kanika odisha

ବିରଳ ଅସ୍ତ୍ରୋପ୍ରଚାର ମହିଳାଙ୍କ ପେଟରୁ ବାହାରିଲା ୬ କିଲୋ ଟିୁ୍ୟମର

କେନ୍ଦ୍ରାପଡା, ୧୯ା୭: ଜଣେ ମହିଳାଙ୍କ ପେଟରୁ ପାଖାପାଖି ୬ କିଲୋ ଓଜନର ଟିୁ୍ୟମର ଅପରେସନ୍ କରାଯାଇ ବାହାର କରାଯାଇଥିବା ଘଟଣା ଦେଖିବାକୁ ମିଳିଛି । କେନ୍ଦ୍ରାପଡା ସହର...

ଜବରଦଖଲ ଉଚ୍ଛେଦ ଭୟରେ ବ୍ୟବସାୟୀ ଭାଙ୍ଗିନେଲେ ଦୋକାନ ଘର

କେନ୍ଦ୍ରାପଡା ୧୯/୭- କେନ୍ଦ୍ରାପଡା ଏକ ପୁରାତନ ସହର ହୋଇଥିବାବେଳେ ଅଣ ଓସାରିଆ ରାସ୍ତାକୁ ବ୍ୟବସାୟୀମାନେ ଜବରଦଖଲ କରି ସଙ୍କୁଚିତ କରୁଛନ୍ତି । ବିଭିନ୍ନ ଛକ ଏବଂ ଗୁରୁତ୍ୱପୂର୍ଣ୍ଣ...

ମଣିଷ ଖିଆ କୁମ୍ଭୀରକୁ ଧରି ନଦୀରେ ଛାଡ଼ିଲା ବନ ବିଭାଗ

କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ମହୁଲିଆ ନାଳରେ ଏକ ବଡ କୁମ୍ଭୀର ଭାସୁଥିବା ଦେଖି ଆତଙ୍କ ସୃଷ୍ଟି ହୋଇଥିଲା । ବୁଧବାର ସକାଳୁ କିଆବୁଦା ମୂଳରେ ଶୋଇଥିବା...

ବଦଳି ଆଦେଶକୁ ଦେଖାତିର କରି ଗାଦି ଛାଡୁ ନାହାନ୍ତି ଅଧ୍ୟାପକ ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର

କେନ୍ଦ୍ରାପଡ଼ା,୧୯ା୭: କେନ୍ଦ୍ରାପଡା ଜିଲ୍ଲାର ରାଜକନିକା ବ୍ଲକ ଅନ୍ତର୍ଗତ ଓଳାଭର ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗର ଜନୈକ ଅଧ୍ୟାପକଙ୍କର ସେହି ବ୍ଲକ ଅନ୍ତର୍ଗତ ଏସ.ଏନ. ମହାବିଦ୍ୟାଳୟକୁ ବଦଳି ହୋଇଥିବା...

ପାରିବାରିକ କଳହର କରୁଣ ପରିଣତି ପତ୍ନୀକୁ ହତ୍ୟାକଲା ସ୍ୱାମୀ

କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଂଚଳରେ ଏକ ଅଭବନୀୟ ଘଟଣା ଦେଖିବାକୁ ମିଳିଛି । ନିଶାଗ୍ରସ୍ତ ସ୍ୱାମୀ ତାର ପତ୍ନୀକୁ ପିଟି ମାରିବା ପରେ ଘଟଣାକୁ...

ଦାରିଦ୍ର‌୍ୟ କବଳରୁ ମୁକ୍ତ ହେଉଛି ଭାରତ

ଗଣତାନ୍ତ୍ରିକ ଓ ପ୍ରଜାମଙ୍ଗଳ ଶାସନ ବ୍ୟବସ୍ଥାରେ ଦାରିଦ୍ର‌୍ୟ ଦୂରୀକରଣ ପାଇଁ ବହୁମୁଖୀ ପଦକ୍ଷେପ ଗ୍ରହଣ କରାଯାଉଛି । ଆମ ଦେଶ ଭାରତରେ ମଧ୍ୟ ଏଥିପାଇଁ ଜୋରସୋରରେ ଉଦ୍ୟମ...

