ସଂସ୍କୃତ ଭାଷାର ବିକାଶ କ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉଦ୍ୟମ , ପଟ୍ଟାମୁଣ୍ଡାଇରେ ଅଣଦେଖା ,

ଦିନ ଥିଲା ପୁରାଣ ସଂସ୍କୃତ ଭାଷା ଦେଶବାସୀଙ୍କ ପ୍ରାଣର ଭାବାବେଗ ସହିତ ଜଡ଼ିତ ଥିଲା । ସଂସ୍କୃତ ଭାଷା ଦେଶକୁ ଏକତା ସୂତ୍ରରେ ବାନ୍ଧିବାକୁ ସକ୍ଷମ ହେଉଥିବା ବେଳେ ଜାତୀୟ ଏକତାକୁ ସୁଦୃଢ଼ କରିବାରେ ଗୁରୁତ୍ୱପୂର୍ଣ୍ଣ ଥିଲା । ପୁରାଣ କାଳରୁ…

ପାଖେଇ ଆସୁଛି ୨୦୨୪ ସାଧାରଣ ନିର୍ବାଚନ, ଭୋଟରଙ୍କ ମନ ଜୟ ପାଇଁ ଗାଁ ମୁହାଁ ନେତା

ଆଉ ୧ ବର୍ଷ କମ୍ ସମୟ ରହିଛି ସାଧାରଣ ନିର୍ବାଚନ । ଏହାକୁ ଦୃଷ୍ଟିରେ ରଖି ନେତାମାନେ ତପତ୍ର ହୋଇଉଠିଲେଣି । ଏଭଳିସ୍ଥଳେ ପାନ ଦୋକନଠାରୁ ଆରମ୍ଭକରି ବାଟଘାଟରେ କିଏ କେଉଁ ଦଳରୁ ପ୍ରାର୍ଥୀ ହେବେ, କାହା ଟିକେଟ୍ କଟିବ, କାହାର…

ରାଜନଗର ନିର୍ବାଚନମଣ୍ଡଳୀ ବିଜେଡି କାର୍ଯ୍ୟକାରିଣୀ ବୈଠକ,ଘରେ ଘରେ ପହଂଚିଛି ନବୀନଙ୍କ ବିକାଶ, ସୋସିଆଲ ମିଡିଆରେ ଅପପ୍ରଚାରର ଜବାବ ଦିଅ :ମନ୍ତ୍ରୀ

କେନ୍ଦ୍ରାପଡା : ମହିଳା, ଯୁବ, ଛାତ୍ର, କୃଷକ, ଶ୍ରମିକ, ଦଳିତ, ପଛୁଆବର୍ଗ ଓ ସଂଖ୍ୟାଲାଗୁ ଆଦି ସବୁବର୍ଗର ଲୋକଙ୍କ ପାଇଁ ଜନ୍ମ ଠାରୁ ମୃତ୍ୟୁ ପର୍ଯ୍ୟନ୍ତ ଯୋଜନା ସହିତ କାଳିଆ, ବଳିଆ,ବିଜୁ ସ୍ୱାସ୍ଥ୍ୟକଲ୍ୟାଣ,ହରିଶ୍ଚନ୍ଦ୍ର, ଆହାର ମମତା ଆଦି ଯୁଗାନ୍ତକାରୀ ଯୋଜନା, କୃଷକ…

ଆଖିଧରା ରୋଗ ବ୍ୟାପିବାରେ ଲାଗିଛି

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ଆଖିଧରା ରୋଗ ବ୍ୟାପିବାରେ ଲାଗିଛି । ଏହି ରୋଗରେ ପୀଡ଼ିତ ରୋଗୀଙ୍କ ଆଖିରେ ଯନ୍ତ୍ରଣା ହେବା ସହ ଆଖି ନାଲି ପଡ଼ିଯାଉଛି । ଆଖିରୁ ପାଣି ଗଡୁଛି, ନେଞରା ନିର୍ଗତ ହେଉଥିବା ଲକ୍ଷ୍ୟ କରାଯାଉଛି ।…

