ଜୀବନ ପାଇଁ ଜଙ୍ଗଲର ଉପାଦେୟତା

ସଂସ୍କୃତରେ ଏକ ବାକ୍ୟ ଅଛି ‘ବୃକ୍ଷଃ ରକ୍ଷତି ରକ୍ଷିତମ୍‌’ । ବୃକ୍ଷକୁ ଆମେ ରକ୍ଷା କଲେ ବୃକ୍ଷ ଆମ ଜୀବନ ରକ୍ଷା କରିଥାଏ । ସୃଷ୍ଟିର ପ୍ରାରମ୍ଭ କାଳରୁ ଉଦ୍ଭିଦ ଓ ପ୍ରାଣୀ ଓତପ୍ରୋତ ଭାବେ ଜଡିତ । ପ୍ରକୃତି ଆମର…

ବେଙ୍ଗାଲୁରୁରେ ବିରୋଧୀ ଦଳଙ୍କ ବୈଠକ

ବେଙ୍ଗାଲୁରୁ,୧୮ା୭: ବିରୋଧୀ ଦଳଙ୍କ ବେଙ୍ଗାଲୁରୁରେ ଜାରି ବୈଠକରେ ସେମାନଙ୍କ ମେଣ୍ଟ ପୂର୍ବରୁ ୟୁପିଏ ନାମରେ ଜଣାଯାଉଥିଲା । ଏବେ ସମସ୍ତ ବିରୋଧୀ ଦଳ ଇଣ୍ଡିଆ ମେଣ୍ଟ ବାହାରର ରାସ୍ତା ଦେଖାଇ ଦେଇଛି । ଖଡଗେ କହିଛନ୍ତି ଯେ ଏବେ ବିଜେପି ଅଧ୍ୟକ୍ଷ…

ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ୨୦ବର୍ଷ କାରାଦଣ୍ଡାଦେଶ

  କେନ୍ଦ୍ରାପଡ଼ା,୧୮ା୭: ଜନୈକ ନାବାଳିକାକୁ ବାରମ୍ବାର ଦୁଷ୍କର୍ମ କରି ଗର୍ଭବତୀ କରାଇବା ଅପରାଧରେ ଅଭିଯୁକ୍ତ କେନ୍ଦ୍ରାପଡା ଜିଲ୍ଲାର ଆଳି ଥାନା ଅଂଚଳର ରାଜୀବ ମଲିକକୁ କେନ୍ଦ୍ରାପଡା ଅତିରିକ୍ତ ଜିଲ୍ଲା ଦୈାରାଜଜ୍ ତଥା ସ୍ୱତନ୍ତ୍ର ପୋକ୍ସୋ କୋର୍ଟର ଜଜ୍ ପ୍ରଣତୀ ପଟ୍ଟନାୟକ ୨୦ବର୍ଷ…

କେନ୍ଦ୍ରାପଡା ଜିଲ୍ଲା “ଭୂମି ସମ୍ମାନ”ରେ ପୁରସ୍କୃତ

କେନ୍ଦ୍ରାପଡ଼ା,୧୮ା୭: ଲ୍ୟାଣ୍ଡ ରେକର୍ଡସର ସମ୍ପୂର୍ଣ୍ଣ ଡିଜିଟାଲାଇଜେସନରେ ଉଲ୍ଲେଖନୀୟ ସଫଳତା ହାସଲ କରି କେନ୍ଦ୍ରାପଡା ଜିଲ୍ଲା କେନ୍ଦ୍ର ସରକାରଙ୍କ ଗ୍ରାମୀଣ ବିକାଶ ବିଭାଗ(ଲ୍ୟାଣ୍ଡ ରିସୋର୍ସେସ) ଦ୍ୱାରା “ଭୂମି ସମ୍ମାନ-୨୦୨୩” ଭାବରେ ପୁରସ୍କୃତ ହୋଇଛି । ନୂଆ ଦିଲ୍ଲୀ ବିଜ୍ଞାନ ଭବନ ଠାରେ ଭାରତର…

ଦିହୁଡିପୁର ସମିତିସଭ୍ୟ ଉପନିର୍ବାଚନ ପାଇଁ ୩ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର କାୟମ