ଜୀବନ ପାଇଁ ଜଙ୍ଗଲର ଉପାଦେୟତା

ସଂସ୍କୃତରେ ଏକ ବାକ୍ୟ ଅଛି ‘ବୃକ୍ଷଃ ରକ୍ଷତି ରକ୍ଷିତମ୍‌’ । ବୃକ୍ଷକୁ ଆମେ ରକ୍ଷା କଲେ ବୃକ୍ଷ ଆମ ଜୀବନ ରକ୍ଷା କରିଥାଏ । ସୃଷ୍ଟିର ପ୍ରାରମ୍ଭ...

ବେଙ୍ଗାଲୁରୁରେ ବିରୋଧୀ ଦଳଙ୍କ ବୈଠକ

ବେଙ୍ଗାଲୁରୁ,୧୮ା୭: ବିରୋଧୀ ଦଳଙ୍କ ବେଙ୍ଗାଲୁରୁରେ ଜାରି ବୈଠକରେ ସେମାନଙ୍କ ମେଣ୍ଟ ପୂର୍ବରୁ ୟୁପିଏ ନାମରେ ଜଣାଯାଉଥିଲା । ଏବେ ସମସ୍ତ ବିରୋଧୀ ଦଳ ଇଣ୍ଡିଆ ମେଣ୍ଟ ବାହାରର...

ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ୨୦ବର୍ଷ କାରାଦଣ୍ଡାଦେଶ

  କେନ୍ଦ୍ରାପଡ଼ା,୧୮ା୭: ଜନୈକ ନାବାଳିକାକୁ ବାରମ୍ବାର ଦୁଷ୍କର୍ମ କରି ଗର୍ଭବତୀ କରାଇବା ଅପରାଧରେ ଅଭିଯୁକ୍ତ କେନ୍ଦ୍ରାପଡା ଜିଲ୍ଲାର ଆଳି ଥାନା ଅଂଚଳର ରାଜୀବ ମଲିକକୁ କେନ୍ଦ୍ରାପଡା ଅତିରିକ୍ତ...

କେନ୍ଦ୍ରାପଡା ଜିଲ୍ଲା “ଭୂମି ସମ୍ମାନ”ରେ ପୁରସ୍କୃତ

କେନ୍ଦ୍ରାପଡ଼ା,୧୮ା୭: ଲ୍ୟାଣ୍ଡ ରେକର୍ଡସର ସମ୍ପୂର୍ଣ୍ଣ ଡିଜିଟାଲାଇଜେସନରେ ଉଲ୍ଲେଖନୀୟ ସଫଳତା ହାସଲ କରି କେନ୍ଦ୍ରାପଡା ଜିଲ୍ଲା କେନ୍ଦ୍ର ସରକାରଙ୍କ ଗ୍ରାମୀଣ ବିକାଶ ବିଭାଗ(ଲ୍ୟାଣ୍ଡ ରିସୋର୍ସେସ) ଦ୍ୱାରା “ଭୂମି ସମ୍ମାନ-୨୦୨୩”...

ଦିହୁଡିପୁର ସମିତିସଭ୍ୟ ଉପନିର୍ବାଚନ ପାଇଁ ୩ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର କାୟମ

ପଟ୍ଟାମୁଣ୍ଡାଇ ୧୮ା୭-ପଟ୍ଟାମୁଣ୍ଡାଇ ବ୍ଲକ ଦିହୁଡିପୁର ପଂଚାୟତର ସମିତିସଭ୍ୟ ପଦବୀ ପାଇଁ ଆସନ୍ତା ୯ ତାରିଖରେ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏଥି ପାଇଁ ସ୍ଥାନୀୟ ପ୍ରଶାସନ...