କେନ୍ଦ୍ରାପଡାରେ ରଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

କେନ୍ଦ୍ରାପଡ଼ା, ୮ା୭ : କେନ୍ଦ୍ରାପଡା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଏ ବର୍ଷର ଦ୍ୱିତୀୟ ଜିଲ୍ଲା ସ୍ତରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଏହି ଲୋକ ଅଦାଲତରେ ତାଲୁକସ୍ତରୀୟ ପଟ୍ଟାମୁଣ୍ଡାଇ, ଆଳୀ ଓ ରାଜନଗର କୋର୍ଟମାନ ମଧ୍ୟ ଅଂଶ…

ଋାଜ୍ୟ ସ୍ତରୀୟ ବାଣୀକଣ୍ଠ ନିମାଇଁ ଚରଣ ହରିଚନ୍ଦନଙ୍କ ଜୟନ୍ତୀ ଆସନ୍ତା ରବିବାର ପାଳିତ ହେବ

ଓଡିଶାର ବରପୁତ୍ର ପ୍ରଖ୍ୟାତ କଣ୍ଠଶିଳ୍ପୀ ବାଣୀକଣ୍ଠ ନିମାଇଁ ଚରଣ ହରିଚନ୍ଦନଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଆସନ୍ତା ୯ ତାରିଖରେ ପାଳିତ ହେବ । ଓଡିଶା ସଂଗୀତ ନାଟକ ଏକାଡେମୀ ଓ ଇନ୍ଦୁପୁର ପାୟଲ ମ୍ୟୁଜିକ ସ୍କୁଲ ମିଳିତ ସହଯୋଗରେ ଆସନ୍ତା ରବିବାର ସନ୍ଧ୍ୟା…

ଗୁଲନଗର ପଞ୍ଚାୟତରେ ଫସଲ ସୁରକ୍ଷା ବୈଠକ

କେନ୍ଦ୍ରାପଡ଼ା ୭ା୭: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ପଞ୍ଚାୟତରେ ଫସଲ ସୁରକ୍ଷା ପାଇଁ ମଙ୍ଗଳବାର ଦିନ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଗୁଲନଗର ପାଞ୍ଚାୟତ ଓ ଏହାର ଆଖପାଖ ଅଞ୍ଚଳରେ ଥିବା ସମସ୍ତ ଚାଷ ଜମିରେ…

ଏସ ଏସ ଜି ଋଣ ପ୍ରଦାନ ଓ ପରିଶୋଧ ସଚେତନତା ଓ ନିଯୁକ୍ତିପତ୍ର ବଣ୍ଟନ

ପଟ୍ଟାମୁଣ୍ଡାଇ ତା ୭.୭-ମିଶନଶକ୍ତି ଏକ ଆନ୍ଦୋଳନରେ ପରିଣତ ହୋଇଛି । ମିଶନଶକ୍ତିର ମହିଳାମାନେ ବିକାଶ ପରିଭାଷା ବଦଳାଇ ପ୍ରକୃତ ସାରଥୀ ହୋଇଛନ୍ତି ବୋଲି ଆଜି ପଟ୍ଟାମୁଣ୍ଡାଇ ପୌର ପରିଷଦ ପ୍ରେକ୍ଷାଳୟ ଠାରେ ଆୟୋଜିତ ଏସ ଏସ ଜି ଋଣ ପ୍ରଦାନ ଓ…

ଯଶସ୍ୱୀ ଜନନେତା ଭାଗବତବାବୁଙ୍କ ଜୟନ୍ତୀ ଓ ପ୍ରତିମୃତ୍ତି ଉନ୍ନୋଚନ ଉତ୍ସବ

କେନ୍ଦ୍ରାପଡ଼ା, ୭ା୭ : ବିଶିଷ୍ଟ ଜନନାୟକ, ସର୍ବଜନପ୍ରିୟ ପ୍ରାକ୍ତନ ମନ୍ତ୍ରୀ ତଥା ଯଶସ୍ୱୀ ରାଜନେତା ଭାଗବତ ପ୍ରସାଦ ମହାନ୍ତିଙ୍କର ୯୫ତମ ଜୟନ୍ତୀ ଓ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ଓଡିଶା ନ୍ୟାୟାଳୟର ପ୍ରାକ୍ତନ ନ୍ୟାୟାଧିଶ…

 ‘ସମାନ ନାଗରିକ ସଂହିତା ନୂଆ ଭାରତର ଆବଶ୍ୟକତା’