ପଟ୍ଟାମୁଣ୍ଡାଇ ୧୮ା୭-ପଟ୍ଟାମୁଣ୍ଡାଇ ବ୍ଲକ ଦିହୁଡିପୁର ପଂଚାୟତର ସମିତିସଭ୍ୟ ପଦବୀ ପାଇଁ ଆସନ୍ତା ୯ ତାରିଖରେ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏଥି ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ କରାଯାଇଛି । ଏହି ପଂଚାୟତର କଂଗ୍ରେସ ସମର୍ôଥତ…

ପଟ୍ଟାମୁଣ୍ଡାଇ ବିଜେଡି ସଂଗଠନ ମଜଭୁତ କରିବା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ

ପଟ୍ଟାମୁଣ୍ଡାଇ ୧୮.୭- ତୃଣମୂଳ ସ୍ତରରେ ବିଜେଡି ସଂଗଠନକୁ ମଜଭୁତ କରିବା ସହିତ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ଓ ବିକାଶର ବାର୍ତା ଜନସାଧାରଣଙ୍କ ନିକଟରେ ପହଁଚାଇବା ପାଇଁ ରାଜ୍ୟ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ମନ୍ତ୍ରୀ, ସାଂସଦ…

ସମସ୍ତଙ୍କ ମଙ୍ଗଳ କାମନା କଲେ ଆପଣା ଛାଏଁ ନିଜର ମଙ୍ଗଳ ହୋଇଥାଏ- ଶ୍ରୀମା, ଦିଲ୍ଲୀରେ ବିଶ୍ୱଶାନ୍ତି ପ୍ରାର୍ଥନା ଦିବସର ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୧୮ା୭: ମଣିଷ ନିଜ ପାଇଁ ଅନେକ କିଛି କାମ କରେ । ନିଜ ମଙ୍ଗଳ ପାଇଁ ଈଶ୍ୱରଙ୍କୁ ପ୍ରାର୍ଥନା କରେ । ଅନ୍ୟ ପାଇଁ କାମ କରୁଥିବା, ଅନ୍ୟର ମଙ୍ଗଳ ପାଇଁ ଈଶ୍ୱରଙ୍କୁ ପ୍ରାର୍ଥନା କରୁଥିବା ଲୋକଙ୍କ ସଂଖ୍ୟା ଆଜିର ଦୁନିଆରେ…

ଅଳିଆ ଆବର୍ଜ୍ଜନା ଓ ପଚା ପାଣି ଯୋଗୁଁ ମଶା ବଂଶ ବୃଦ୍ଧି, ରୋଗ ବ୍ୟାପିବା ଆଶଙ୍କା

କେନ୍ଦ୍ରାପଡ଼ା,୧୭ା୭: କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ୨୧ନମ୍ବର ୱାର୍ଡ ସଂଲଗ୍ନ କଟକ-ଚାନ୍ଦବାଲି ରାଜ୍ୟ ରାଜପଥର ଶୁକଦେବ ଏନକ୍ଲାଭ ପାଶ୍ୱର୍ ତଥା କେନ୍ଦ୍ରାପଡା ସାନ୍ଧ୍ୟ ମହାବିଦ୍ୟାଳୟ ସମ୍ମୁଖ ରାସ୍ତାର ଅପରପାଶ୍ୱର୍ରେ ଅଳିଆ ଆବର୍ଜ୍ଜନା ଭର୍ତ୍ତି ହୋଇ ରହିବା ଏବଂ ପଚା ପାଣି ନିଷ୍କାସନ ହୋଇନପାରି…

କେନ୍ଦ୍ରାପଡା ଜିଲ୍ଲା ମିଳିତ ଟ୍ରେଡ୍ ୟୁନିୟନ ସମନ୍ୱୟ ସମିତିର ବୈଠକ

କେନ୍ଦ୍ରାପଡ଼ା, ୧୭ା୭: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଭାଗବତ ପ୍ରସାଦ ମହାନ୍ତିଙ୍କ କେନ୍ଦ୍ରାପଡାସ୍ଥିତ ବାସଭବନରେ ମିଳିତ ଟ୍ରେଡ ୟୁନିୟନ ପକ୍ଷରୁ ସାଧାରଣ ସମ୍ପାଦକ ସୌମ୍ୟରଞ୍ଜନ ଧଳଙ୍କ ତତ୍ତ୍ୱାବଧାନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଶ୍ରମିକମାନଙ୍କର ବିଭିନ୍ନ ସମସ୍ୟା…