ପଟ୍ଟାମୁଣ୍ଡାଇ ବିଜେଡି ସଂଗଠନ ମଜଭୁତ କରିବା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ

ପଟ୍ଟାମୁଣ୍ଡାଇ ୧୮.୭- ତୃଣମୂଳ ସ୍ତରରେ ବିଜେଡି ସଂଗଠନକୁ ମଜଭୁତ କରିବା ସହିତ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ଓ ବିକାଶର ବାର୍ତା ଜନସାଧାରଣଙ୍କ ନିକଟରେ ପହଁଚାଇବା...

ସମସ୍ତଙ୍କ ମଙ୍ଗଳ କାମନା କଲେ ଆପଣା ଛାଏଁ ନିଜର ମଙ୍ଗଳ ହୋଇଥାଏ- ଶ୍ରୀମା, ଦିଲ୍ଲୀରେ ବିଶ୍ୱଶାନ୍ତି ପ୍ରାର୍ଥନା ଦିବସର ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା,୧୮ା୭: ମଣିଷ ନିଜ ପାଇଁ ଅନେକ କିଛି କାମ କରେ । ନିଜ ମଙ୍ଗଳ ପାଇଁ ଈଶ୍ୱରଙ୍କୁ ପ୍ରାର୍ଥନା କରେ । ଅନ୍ୟ ପାଇଁ କାମ କରୁଥିବା,...

ଅଳିଆ ଆବର୍ଜ୍ଜନା ଓ ପଚା ପାଣି ଯୋଗୁଁ ମଶା ବଂଶ ବୃଦ୍ଧି, ରୋଗ ବ୍ୟାପିବା ଆଶଙ୍କା

କେନ୍ଦ୍ରାପଡ଼ା,୧୭ା୭: କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ୨୧ନମ୍ବର ୱାର୍ଡ ସଂଲଗ୍ନ କଟକ-ଚାନ୍ଦବାଲି ରାଜ୍ୟ ରାଜପଥର ଶୁକଦେବ ଏନକ୍ଲାଭ ପାଶ୍ୱର୍ ତଥା କେନ୍ଦ୍ରାପଡା ସାନ୍ଧ୍ୟ ମହାବିଦ୍ୟାଳୟ ସମ୍ମୁଖ ରାସ୍ତାର ଅପରପାଶ୍ୱର୍ରେ...

କେନ୍ଦ୍ରାପଡା ଜିଲ୍ଲା ମିଳିତ ଟ୍ରେଡ୍ ୟୁନିୟନ ସମନ୍ୱୟ ସମିତିର ବୈଠକ

କେନ୍ଦ୍ରାପଡ଼ା, ୧୭ା୭: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଭାଗବତ ପ୍ରସାଦ ମହାନ୍ତିଙ୍କ କେନ୍ଦ୍ରାପଡାସ୍ଥିତ ବାସଭବନରେ ମିଳିତ ଟ୍ରେଡ ୟୁନିୟନ ପକ୍ଷରୁ ସାଧାରଣ ସମ୍ପାଦକ ସୌମ୍ୟରଞ୍ଜନ ଧଳଙ୍କ ତତ୍ତ୍ୱାବଧାନରେ ଏକ...

ସଂଗ୍ରାମୀ ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ପ୍ରତିମୂର୍ତି ଉନ୍ମୋଚନ

କେନ୍ଦ୍ରାପଡ଼ା, ସହରର ସୈାନ୍ଧର୍ଯ୍ୟକରଣ ଅବସରରେ ପ୍ରଭାବିତ ହୋଇଥିବା ସ୍ୱାଧୀନତା ସଂଗ୍ରାମୀ ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନାଙ୍କ ପ୍ରତିମୂର୍ତ୍ତିକୁ ଜିଲ୍ଲାର ପ୍ରମୁଖ ବିଶିଷ୍ଟ ଲୋକମାନଙ୍କ ଗହଣରେ ଆଡମ୍ବର ସହକାରେ...