କେନ୍ଦ୍ରାପଡ଼ା ୭ା୭: ସାମାଜିକ ଅନୁଷ୍ଠାନ ଜୟ ରାଷ୍ଟ୍ର ପକ୍ଷରୁ “ସମାନ ନାଗରିକ ସଂହିତା: ଆଧୁନିକ ଭାରତର ଆବଶ୍ୟକତା” ଶୀର୍ଷକ ଏକ ଆଲୋଚନା ଚକ୍ର ସ୍ଥାନୀୟ ବଳଦେବଜୀଉ ଯାତ୍ରୀ ନିବାସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଯୋଗଦେଇ ବିଶିଷ୍ଟ ଶିକ୍ଷାବିତ୍…

 ନାବାଳିକାକୁ ଅସଦାଚରଣ ଅଭିଯୋଗରେ ଅଭିଯୁକ୍ତକୁ ୨ବର୍ଷ ଜେଲଦଣ୍ଡ

କେନ୍ଦ୍ରାପଡ଼ା, ୭ା୭: ଜନୈକ ୧୫ବର୍ଷୀୟ ନାବାଳିକାକୁ ଭଲପାଇବାର ଅଭିନୟ କରି ଜୋରଜବରଦସ୍ତ ଅସଦାଚରଣ କରିବା ଅଭିଯୋଗରେ ଅଭିଯୁକ୍ତ ପଟ୍ଟାମୁଣ୍ଡାଇ ଥାନା ଅଧିନ ଏକ ଗ୍ରାମର ବୁଲୁ ମଳିକକୁ କେନ୍ଦ୍ରାପଡା ଆଡହକ ଫାଷ୍ଟଟ୍ରାକ ସ୍ୱତନ୍ତ୍ର ଅଦାଲତର ଜଜ ତ୍ରିବିକ୍ରମ କେଶରୀ ଚିନ୍ନାରା ୨ବର୍ଷ…

ତାଲୁକ ଆଇନ ସେବା ସମିତି ପକ୍ଷରୁ ବୃକ୍ଷରୋପଣ

ପଟ୍ଟାମୁଣ୍ଡାଇ ୭.୭-ପଟ୍ଟାମୁଣ୍ଡାଇ ତାଲୁକ ଆଇନ ସେବା ସମିତି ପକ୍ଷରୁ ବନୋମହୋତ୍ସବ ଅବସରରେ କୋର୍ଟ ପରିସରରେ ବୃକ୍ଷରୋପଣ କରାଯାଇ ପରିବେଶ ସୁରକ୍ଷା ବାର୍ତା ଦିଆଯାଇଛି । ରାଜନଗର ବନଖଣ୍ଡ ସହଯୋଗରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପଟ୍ଟାମୁଣ୍ଡାଇ ସିଭିଲ ଜଜ ସୁଶ୍ରୀ ସଂଗୀତା ମଲ୍ଲିକ,ପଟ୍ଟାମୁଣ୍ଡାଇ…

ପଟ୍ଟାମୁଣ୍ଡାଇରେ ବିଜେପି ସଂଯୁକ୍ତ ମୋର୍ଚା ସମାବେଶ

ରାଜନଗର ନିର୍ବାଚନମଣ୍ଡଳୀର ପଟ୍ଟାମୁଣ୍ଡାଇ ନଗର ଅନ୍ତର୍ଗତ ନନ୍ଦିନୀନଗର ଯଜ୍ଞ ପଡିଆରେ ବିଜେପି ସଂଯୁକ୍ତ ମୋର୍ଚା ସମାବେଶ ଅନୁଷ୍ଠିତ ହୋଇଯାଇଛି । ନଗର ବିଜେପି ସଭାପତି ବିଶ୍ୱରଞ୍ଜନ ପାତ୍ରଙ୍କ ପୌରହିତ୍ୟରେ ଆୟୋଜିତ ସମାବେଶରେ ରାଜନଗର ପୂର୍ବତନ ବିଧାୟକ ଡ଼ ଅଲେଖ କୁମାର ଜେନା…

