କେନ୍ଦ୍ରାପଡା ଜିଲ୍ଲାକୁ ସହରାଞ୍ଚଳ ପରିବହନ ମାନ୍ୟତା ଦାବି
କେନ୍ଦ୍ରାପଡା ଜିଲ୍ଲାକୁ ସହରାଞ୍ଚଳ ପରିବହନ(ଅର୍ବାନ ଟ୍ରାନ୍ସପୋର୍ଟ) ମାନ୍ୟତା ଦିଆଯିବାକୁ ପରିବହନ ମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଛି । ଏହା ଦ୍ୱାରା କେନ୍ଦ୍ରାପଡା ଜିଲ୍ଲା ମୋବସ୍ର ସୁବିଧା ସୁଯୋଗ ପାଇପାରିବ । କେନ୍ଦ୍ରାପଡା ରାଜ୍ୟ ସଦର […]