ବହୁ ଚର୍ଚ୍ଚିତ ମାର୍ଶାଘାଇ ବିଭୁ ସାହୁ ହତ୍ୟା ଘଟଣାରେ ମୁଖ୍ୟ ଆସାମୀ ସମେତ ୬ ଗିରଫ, ବ୍ୟବହୃତ କାର ଓ ବାଇକ ଜବତ

କେନ୍ଦ୍ରାପଡା ଜିଲ୍ଲାର ବହୁ ଚର୍ଚ୍ଚିତ ମାର୍ଶାଘାଇ ବିଭୁ ସାହୁ ହତ୍ୟା ମାମଲାର ମୁଖ୍ୟ ଆସାମୀ ସମେତ ୬ ଜଣଙ୍କୁ ପୋଲିସ ଗିରଫ କରିବା ସହିତ ବ୍ୟବହୃତ ୨ଟି...

ବାଛରା ପଂଚାୟତରେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ବାଛରା ପଂଚାୟତରେ ସୋମବାର ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ , ବାଛରା...

ବୋଲବମ ଭକ୍ତଙ୍କ ମନ୍ଦିରରେ ଜଳାଭିଷେକ

ଶ୍ରାବଣ ମାସରେ ବିଭିନ୍ନ ଶୈବ ପୀଠରେ ଜଳାଭିଷେକ କରିବା ବୋଲବମ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଥାଏ । ସାରା ରାଜ୍ୟର ବିଭିନ୍ନ ଅଂଚଳରେ ସକାଳ ଠାରୁ ରାତ୍ରୀ...

ପଟ୍ଟାମୁଣ୍ଡାଇ ବ୍ଲକର ୧୧୩ ଶିକ୍ଷକଙ୍କ ପଦୋନ୍ନତି ଆଦେଶ ସ୍ଥଗିତ

କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀ ୧୧୩ ଜଣ ଶିକ୍ଷକଙ୍କୁ ପଦୋନ୍ନତି ଦେଇଛନ୍ତି । ଏଥିରେ ୨ ଜଣ ଶିକ୍ଷକ ଲେବୁଲ-୩କୁ ଉନ୍ନୀତ ହୋଇ ପ୍ରାଥମିକ ବିଦ୍ୟାଳୟ...

ଦିହୁଡିପୁର ସମିତିସଭ୍ୟ ପାଇଁ ବିଜେଡି ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଦାଖଲ

କେନ୍ଦ୍ରାପଡା  ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଦିହୁଡିପୁର ପଂଚାୟତର ସମିତିସଭ୍ୟ ପଦବୀ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏଥି ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସମସ୍ତ...

ପିସିସି ସଭାପତିଙ୍କ କୁଶପୁତ୍ତଳିକା ଦାହ

କେନ୍ଦ୍ରାପଡ଼ା ୧୭/୭ କଂଗ୍ରେସ ଦଳର ପ୍ରଭାବଶାଳୀ ନେତା, ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ ଓ କଟକ ବାରବାଟି ବିଧାୟକ ମହମ୍ମଦ ମୋକୀମଙ୍କୁ ଦଳରୁ ନିଲମ୍ବନ କରାଯିବା ପରେ...

ପ୍ରଭାତ ଚନ୍ଦ୍ର ପାଣିଙ୍କ ଦେହାନ୍ତ , ଗଡମେକର ପକ୍ଷରୁ ଶୋକସଭା

ଗୋପାଳଦାସ ସ୍ମାରକୀ କଳାମନ୍ଦିରର ଉପଦେଷ୍ଟା ପ୍ରଭାତ ଚନ୍ଦ୍ର ପାଣି ଙ୍କ ବିୟୋଗରେ (ଗଡମେକର) ପକ୍ଷରୁ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ଗଡମେକର ସାଧାରଣ ସଂପାଦକ ଦୟାନିଧି...

ଆଠ ମାସ ହେଲା ରାଶନ କାର୍ଡଧାରୀଙ୍କୁ ମିଳୁନି ଗହମ , ହତାଶ ହୋଇପଡ଼ିଛନ୍ତି ହିତାଧିକାରୀ

ଦେଶରେ କେହି ଯେପରି ଭେକିଲା ନରହୁନ୍ତି ସେଥିପାଇଁ ଖାଦ୍ୟ ସୁରକ୍ଷା ଯୋଜନା କରି ସମସ୍ତ ଗରିବ ପରିବାରକୁ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି । ସେଥିପାଇଁ...