ସଡ଼କ ଦୁର୍ଘଟଣାରେ ମୃତକ ପରିବାର କୁ ବୈଜୟନ୍ତ ପଣ୍ଡାଙ୍କ ସହାୟତା

କେନ୍ଦ୍ରାପଡ଼ା ବ୍ଲକ ଅଧିନ କୋରୋ ପଂଚାୟତର ହରିଶ ଚନ୍ଦ୍ର ସେଠୀଙ୍କ ଏକମାତ୍ର ପୁତ୍ର ମାନସ ରଞ୍ଜନ ସେଠୀ (34 ବର୍ଷ )ସଡ଼କ ଦୁର୍ଘଟଣା ରେ ମୃତ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି ବିଜେପି ନେତୃବୃନ୍ଦ । ଇନ୍ଦୁପୁର ମଣ୍ଡଳ…

ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜୟନ୍ତୀ ପାଳିତ

ପ୍ରଚଣ୍ଡ ରାଷ୍ଟ୍ରଭକ୍ତ, ଭାରତବର୍ଷର ଏକତା ଏବଂ ଅଖଣ୍ଡତାର ଉପାସକ ଭାରତୀୟ ଜନସଂଘର ପ୍ରତିଷ୍ଠାତା ଡ଼.ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୨୩ ତମ ଜୟନ୍ତୀ ବିଜେପି ଜିଲ୍ଲା କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲା ସଭାପତି କିଶୋର କୁମାର ପଣ୍ଡାଙ୍କ ଆବାହକତ୍ୱରେ ଆୟୋଜିତ…

ଶିକ୍ଷାବିତ୍ ପ୍ରଫୁଲ୍ଲ ରାଉତରାୟଙ୍କ ଶ୍ରଦ୍ଧାଞ୍ଜଳି ସଭା

କେନ୍ଦ୍ରାପଡା ୬/୭: ମହାକାଳପଡ଼ା ବିକାଶ ମଞ୍ଚ ସୌଜନ୍ୟରେ ବିଶିଷ୍ଟ ଶିକ୍ଷାବିତ୍ ଦିବଂଗତ ପ୍ରଫୁଲ୍ଲ କୁମାର ରାଉତରାୟଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଏକ ଶ୍ରଦ୍ଧାଞ୍ଜଳି ସଭା ସ୍ଥାନୀୟ ଗୋପାଳପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ମଞ୍ଚ ସଭାପତି ଶିକ୍ଷାବିତ୍…

ରାଏଚାନ୍ଦ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବିଦାୟକାଳିନ ସମ୍ବର୍ଦ୍ଧନା

କେନ୍ଦ୍ରାପଡାତା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ରାଏଚାନ୍ଦ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମୀନନୟନା ଷଡଙ୍ଗୀଙ୍କର ଅବସର ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇ ଯାଇଅଛି । ଏହି ସଭାରେ ସାଧନ କେନ୍ଦ୍ରର ସଂଯୋଜକ ରାଜେଶ କୁମାର…

ପଟ୍ଟାମୁଣ୍ଡାଇ କଲେଜର ୫୩ ତମ ପ୍ରତିଷ୍ଠା ଦିବସ

ଛାତ୍ରଛାତ୍ରୀମାନେ ପ୍ରତିଭା ବଳରେ ସାରା ଦୁନିଆରେ ପଟ୍ଟାମୁଣ୍ଡାଇର ପରିଚୟ ସୃଷ୍ଟି କରନ୍ତୁ:ବିଧାୟକ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷତା ପ୍ରଦର୍ଶନ କରି ସମଗ୍ର ବିଶ୍ୱରେ ନିଜର ଉପସ୍ଥିତି ଜାହିର କରିଥିବା ଗୌରବମଣ୍ଡିତ ପଟ୍ଟାମୁଣ୍ଡାଇକୁ ଆହୁରି ଆଗକୁ ନେବା ପାଇଁ ଛାତ୍ରଛାତ୍ରୀ ନିଜର ଅନନ୍ୟ ପ୍ରତିଭା…

ଆକାଶ ଛୁଆଁ ପରିବା ଦର: ବିନ୍ସ କେଜି ୨୧୦, ଟମାଟୋ ୧୨୦ ଟଙ୍କା; ଅଦା ୩୨୦ ଟପିଲା

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳର ହାଟ ବଜାରରେ ପରିବା ଦର ଏବେ ଆକାଶ ଛୁଆଁ । ଗାଁ ଠୁ ନେଇ ସହର,ସବୁଠି ପରିବା ଦରକୁ ନେଇ ହା ହା କାର । ୮୦ ତଳକୁ ବଜାରରେ ପନିପରିବା ନାହିଁ । ସପ୍ତାହେ…