ସଂଗ୍ରାମୀ ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ପ୍ରତିମୂର୍ତି ଉନ୍ମୋଚନ

କେନ୍ଦ୍ରାପଡ଼ା, ସହରର ସୈାନ୍ଧର୍ଯ୍ୟକରଣ ଅବସରରେ ପ୍ରଭାବିତ ହୋଇଥିବା ସ୍ୱାଧୀନତା ସଂଗ୍ରାମୀ ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ପ୍ରତିମୂର୍ତ୍ତିକୁ ଜିଲ୍ଲାର ପ୍ରମୁଖ ବିଶିଷ୍ଟ ଲୋକମାନଙ୍କ ଗହଣରେ ଆଡମ୍ବର ସହକାରେ ପ୍ରଶାସନର ପ୍ରତ୍ୟକ୍ଷ ତତ୍ୱାବଧାନରେ ଗୋପସ୍ଥିତ ତୁଳସୀ ପାର୍କ ନିକଟରେ ଉନ୍ମୋଚିତ କରାଯାଇଛି ।…

ବହୁ ଚର୍ଚ୍ଚିତ ମାର୍ଶାଘାଇ ବିଭୁ ସାହୁ ହତ୍ୟା ଘଟଣାରେ ମୁଖ୍ୟ ଆସାମୀ ସମେତ ୬ ଗିରଫ, ବ୍ୟବହୃତ କାର ଓ ବାଇକ ଜବତ

କେନ୍ଦ୍ରାପଡା ଜିଲ୍ଲାର ବହୁ ଚର୍ଚ୍ଚିତ ମାର୍ଶାଘାଇ ବିଭୁ ସାହୁ ହତ୍ୟା ମାମଲାର ମୁଖ୍ୟ ଆସାମୀ ସମେତ ୬ ଜଣଙ୍କୁ ପୋଲିସ ଗିରଫ କରିବା ସହିତ ବ୍ୟବହୃତ ୨ଟି କାର, ୩ଟି ବାଇକ, ୫ଟି ମୋବାଇଲ ଫୋନ ଓ ଦୁଇଟି କୋଦାଳ ବେଣ୍ଟ…

ବାଛରା ପଂଚାୟତରେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ବାଛରା ପଂଚାୟତରେ ସୋମବାର ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ , ବାଛରା ସରପଂଚ ରଂଜିତା ସାହୁ (ରାଉତ ), ସମିତିସଭ୍ୟା ସୁମିତ୍ରା ସାହୁ ଯୋଗ ଦେଇ…

ବୋଲବମ ଭକ୍ତଙ୍କ ମନ୍ଦିରରେ ଜଳାଭିଷେକ

ଶ୍ରାବଣ ମାସରେ ବିଭିନ୍ନ ଶୈବ ପୀଠରେ ଜଳାଭିଷେକ କରିବା ବୋଲବମ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଥାଏ । ସାରା ରାଜ୍ୟର ବିଭିନ୍ନ ଅଂଚଳରେ ସକାଳ ଠାରୁ ରାତ୍ରୀ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବୋଲବମ ଭକ୍ତଙ୍କ ଶୋଭାଯାତ୍ରା ଚାଲିଥାଏ । ବୋଲବମ ଭକ୍ତ…

ପଟ୍ଟାମୁଣ୍ଡାଇ ବ୍ଲକର ୧୧୩ ଶିକ୍ଷକଙ୍କ ପଦୋନ୍ନତି ଆଦେଶ ସ୍ଥଗିତ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀ ୧୧୩ ଜଣ ଶିକ୍ଷକଙ୍କୁ ପଦୋନ୍ନତି ଦେଇଛନ୍ତି । ଏଥିରେ ୨ ଜଣ ଶିକ୍ଷକ ଲେବୁଲ-୩କୁ ଉନ୍ନୀତ ହୋଇ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ଭାବେ ପଦୋନ୍ନତି ପାଇଥିବାବେଳେ ୪୨ଜଣ ଶିକ୍ଷକ ଲେବେଲ-୩କୁ ଉନ୍ନୀତ ହୋଇ ଉଚ୍ଚ…

ଦିହୁଡିପୁର ସମିତିସଭ୍ୟ ପାଇଁ ବିଜେଡି ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ

