଛି । ଏହି ଅବସରରେ କେନ୍ଦ୍ରାପଡା ମହାବିଦ୍ୟାଳୟ, ତହସିଲ କାର୍ଯ୍ୟାଳୟ ନିକଟ ଓ...

କେନ୍ଦ୍ରାପଡାର ଝିଅ ସର୍ବଭାରତୀୟ ସ୍ତରରେ କୃତିତ୍ୱ ଆଣିଲେ

କେନ୍ଦ୍ରାପଡାର ନୃତ୍ୟ ଅନୁଷ୍ଠାନ ରୟାଲ ଡ୍ୟାନ୍ସ ଏକାଡେମିର ନୃତ୍ୟ ଶିଳ୍ପି ତଥା କେନ୍ଦ୍ରାପଡାର ଝିଅ ଚୀରାବ୍ଧି ତନ୍ନୟା ସର୍ବଭାରତୀୟ ସ୍ତରରେ ନୃତ୍ୟ ପ୍ରତିଯୋଗୀତାରେ ସଫଳତା ଆଣିଛନ୍ତି ।...

ମାନସ ବିକାଶ ମଂଚ ପକ୍ଷରୁ ମେଗା ସ୍ୱାସ୍ଥ୍ୟ ସେବା ଶିବିର

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ଅଗ୍ରଣୀ ସମାଜସେବା ସଂଗଠନ ମାନସ ବିକାଶ ମଂଚ ପକ୍ଷରୁ ଦାଣ୍ଡିସାହି ବ୍ରାହ୍ମଣୀ କଲେଜ ଠାରେ ଏକ ମେଗା ମାଗଣା ସ୍ୱାସ୍ଥ୍ୟସେବା ଶିବିର...

ଆଞ୍ଜୁଳାଏ ସ୍ମୃତି ପାଖୁଡା ଉନ୍ମୋଚିତ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ବିଶିଷ୍ଟ କବୟିତ୍ରୀ ତଥା ପତ୍ରପୁର ସାମନ୍ତ ସିଂହାର କେଳୁ ଚରଣ ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଆରାଧନା ଦାଶଙ୍କର ତୃତୀୟ କବିତା ସଙ୍କଳନ...