ପ୍ରଧାନଶିକ୍ଷକ ତାଲିମ ଶିବିର ଉଦ୍‌ଯାପିତ

କେନ୍ଦ୍ରାପଡ଼ା ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନରେ ଅନୁଷ୍ଠିତ ଚାରିଦିନିଆ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ‘ସଂପୃକ୍ତି’ ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ଡଃ ପୂର୍ଣ୍ଣଚନ୍ଦ୍ର ବ୍ରହ୍ମା ପ୍ରତ୍ୟେକ ବିଦ୍ୟାଳୟରେ ପ୍ରାଥମିକ ସ୍ତରୀୟ ପିଲାମାନଙ୍କୁ ଆକୃଷ୍ଟ କରିବା…

ଓଡ଼ିଶା ମୋଟର ଚାଳକ ସଂଘର କେନ୍ଦ୍ରାପଡ଼ା ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ

ଓଡ଼ିଶା ମୋଟର ଚାଳକ ସଂଘ ର କେନ୍ଦ୍ରାପଡ଼ା ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଓ ନଗର ଶାଖା ଉଡାଘାଟନ ଗୋପ ସ୍ଥିତ କମଲ ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭୁବନ…

ବିଭିନ୍ନ ଦାବି ନେଇ ୧୦୮ଆମ୍ବୁଲସନ୍ସ କର୍ମଚାରୀଙ୍କ ଦାବିପତ୍ର

କେନ୍ଦ୍ରାପଡା ଜିଲ୍ଲା ୧୦୮ ଚିକିତ୍ସା ହେଲଥ କେୟାର ଅଧିନରେ ସମସ୍ତ ୧୦୮ଆମ୍ବୁଲାନ୍ସ କର୍ମଚାରୀମାନେ (ଇଏମଟି, ପାଇଲଟ,ଆଟେଣ୍ଡାଣ୍ଟ) ୨୦୧୩ମସିହା ଠାରୁ ନିଷ୍ଠାପୂର୍ଣ୍ଣ ଓ ନିସ୍ୱାର୍ଥପର ଭାବରେ କାମକରୁଛନ୍ତି । ସେମାନେ ଯେ କୌଣସି ପ୍ରାକୃତିକ ବିପର୍ଯ୍ୟୟ ଯଥା ବନ୍ୟା, ବାତ୍ୟା, କରୋନା ମହାମାରୀ,…

କେନ୍ଦ୍ରାପଡ଼ା ପଞ୍ଚାୟତ ସମିତିର ସାଧାରଣ ବୈଠକ,ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଉପରେ ଗୁରୁତ୍ୱ

କେନ୍ଦ୍ରାପଡା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଅଧ୍ୟକ୍ଷା ରଶ୍ମିତା ସେଠୀଙ୍କ ଅଧ୍ୟକ୍ଷତାରେ ସମିତିର ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ କେନ୍ଦ୍ରାପଡା ବିଧାୟକ ଶଶିଭୂଷଣ ବେହେରା ଯୋଗ ଦେଇଥିବା ବେଳେ ମଣ୍ଡଳ ଉନ୍ନୟନ ଅଧିକାରୀ ବନ୍ଦିତା ଖଟୁଆ ପୂର୍ବ…

ଅସରାଏ ବର୍ଷାରେ ବେହାଲ ପଟ୍ଟାମୁଣ୍ଡାଇ ସହର: ରାସ୍ତା ଉପରେ ଜମିଲା ଆଣ୍ଠୁଏ ଉଚ୍ଚର ପାଣି

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ସହରେ ଅସରାଏ ବର୍ଷା ହେଲେ ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚର ପାଣି ଜମି ଯାତାୟତରେ ବାଧାସୃଷ୍ଠି କରୁଛି । ଗତ କାଲି ଓ ଆଜି ଘଂଟାଏ ଧରି ବର୍ଷା ହେବା ପରେ ସହରରେ ଏଭଳି ଜଳବନ୍ଦୀ ସ୍ଥିତି…