କେନ୍ଦ୍ରାପଡା  ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଦିହୁଡିପୁର ପଂଚାୟତର ସମିତିସଭ୍ୟ ପଦବୀ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏଥି ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ କରାଯାଇଛି । ଏହି ପଂଚାୟତର କଂଗ୍ରେସ ସମର୍ôଥତ ସମିତି ସଭ୍ୟା…

ପିସିସି ସଭାପତିଙ୍କ କୁଶପୁତ୍ତଳିକା ଦାହ

କେନ୍ଦ୍ରାପଡ଼ା ୧୭/୭ କଂଗ୍ରେସ ଦଳର ପ୍ରଭାବଶାଳୀ ନେତା, ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ ଓ କଟକ ବାରବାଟି ବିଧାୟକ ମହମ୍ମଦ ମୋକୀମଙ୍କୁ ଦଳରୁ ନିଲମ୍ବନ କରାଯିବା ପରେ କେନ୍ଦ୍ରାପଡା କଂଗ୍ରେସରେ ଏକ ପ୍ରକାର କମ୍ପନ ସୃଷ୍ଟି ହୋଇଛି। ଏହି ଘଟଣାକୁ ବିରୋଧ…

ପ୍ରଭାତ ଚନ୍ଦ୍ର ପାଣିଙ୍କ ଦେହାନ୍ତ , ଗଡମେକର ପକ୍ଷରୁ ଶୋକସଭା

ଗୋପାଳଦାସ ସ୍ମାରକୀ କଳାମନ୍ଦିରର ଉପଦେଷ୍ଟା ପ୍ରଭାତ ଚନ୍ଦ୍ର ପାଣି ଙ୍କ ବିୟୋଗରେ (ଗଡମେକର) ପକ୍ଷରୁ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ଗଡମେକର ସାଧାରଣ ସଂପାଦକ ଦୟାନିଧି ବଳଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଶୋକସଭାରେ ଗଡମେକର ପ୍ରତିଷ୍ଠାତା ଗୀତିକବି ସୁଶାନ୍ତ ପାଣି ,…

ଆଠ ମାସ ହେଲା ରାଶନ କାର୍ଡଧାରୀଙ୍କୁ ମିଳୁନି ଗହମ , ହତାଶ ହୋଇପଡ଼ିଛନ୍ତି ହିତାଧିକାରୀ

ଦେଶରେ କେହି ଯେପରି ଭେକିଲା ନରହୁନ୍ତି ସେଥିପାଇଁ ଖାଦ୍ୟ ସୁରକ୍ଷା ଯୋଜନା କରି ସମସ୍ତ ଗରିବ ପରିବାରକୁ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି । ସେଥିପାଇଁ ପ୍ରତି ରାଶନ କାର୍ଡଧାରୀଙ୍କୁ ସରକାର ମାସିକିଆ ଚାଉଳ ସହ ଗହମ ପ୍ରଦାନ କରୁଥିଲେ…

କେନ୍ଦ୍ରାପଡା ବିଧାନସଭା ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ : ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଓ ମହିଳା ଶସକ୍ତିକରଣରେ ନବୀନ ପଟ୍ଟନାୟକ ଶତାଦ୍ଦି ପୁରୁଷ ହୋଇ ରହିବେ

କେନ୍ଦ୍ରାପଡ଼ା,୧୬ା୭: କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ସ୍ତରୀୟ ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ରବିବାର ଇଛାପୁରସ୍ଥିତ ଶ୍ୟାମକାଳୀ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଜେଡି ଦଳୀୟ ପର୍ଯ୍ୟବେକ୍ଷକ ତଥା ରାଜସ୍ୱ ଓ…

୨୦୨୪ ପୂର୍ବରୁ ମଦ ବିରୋଧୀ ଆନ୍ଦୋଳନ ଚୂଡାନ୍ତ ରୂପ ନେବ , ନିଶା ନିବାରଣ ଅଭିଯାନର ଜିଲ୍ଲା ବୈଠକରେ ନିଷ୍ପତ୍ତି

କେନ୍ଦ୍ରାପଡ଼ା,୧୬ା୭: ରାଜ୍ୟରେ ବିଭିନ୍ନ ପ୍ରକାର ଅପରାଧିକ କାର୍ଯ୍ୟକଳାପ ସାଙ୍ଗକୁ ସଡକ ଦୁର୍ଘଟଣା ଜନିତ ଜୀବନ ହାନୀ ଓ ଅନେକ ସାମାଜିକ ସମସ୍ୟା ବହୁ ପରିମାଣରେ ବଢି ଚାଲିଥିବା ବେଳେ ଏସବୁର ମୂଳ କାରଣ ମଦ ଓ ଅନ୍ୟାନ୍ୟ ନିଶା ଦ୍ରବ୍ୟ କାରବାରକୁ…

ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ତାଲା ପକାଇଲେ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି

ପଟ୍ଟାମୁଣ୍ଡାଇ ୧୫.୭-ପଟ୍ଟାମୁଣ୍ଡାଇ ବ୍ଲକରେ ବିଭିନ୍ନ ବିଦ୍ୟାଳୟରେ ଲାଗିରହିଥିବା ଶିକ୍ଷକ ଅଭାବ ସମସ୍ୟାକୁ ନେଇ ଆଜି ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରେ ତାଲା ପକାଇ ଗଣ ଧାରଣାରେ ବସିଲେ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି । ବିଭିନ୍ନ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାରୁ…

ମାନବ ସମ୍ବଳର ବିକାଶ ପାଇଁ ଦକ୍ଷତା ବୃଦ୍ଧି ଅପରିହାର୍ଯ୍ୟ: ଅତିରିକ୍ତ ଜିଲ୍ଲାପାଳ

କେନ୍ଦ୍ରାପଡ଼ା,୧୫ା୭: ଦକ୍ଷତାର ବୃଦ୍ଧି ହେଲେ କେବଳ ମାନବ ସମ୍ବଳର ବିକାଶ ହୁଏନି ବରଂ ପ୍ରଗତିର ନନ୍ଦିଘୋଷ ହୁଏ ଦୃପ୍ତ । ସମାଜରେ ଆସେ ବ୍ୟାପକ ରୂପାନ୍ତର । କେନ୍ଦ୍ରାପଡ଼ା ଜିଲ୍ଲା ନିୟୋଜନ କାର୍ଯ୍ୟାଳୟ ପକ୍ଷରୁ ‘ବିଶ୍ୱ ଯୁବ ଦକ୍ଷତା ଦିବସ’ ପାଳନ…

ବୃଦ୍ଧାଙ୍କୁ ଦୁଷ୍କର୍ମ ଘଟଣା  ; ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଜଣେ ୮୦ ବର୍ଷିୟା ବୃଦ୍ଧାଙ୍କୁ ଝିଅ ଘରେ ଛାଡ଼ି ଦେବା ବାହାନା ଦେଖାଇ ବାଇକ୍‌ରେ ନେଇ ବଳାତ୍କାର କରି ଫେରାର ହୋଇଯାଇଥିବା ଘଟଣାକୁ ଏକମାସରୁ ଅଧିକ ହୋଇଥିଲେ ମଧ୍ୟ ପୋଲିସ ଏ ପର୍ଯ୍ୟନ୍ତ ବଳାତ୍କାରୀଙ୍କୁ ଧରିବାରେ ବିଫଳ ହୋଇଛି। ଏହିଘଟଣା ଅତ୍ୟନ୍ତ…

ଆସନ୍ତା ୨୫ ତାରିଖରୁ ବ୍ଲକ ସ୍ତରୀୟ ପରାମର୍ଶ ଶିବିର

କେନ୍ଦ୍ରାପଡ଼ା,୧୫ା୭: ଆସନ୍ତା ୨୫ତାରିଖରୁ ଜିଲ୍ଲାର ବିଭିନ୍ନ ବ୍ଲକରେ ବ୍ଲକ ସ୍ତରୀୟ ପରାମର୍ଶ ଶିବିର(ଦକ୍ଷତା ମେଳା) ଅନୁଷ୍ଠିତ ହେବ । ଓଡିଶା ଦକ୍ଷତା ପ୍ରାଧିକରଣ ଓ କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଜିଲ୍ଲାର ସମସ୍ତ ୯ଟି ବ୍ଲକରେ ଚଳିତମାସ ୨୫ତାରିଖରୁ ଅଗଷ୍ଟମାସ…